ଭୁବନେଶ୍ୱର, ୯।୬(ବ୍ୟୁରୋ): ଆୟ ବର୍ହିଭୁତ ସମ୍ପତ୍ତି ଠୁଳ ତଥା ଠକେଇ ଅଭିଯୋଗରେ ପାଠକ ବାପାପୁଅ ଗତ ବର୍ଷ ଗିରଫ ହୋଇଥିଲେ। ତେବେ ବୁଧବାର ତାଙ୍କୁ ସାମାନ୍ୟ ଆଶ୍ୱସ୍ତି ମିଳିଛି। ଟାଟା କମ୍ପାନୀରେ ଚାକିରି କରାଇ ଦେବା ନାଁରେ ହୋଇଥିବା ଠକେଇ ଅଭିଯୋଗରେ ଆଇଏଫ୍ଏସ୍ ଅଭୟକାନ୍ତ ପାଠକ ଓ ତାଙ୍କ ପୁଅ ଆକାଶଙ୍କୁ ହାଇକୋର୍ଟରୁ ଜାମିନ ମିଳିଛିl ତେବେ ଅନ୍ୟ ମାମଲା ବିଚାରାଧୀନ ଥିବାରୁ ପାଠକ ବାପାପୁଅ ଏବେ ଜେଲରୁ ବାହାରିବା ସମ୍ଭବପର ନୁହେଁ ।
ସୂଚନାଯୋଗ୍ୟ, ଟାଟା କମ୍ପାନୀରେ ଚାକିରି କରାଇ ଦେବା ନାଁରେ ଠକେଇ ନେଇ ଗୋଳନ୍ଥରା ଥାନାରେ ଉଭୟ ବାପାପୁଅଙ୍କ ନାଁରେ ଅଭିଯୋଗ ହୋଇଥିଲା।
ସିଏମ୍ସି ଟିକାକରଣ ପ୍ରହସନ
କଟକ ଅଫିସ,୧୬ା୬: ସହରରେ ଟିକାକରଣ ବ୍ୟାପକ ଭାବରେ କରାଯାଇଛି ବୋଲି କଟକ ମହାନଗର ନିଗମ (ସିଏମସି) ପକ୍ଷରୁ ଡିଣ୍ଡିମ ପିଟାଯାଉଛି। ବିଦେଶ ଯିବାକୁ ଥିବା ଛାତ୍ରୀଛାତ୍ର,...
୧୧ରେ କଂଗ୍ରେସର ରାଜ୍ୟବ୍ୟାପୀ ବିକ୍ଷୋଭ
ଭୁବନେଶ୍ୱର,୯ା୬(ବ୍ୟୁରୋ): କରୋନାର ଦ୍ୱିତୀୟ ଲହରରେ ସମଗ୍ର ଦେଶ ଛଟପଟ ହେଉଥିବା ବେଳେ କେନ୍ଦ୍ରର ମୋଦି ସରକାର ଲଗାତର ଭାବେ ପେଟ୍ରୋଲ ଓ ଡିଜେଲର ଦର ବୃଦ୍ଧି...
ତପୁ ମିଶ୍ର ଗୁରୁତର: ଭଗବାନଙ୍କୁ ପ୍ରାର୍ଥନା କରିବାକୁ ନିବେଦନ କଲେ ବୁଦ୍ଧାଦିତ୍ୟ
ଭୁବନେଶ୍ୱର,୧୭।୬(ବ୍ୟୁରୋ): ଓଲିଉଡର ଲୋକପ୍ରିୟ ଗାୟିକା ତପୁ ମିଶ୍ରଙ୍କ ସ୍ବାସ୍ଥ୍ୟାବସ୍ଥା ଅଧିକ ଗୁରୁତର ହେବାରେ ଲାଗିଛି। ସେ ଏବେ ଭୁବନେଶ୍ୱରରେ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି।...
କରୋନା ଛଡ଼ାଇନେଲା ଜୀବିକା
ଖୋର୍ଦ୍ଧା ଅଫିସ,୨୦ା୬: କରୋନା ସଂକ୍ରମଣ ରୋକିବା ପାଇଁ ରାଜ୍ୟରେ ଲକ୍ଡାଉନ ଜାରି ରହିଛି। ଏଥିସହ ସପ୍ତାହାନ୍ତ ଶଟ୍ଡାଉନ ରହିଛି। ପୂର୍ବରୁ ଲକ୍ଡାଉନ ସମୟରେ କେବଳ ୪ଘଣ୍ଟା...
ବିଷ୍ଣୁପଦଙ୍କ କବିତା ସଙ୍କଳନ ଉନ୍ମୋଚିତ
ଭୁବନେଶ୍ୱର,୧୨ା୬(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ବରିଷ୍ଠ ଅମଲାତନ୍ତ୍ରୀ ବିଷ୍ଣୁପଦ ସେଠୀଙ୍କ ଇଂଲିଶ କବିତା ସଙ୍କଳନ ‘ବିୟଣ୍ଡ ହିୟର୍ ଆଣ୍ଡ୍ ଅଦର ପୋଏମ୍ସ’କୁ ଉନ୍ମୋଚନ କରିଛନ୍ତି।...
ପୋଲିସ ଚାକିରି କରିବେ କିନ୍ନର
ଭୁବନେଶ୍ୱର,୧୩ା୬(ବ୍ୟୁରୋ): କରୋନା ମହାମାରୀ ସମୟରେ ଚାକିରି ଅଭାବ ଦେଖାଦେଇଥିବାବେଳେ ରାଜ୍ୟ ପୋଲିସ ବିଭାଗରେ ୪୭୭ ସବ୍ ଇନ୍ସପେକ୍ଟର(ଏସ୍ଆଇ) ଓ ୨୪୪ କନଷ୍ଟେବଳ ପଦବୀ ପୂରଣ ପାଇଁ...
ପୋଲିସ କଲା ରାଜପଥ ମରାମତ
କାମାକ୍ଷାନଗର,୧।୬(ଡି.ଏନ.ଏ.) ମହାମାରୀ ସମୟରେ ଆଗଧାଡ଼ିର ଯୋଦ୍ଧା ଭାବେ ଦିନରାତି କାର୍ଯ୍ୟ କରୁଥିବା ପୋଲିସ ରାଜପଥ ମରାମତି ପରି କାର୍ଯ୍ୟ କରି ବେଶ୍ ପ୍ରଶଂସା ସାଉଣ୍ଟିଛି। ଏହି...
ପୁରସ୍କୃତ ହେବେ ୧୫୫ ପ୍ରକୃତିମିତ୍ର, ୧୬୮ ପ୍ରକୃତିବନ୍ଧୁ
ଭୁବନେଶ୍ୱର,୫।୬(ବ୍ୟୁରୋ): ପ୍ରତିବର୍ଷ ୫ ଜୁନ୍ରେ ବିଶ୍ୱ ପରିବେଶ ଦିବସ ପାଳନ କରାଯାଉଛି । ଏହି ଦିବସରେ ସମଗ୍ର ବିଶ୍ୱ ସମ୍ମୁଖୀନ ହେଉଥିବା ବିଭିନ୍ନ ପରିବେଶ ସମସ୍ୟା...


