E-Paper
  • logo
  • Wednesday 23rd September 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଜାତୀୟ

୬୧ ବର୍ଷୀୟ ବ୍ୟକ୍ତିଙ୍କ ପେଟରୁ ଅଢ଼େଇ କିଲୋର ଟ୍ୟୁମର ବାହାର କଲେ ଡାକ୍ତର
1:37 pmJune 19, 2021

ପାଟନା,୧୯।୬: ବିହାର ପାଟନା ସ୍ଥିତ ଏମ୍ସରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଏମ୍ସର ଡାକ୍ତରମାନେ ଜଣେ ୬୧ବର୍ଷୀୟ ବୃଦ୍ଧଙ୍କ ସଫଳ ଚିକିତ୍ସା କରି ତାଙ୍କର ଜୀବନ ବଞ୍ଚାଇଥିବା ଜଣାପଡ଼ିଛି। ଯାହା ଏବେ ସହରରେ ଚର୍ଚ୍ଚାର ବିଷୟ ପାଲଟିଛି। ସୂଚନାଯୋଗ୍ୟ, ସାରନରେ ରହୁଥିବା ଜଣେ ୬୧ ବର୍ଷୀୟ ବୃଦ୍ଧଙ୍କ ପେଟ ଫୁଲିଯାଇଥିଲା। ଯାଞ୍ଚ ସମୟରେ ଜଣାପଡ଼ିଥିଲା ଯେ ତାଙ୍କ ପେଟରେ ପ୍ରାୟ ୨କିଲୋ ୫୦ ଗ୍ରାମ୍‌ର ଟ୍ୟୁମର ରହିଛି। ଏହାପରେ ଡାକ୍ତରଙ୍କ ଏକ ଟିମ୍‌ ବହୁ ଉଦ୍ୟମ କରି ଅପରେଶ୍‌ନ ଦ୍ୱାରା ବୃଦ୍ଧଙ୍କ ପେଟରୁ ଏହି ଟ୍ୟୁମର ସଫଳତାପୂର୍ବକ କାଢ଼ିଥିଲେ। ଅପରେଶନ୍‌ ପରେ ବର୍ତ୍ତମାନ ବୃଦ୍ଧଜଣଙ୍କ ସୁସ୍ଥ ଅଛନ୍ତି। ଏନେଇ ପାଟନା ଏମ୍ସର ଏଚ୍‌ଓଡି ଡାକ୍ତର ଅନୀଲ କୁମାର ସୂଚନା ଦେଇଛନ୍ତି। ତେବେ ଡାକ୍ତରୀ ଟିମ୍‌ର ଏହି କାର୍ଯ୍ୟକୁ ସମସ୍ତେ ବେଶ୍‌ ପ୍ରଶଂସା କରିଛନ୍ତି।


[mc4wp_form id="252536"] All Right Reserved By Dharitri.Com

Posted inଜାତୀୟ View All

ଜନ୍ମମାଟିକୁ ଟ୍ରେନରେ ଆସିବେ ରାଷ୍ଟ୍ରପତି କୋବିନ୍ଦ

ଲକ୍ଷ୍ନୌ,୨୪।୬: ରାଷ୍ଟ୍ରପତି ରାମନାଥ କୋବିନ୍ଦ ଶୁକବ୍ରାର ଉତ୍ତରପ୍ରଦେଶର କାନପୁର ସ୍ଥିତ ନିଜ ଜନ୍ମସ୍ଥାନକୁ ଗସ୍ତ କରିବେ। ଆଉ ଏହି ଗସ୍ତ ସେ ରେଳଯାତ୍ରାରେ କରିବେ ବୋଲି...

‘ମେଣ୍ଟ ପାଇଁ ମାୟାବତୀ, କଂଗ୍ରେସ ଅନଫିଟ୍‌’

ନୂଆଦିଲ୍ଲୀ,୨୩।୬: ଆଗାମୀ ବର୍ଷ ହେବାକୁ ଥିବା ଉତ୍ତର ପ୍ରଦେଶ ବିଧାନସଭା ନିର୍ବାଚନ ଲାଗି ଆମେ ଛୋଟ ଦଳ ସହ ମେଣ୍ଟ କରିବୁ। କିନ୍ତୁ ମାୟାବାତୀଙ୍କ ବହୁ...

‘ଜୟ ଶ୍ରୀ ରାମ’ ନ କହିବାରୁ ମାଡ଼ ଘଟଣା, ମିଛ କହୁଛି ୟୁପି ପୋଲିସ

ନୂଆଦିଲ୍ଲୀ,୧୬।୬: ‘ଜୟଶ୍ରୀ ରାମ’ ନ କହିବାରୁ ମୁସଲିମ ବୃଦ୍ଧଙ୍କୁ ମାଡ଼ ମରାଯିବା ଘଟଣା ବୁଧବାର ନୂଆ ମୋଡ଼ ନେଇଛି। ଟୁଇଟର ଓ ଜର୍ନାଲିଷ୍ଟ, କଂଗ୍ରେସ ନେତାଙ୍କ...

ଭାକ୍ସିନକୁ ନେଇ ଲୋକଙ୍କ ମନରେ ରହିଛି ଅନ୍ଧବିଶ୍ୱାସ

ନୂଆଦିଲ୍ଲୀ,୨।୬: କରୋନା ସଙ୍କଟ ମଧ୍ୟରେ ଗୋଟିଏ ପଟେ ଟିକାକରଣ ଅଭିଯାନ ଯୁଦ୍ଧକାଳୀନ ସ୍ତରରେ ଜାରି ରହିଥିବା ବେଳେ ଅନ୍ୟପଟେ ଗ୍ରାମାଞ୍ଚଳରେ ଭାକ୍ସିନକୁ ନେଇ ଭୟ, ଅନ୍ଧବିଶ୍ୱାସ...

ଭାକ୍ସିନ୍‌ ବେପାର: ଘରୋଇ ହସ୍ପିଟାଲରେ ଗୋଟିଏ ଡୋଜ୍‌ ଦାମ୍‌ ୯୦୦ରୁ ୧୪୦୦ ଟଙ୍କା…

ନୂଆଦିଲ୍ଲୀ,୨।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। ସରକାରଙ୍କ ପକ୍ଷରୁ ସାର୍ବଜନୀକ ଟିକାକରଣ ଅଭିଯାନ ଜାରି ରହିଛି। କେତେକ...

ରାଜ୍ୟର ପ୍ରଥମ ମୁସଲିମ୍‌ ମହିଳା ଡିଏସ୍‌ପି

ପାଟନା,୧୧।୬: ନିକଟରେ ବିହାର ପବ୍ଲିକ ସର୍ଭିସ କମିଶନ(ବିପିଏସ୍‌ସି)ର ୬୪ତମ କମ୍ପିଟେଟିଭ୍‌ ଏକ୍ସାମର ପରୀକ୍ଷା ଫଳାଫଳ ଘୋଷଣା କରାଯାଇଛି। ଏହି ପରୀକ୍ଷାରେ ପ୍ରଥମ ଥରେ ଜଣେ ମୁସଲିମ...

ଟିକାକରଣ ପାଇଁ ପାହାଡ଼ ଚଢ଼ିଲେ ଜିଲାପାଳ

କୋଲକାତା,୨୧।୬: ପଶ୍ଚିମବଙ୍ଗ ଅଲିପୁରଦ୍ୱାର ଜିଲାର ଜିଲାପାଳ ସୁରେନ୍ଦ୍ର କୁମାର ମିନା ଏବେ ଚର୍ଚ୍ଚାରେ ରହିଛନ୍ତି। ଗାଁରେ ଟିକାକରଣ ପାଇଁ ଜିଲାପାଳ କଠିନ ରାସ୍ତା ଦେଇ ପାହାଡ଼...

ପୁଣି ବଢ଼ିଲା ମୃତକଙ୍କ ସଂଖ୍ୟା, କମିଲା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା…

ନୂଆଦିଲ୍ଲୀ,୫।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। କରୋନାର ଦ୍ୱିତୀୟ ଲହର ଆତଙ୍କ ସୃଷ୍ଟି କରିଛି। ନୂଆ ଆକ୍ରାନ୍ତ ଏବଂ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ସିବିଏସ୍‌ଇ ଦ୍ୱାଦଶ ପରୀକ୍ଷା ଫଳ ଫର୍ମୂଲା: ୧,୧୫୨ ଅସନ୍ତୁଷ୍ଟ ଛାତ୍ରୀଛାତ୍ର ସୁପ୍ରିମ୍‌କୋର୍ଟଙ୍କ ଦ୍ୱାରସ୍ଥ…
Next Post Next post:
ବାରମ୍ବାର କଟୁଥିଲା ବିଜୁଳି, ଯାଞ୍ଚ ପାଇଁ ଖୁଣ୍ଟରେ ଚଢ଼ିଲେ ଶକ୍ତିମନ୍ତ୍ରୀ; ଆଉ ତା’ ପରେ…

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts