E-Paper
  • logo
  • Wednesday 17th June 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଆମ ଜିଲା ଖବର, ପୁରୀ, ରାଜ୍ୟ

ପାଳିଆ ସେବାୟତଙ୍କୁ ସ୍ନାନଯାତ୍ରା ପାସ୍‌
4:09 pmJune 23, 2021

ପୁରୀ ଅଫିସ,୨୩ା୬: ଆସନ୍ତାକାଲି ମହାପ୍ରଭୁଙ୍କ ସ୍ନାନଯାତ୍ରା। ଏଥିପାଇଁ ଆଜି ରାତିରୁ ଆରମ୍ଭ ହେବ ଶ୍ରୀଜିଉଙ୍କ ପହଣ୍ଡି ନୀତି। ତେବେ କୋଭିଡ କଟକଣା ପାଇଁ ଚଳିତବର୍ଷ ବିନା ଭକ୍ତରେ ସ୍ନାନଯାତ୍ରା ଏବଂ ରଥଯାତ୍ରା ଅନୁଷ୍ଠିତ ହେବ।

ପୁରୀ ଜିଲାପାଳ ସମର୍ଥ ବର୍ମା ଏନେଇ ଏକ ସମୀକ୍ଷା କରିଛନ୍ତି। ନୀତିକାନ୍ତି ଶୃଙ୍ଖଳିତ କରାଯାଇ ଗୁରୁବାର ସକାଳ ସାଢ଼େ ୭ଟାରୁ ଶ୍ରୀଜିଉଙ୍କଠାରେ ଜଳଲାଗି ପାଇଁ ବ୍ୟବସ୍ଥା କରାଯାଇଛି।

ସ୍ନାନ ଯାତ୍ରାରେ ଭାଗ ନେବାକୁ ଥିବା ୯୦ ଭାଗ ସେବାୟତ ଓ କର୍ମଚାରୀଙ୍କ ଆରଟିପିସିଆର ଟେଷ୍ଟ୍‌ ନେଗେଟିଭ୍‌ ଆସିଛି। ଅନ୍ୟପଟେ ସେବାୟତମାନଙ୍କୁ ଦ୍ୱିତୀୟ ଡୋଜ୍‌ ଟିକାକରଣ ମଧ୍ୟ ଜାରି ରହିଛି । ପାଳିଆ ସେବାୟତଙ୍କୁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଦିଆଯାଇଛି ସ୍ନାନ ପୂର୍ଣ୍ଣିମା ପାସ୍‌। ଯାହା କେବଳ ଏହି ଗୋଟିଏ ଦିନ ପାଇଁ ଉଦ୍ଦିଷ୍ଟ।


[mc4wp_form id="252536"] All Right Reserved By Dharitri.Com

Posted inଆମ ଜିଲା ଖବର, ପୁରୀ, ରାଜ୍ୟ View All

ପୁରୀରେ ହେବ ଆନ୍ତର୍ଜାତିକ ବିମାନ ବନ୍ଦର

ପୁରୀ ଅଫିସ,୧୮ା୬: ପୁରୀରେ ଶ୍ରୀଜଗନ୍ନାଥ ଆନ୍ତର୍ଜାତିକ ବିମାନବନ୍ଦର ପ୍ରତିଷ୍ଠା ପାଇଁ ଭାରତୀୟ ବିମାନ ବନ୍ଦର କର୍ତ୍ତୃପକ୍ଷ (ଏଏଆଇ)ଙ୍କ ପକ୍ଷରୁ ଏକ କେନ୍ଦ୍ରୀୟ ଟିମ୍‌ ଗୁରୁବାର ପ୍ରସ୍ତାବିତ...

ସୁକିନ୍ଦା ତହସିଲଦାର ନିଲମ୍ବିତ: କରୋନା ନିୟମ ଉଲ୍ଲଂଘନ ଅଭିଯୋଗ

ଯାଜପୁର ଅଫିସ/କାଳିଆପାଣି, ୧୯।୬(ଡି.ଏନ.ଏ.): ଯାଜପୁର ଜିଲା ସୁକିନ୍ଦା ତହସିଲଦାର ବୁଲ୍‌ବୁଲ୍‌ ବେହେରାଙ୍କୁ ରାଜ୍ୟ ସରକାର ଶୁକ୍ରବାର ନିଲମ୍ବନ କରିଥିବା ଯାଜପୁର ଜିଲାପାଳ ଚକ୍ରବର୍ତ୍ତୀ ସିଂ ରାଠୋର...

କମ୍ପାନୀ ନିର୍ଦ୍ଦେଶିକାଙ୍କ ସମେତ ୩ ଗିରଫ

କଟକ ଅଫିସ, ୨୪।୬: ନକଲି କରୋନା ଔଷଧ (ଫାଭିପିରାଭିର) ବିକ୍ରି ମାମଲାରେ କ୍ରାଇମବ୍ରାଞ୍ଚ ଏସ୍‌ଟିଏଫ୍‌ ବୁଧବାର ଓଷଧ ବିତରଣ କମ୍ପାନୀ ମେଡିଲଏଡ ମେଡିକାମେଣ୍ଟ ପ୍ରାଇଭେଟ ଲିମିଟେଡର...

ଆରମ୍ଭ ହେଲା ‘ଆଶୀର୍ବାଦ’ ଯୋଜନା: ମାସକୁ ମିଳିବ ୨୫୦୦ ଟଙ୍କା

ଭୁବନେଶ୍ୱର,୨୦ା୬(ବ୍ୟୁରୋ): ମା-ବାପାଙ୍କୁ ହରାଇଥିବା ସନ୍ତାନମାନଙ୍କ ପାଇଁ ରାଜ୍ୟ ସରକାର ନୂଆ କରି ଆରମ୍ଭ କରିଛନ୍ତି ‘ଆଶୀର୍ବାଦ’ ଯୋଜନା। ଏହି ଯୋଜନା ମାଧ୍ୟମରେ ମା-ବାପାଙ୍କୁ ହରାଇଥିବା ପିଲାମାନଙ୍କୁ...

ଓଡ଼ିଶାର ଏହି ୩ ଜିଲାରେ ହେବ ଚତୁର୍ଥ ସେରୋ ସର୍ଭେ

ଭୁବନେଶ୍ୱର, ୧୨।୬(ବ୍ୟୁରୋ): ଚତୁର୍ଥ ସେରୋ ସର୍ଭେରେ ୬ ବର୍ଷରୁ ଅଧିକ ବୟସ୍କ ପିଲା ସାମିଲ ହେବେ। ଏ ନେଇ ରିଜିଓନାଲ ମେଡିକାଲ ରିସର୍ଚ୍ଚ ସେଣ୍ଟର(ଆର୍‌ଏମ୍‌ଆର୍‌ସି) ପକ୍ଷରୁ...

ପୁରସ୍କୃତ ହେବେ ୧୫୫ ପ୍ରକୃତିମିତ୍ର, ୧୬୮ ପ୍ରକୃତିବନ୍ଧୁ

ଭୁବନେଶ୍ୱର,୫।୬(ବ୍ୟୁରୋ): ପ୍ରତିବର୍ଷ ୫ ଜୁନ୍‌ରେ ବିଶ୍ୱ ପରିବେଶ ଦିବସ ପାଳନ କରାଯାଉଛି । ଏହି ଦିବସରେ ସମଗ୍ର ବିଶ୍ୱ ସମ୍ମୁଖୀନ ହେଉଥିବା ବିଭିନ୍ନ ପରିବେଶ ସମସ୍ୟା...

ଏସ୍‌ଡିଜି ଇଣ୍ଡେକ୍ସରେ ଓଡ଼ିଶା ୧ନଂ

ଭୁବନେଶ୍ୱର,୨୨।୬(ବ୍ୟୁରୋ): ଓଡ଼ିଶା ନିରନ୍ତର ବିକାଶ ଲକ୍ଷ୍ୟ (ଏସ୍‌ଡିଜି)-୨୦୨୦-୨୧ରେ ପ୍ରଥମ ସ୍ଥାନ ଅଧିକାର କରିଛି। ଗତ ବର୍ଷ ତୁଳନାରେ ଓଡ଼ିଶା ଏସ୍‌ଡିଜିରେ ଅଧିକ ୧୦ ପଏଣ୍ଟ ପାଇ...

ଆନ୍ଧ୍ରକୁ ଋଷିକୂଲ୍ୟା ନଦୀରୁ ବାଲି ଚୋରା ଚାଲାଣ: ଚଢାଉରେ ୩୦ ଗାଡ଼ି ଜବତ

ଛତ୍ରପୁର,୧।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲାର ଋଷିକୁଲ୍ୟା ନଦୀରୁ ଆନ୍ଧ୍ରପ୍ରଦେଶକୁ ବେଆଇନ ଭାବେ ବାଲି ଚୋରା ଚାଲାଣ ହେଉଛି। ଏହି ଚୋରା ଚାଲାଣ ପ୍ରାୟ ରାତ୍ର ସମୟରେ ଚାଲୁଥିବା...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ସତ୍ୟନାରାୟଣ କି କଥାରେ କାର୍ତ୍ତିକ
Next Post Next post:
୧୧୨ ବଲ୍‌ ଖେଳି କରିଥିଲେ ୧୯ ରନ୍‌; ସେହ୍ବାଗ କହିଲେ ‘ମୋତେ ନିଦ ଆସୁଛି, ଶୋଇବାକୁ ଦିଅ’

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts