E-Paper
  • logo
  • Tuesday 27th January 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଆମ ଜିଲା ଖବର, ପୁରୀ, ରାଜ୍ୟ

ପାଳିଆ ସେବାୟତଙ୍କୁ ସ୍ନାନଯାତ୍ରା ପାସ୍‌
4:09 pmJune 23, 2021

ପୁରୀ ଅଫିସ,୨୩ା୬: ଆସନ୍ତାକାଲି ମହାପ୍ରଭୁଙ୍କ ସ୍ନାନଯାତ୍ରା। ଏଥିପାଇଁ ଆଜି ରାତିରୁ ଆରମ୍ଭ ହେବ ଶ୍ରୀଜିଉଙ୍କ ପହଣ୍ଡି ନୀତି। ତେବେ କୋଭିଡ କଟକଣା ପାଇଁ ଚଳିତବର୍ଷ ବିନା ଭକ୍ତରେ ସ୍ନାନଯାତ୍ରା ଏବଂ ରଥଯାତ୍ରା ଅନୁଷ୍ଠିତ ହେବ।

ପୁରୀ ଜିଲାପାଳ ସମର୍ଥ ବର୍ମା ଏନେଇ ଏକ ସମୀକ୍ଷା କରିଛନ୍ତି। ନୀତିକାନ୍ତି ଶୃଙ୍ଖଳିତ କରାଯାଇ ଗୁରୁବାର ସକାଳ ସାଢ଼େ ୭ଟାରୁ ଶ୍ରୀଜିଉଙ୍କଠାରେ ଜଳଲାଗି ପାଇଁ ବ୍ୟବସ୍ଥା କରାଯାଇଛି।

ସ୍ନାନ ଯାତ୍ରାରେ ଭାଗ ନେବାକୁ ଥିବା ୯୦ ଭାଗ ସେବାୟତ ଓ କର୍ମଚାରୀଙ୍କ ଆରଟିପିସିଆର ଟେଷ୍ଟ୍‌ ନେଗେଟିଭ୍‌ ଆସିଛି। ଅନ୍ୟପଟେ ସେବାୟତମାନଙ୍କୁ ଦ୍ୱିତୀୟ ଡୋଜ୍‌ ଟିକାକରଣ ମଧ୍ୟ ଜାରି ରହିଛି । ପାଳିଆ ସେବାୟତଙ୍କୁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଦିଆଯାଇଛି ସ୍ନାନ ପୂର୍ଣ୍ଣିମା ପାସ୍‌। ଯାହା କେବଳ ଏହି ଗୋଟିଏ ଦିନ ପାଇଁ ଉଦ୍ଦିଷ୍ଟ।


[mc4wp_form id="252536"] All Right Reserved By Dharitri.Com

Posted inଆମ ଜିଲା ଖବର, ପୁରୀ, ରାଜ୍ୟ View All

ବିବାହ ପ୍ରତିଶ୍ରୁତି ଦେଇ ବଳାତ୍କାର

କାଶୀନଗର,୧୮ା୬: ଗଜପତି ଜିଲା କାଶୀନଗର ବ୍ଲକ ଅଞ୍ଚଳରେ ଜଣେ ଯୁବତୀଙ୍କୁ ବିବାହାର ପ୍ରତିଶ୍ରୁତି ଦେଇ ବଳାତ୍କାର କରିଥିବା ଅଭିଯୋଗରେ ପୋଲିସ ଜଣେ ଯୁବକଙ୍କୁ ଗିରଫ କରି...

ଆଉ ୩ ସ୍ଥାନରେ ଡ୍ରାଇଭ୍‌ ଇନ୍‌ ଭାକ୍ସିନେଶନ

ଭୁବନେଶ୍ୱର,୧୦ା୬(ବ୍ୟୁରୋ): ଡ୍ରାଇଭ୍‌ ଇନ୍‌ ଭାକ୍ସିନେଶନର ସୁଫଳ ମିଳିବା ପରେ ଆଉ ୩ଟି ସ୍ଥାନରେ ଏଭଳି ଟିକାକରଣ କରିବାକୁ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ବ୍ୟବସ୍ଥା କରିଛି।...

ଔଷଧ ଦୋକାନ କର୍ମଚାରୀଙ୍କୁ ଟିକା ଦେବାକୁ ନିର୍ଦ୍ଦେଶ

ଭୁବନେଶ୍ୱର,୧୦ା୬(ବ୍ୟୁରୋ): ରାଜ୍ୟର ସମସ୍ତ ଔଷଧ ଦୋକାନର କର୍ମଚାରୀଙ୍କୁ ଟିକା ଦେବା ପାଇଁ ପ୍ରାଥମିକତା ଦେବାକୁ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ...

ଖବରଦାତାଙ୍କ ସୁରକ୍ଷା ଦାବିରେ ମୁଖ୍ୟମନ୍ତ୍ରୀଙ୍କୁ ସ୍ମାରକପତ୍ର

ପୁରୁଷୋତ୍ତମପୁର,୪ା୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ପ୍ରେସ କ୍ଲବ ପକ୍ଷରୁ ଶୁକ୍ରବାର ଏକ ପ୍ରତିବାଦ ସଭା କରାଯିବା ସହ ସମସ୍ତ ଖବରଦାତା ତହସିଲ କାର୍ଯ୍ୟାଳୟକୁ ଯାଇ ମୁଖ୍ୟମନ୍ତ୍ରୀଙ୍କ...

ଚାକିରି ଆଳରେ ଠକେଇ ର଼୍ୟାକେଟ ସକ୍ରିୟ

ଭୁବନେଶ୍ୱର,୨୦।୬(ବ୍ୟୁରୋ): କରୋନା କାଳରେ ଆଉଏକ କାଳ ସାଜିଛି ଠକେଇ। ପାଦେ ପାଦେ ସତର୍କ ନ ରହିଲେ ଠକଙ୍କ ଫାଶରେ ପଡ଼ିବା ନିଶ୍ଚିତ। ଅନେକେ ଚାକିରି ଓ...

ପାନୀୟ ଜଳ ସମସ୍ୟାକୁ ନେଇ କନିଷ୍ଠ ଯନ୍ତ୍ରୀଙ୍କୁ ଭେଟିଲେ ଗ୍ରାମବାସୀ

ଗଞ୍ଜାମ,୧୦।୬(ଡି.ଏନ୍‌.ଏ.): ଗଞ୍ଜାମ ସହରରେ ପାନୀୟ ଜଳ ସମସ୍ୟା ଦୀର୍ଘ ଦିନ ଧରି ଲାଗି ରହିଛି l ଏନେଇ ଗ୍ରାମବାସୀ ଜନସ୍ବାସ୍ଥ୍ୟ ବିଭାଗକୁ ବାରମ୍ବାର ଅବଗତ କରାଇଥିଲେ...

ରାଜ୍ୟରେ ମୁଣ୍ଡ ପରେ ମୁଣ୍ଡ ନେଇ ଚାଲିଛି କରୋନା: ଆଜି ୪୫ ଜଣଙ୍କ ମୃତ୍ୟୁ

ଭୁବନେଶ୍ୱର,୧୩।୬ (ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ ହ୍ରାସ ପାଉଥିବା ବେଳେ ମୃତ୍ୟୁ ସଂଖ୍ୟା ବଢ଼ିବାରେ ଲାଗିଛି। ରବିବାର ରାଜ୍ୟରେ କରୋନାରେ ଆଉ...

ଆଜିଠୁ ଅଲାରନାଥଙ୍କ ଅନବସର ଦର୍ଶନ

ବ୍ରହ୍ମଗିରି,୨୫।୬(ଡି.ଏନ୍‌.ଏ.): ସ୍ନାନପୂର୍ଣ୍ଣିମାରେ ଚତୁର୍ଦ୍ଧାମୂର୍ତ୍ତି ସ୍ନାନ କରି ଅଣସର ପିଣ୍ଡିରେ ବିଜେ କରିଛନ୍ତି। ଏହି ଅବସରରେ ଶୁକ୍ରବାରଠାରୁ ବ୍ରହ୍ମଗିରିସ୍ଥିତ ଅଲାରନାଥଙ୍କ ପୀଠରେ ଅନବସର ଦର୍ଶନ ଆରମ୍ଭ ହେବ।...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ସତ୍ୟନାରାୟଣ କି କଥାରେ କାର୍ତ୍ତିକ
Next Post Next post:
୧୧୨ ବଲ୍‌ ଖେଳି କରିଥିଲେ ୧୯ ରନ୍‌; ସେହ୍ବାଗ କହିଲେ ‘ମୋତେ ନିଦ ଆସୁଛି, ଶୋଇବାକୁ ଦିଅ’

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts