ଭୁବନେଶ୍ୱର, ୯।୬(ବ୍ୟୁରୋ): ଆୟ ବର୍ହିଭୁତ ସମ୍ପତ୍ତି ଠୁଳ ତଥା ଠକେଇ ଅଭିଯୋଗରେ ପାଠକ ବାପାପୁଅ ଗତ ବର୍ଷ ଗିରଫ ହୋଇଥିଲେ। ତେବେ ବୁଧବାର ତାଙ୍କୁ ସାମାନ୍ୟ ଆଶ୍ୱସ୍ତି ମିଳିଛି। ଟାଟା କମ୍ପାନୀରେ ଚାକିରି କରାଇ ଦେବା ନାଁରେ ହୋଇଥିବା ଠକେଇ ଅଭିଯୋଗରେ ଆଇଏଫ୍ଏସ୍ ଅଭୟକାନ୍ତ ପାଠକ ଓ ତାଙ୍କ ପୁଅ ଆକାଶଙ୍କୁ ହାଇକୋର୍ଟରୁ ଜାମିନ ମିଳିଛିl ତେବେ ଅନ୍ୟ ମାମଲା ବିଚାରାଧୀନ ଥିବାରୁ ପାଠକ ବାପାପୁଅ ଏବେ ଜେଲରୁ ବାହାରିବା ସମ୍ଭବପର ନୁହେଁ ।
ସୂଚନାଯୋଗ୍ୟ, ଟାଟା କମ୍ପାନୀରେ ଚାକିରି କରାଇ ଦେବା ନାଁରେ ଠକେଇ ନେଇ ଗୋଳନ୍ଥରା ଥାନାରେ ଉଭୟ ବାପାପୁଅଙ୍କ ନାଁରେ ଅଭିଯୋଗ ହୋଇଥିଲା।
ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…
ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…
ବେଗୁନିଆ,୨୮।୬(ଡି.ଏନ୍.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…
ଜଗତ୍ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍ (ପାଚେରି)…
ଅନୁଗୋଳ ଅଫିସ,୨୮ା୬: ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍)ରେ ଚାଉଳ ଓ…
ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…
This website uses cookies.