ପାଟନା,୧୯।୬: ବିହାର ପାଟନା ସ୍ଥିତ ଏମ୍ସରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଏମ୍ସର ଡାକ୍ତରମାନେ ଜଣେ ୬୧ବର୍ଷୀୟ ବୃଦ୍ଧଙ୍କ ସଫଳ ଚିକିତ୍ସା କରି ତାଙ୍କର ଜୀବନ ବଞ୍ଚାଇଥିବା ଜଣାପଡ଼ିଛି। ଯାହା ଏବେ ସହରରେ ଚର୍ଚ୍ଚାର ବିଷୟ ପାଲଟିଛି। ସୂଚନାଯୋଗ୍ୟ, ସାରନରେ ରହୁଥିବା ଜଣେ ୬୧ ବର୍ଷୀୟ ବୃଦ୍ଧଙ୍କ ପେଟ ଫୁଲିଯାଇଥିଲା। ଯାଞ୍ଚ ସମୟରେ ଜଣାପଡ଼ିଥିଲା ଯେ ତାଙ୍କ ପେଟରେ ପ୍ରାୟ ୨କିଲୋ ୫୦ ଗ୍ରାମ୍ର ଟ୍ୟୁମର ରହିଛି। ଏହାପରେ ଡାକ୍ତରଙ୍କ ଏକ ଟିମ୍ ବହୁ ଉଦ୍ୟମ କରି ଅପରେଶ୍ନ ଦ୍ୱାରା ବୃଦ୍ଧଙ୍କ ପେଟରୁ ଏହି ଟ୍ୟୁମର ସଫଳତାପୂର୍ବକ କାଢ଼ିଥିଲେ। ଅପରେଶନ୍ ପରେ ବର୍ତ୍ତମାନ ବୃଦ୍ଧଜଣଙ୍କ ସୁସ୍ଥ ଅଛନ୍ତି। ଏନେଇ ପାଟନା ଏମ୍ସର ଏଚ୍ଓଡି ଡାକ୍ତର ଅନୀଲ କୁମାର ସୂଚନା ଦେଇଛନ୍ତି। ତେବେ ଡାକ୍ତରୀ ଟିମ୍ର ଏହି କାର୍ଯ୍ୟକୁ ସମସ୍ତେ ବେଶ୍ ପ୍ରଶଂସା କରିଛନ୍ତି।
ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…
ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…
ବେଗୁନିଆ,୨୮।୬(ଡି.ଏନ୍.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…
ଜଗତ୍ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍ (ପାଚେରି)…
ଅନୁଗୋଳ ଅଫିସ,୨୮ା୬: ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍)ରେ ଚାଉଳ ଓ…
ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…
This website uses cookies.