ଗଞ୍ଜାମ,୪।୬(ଡି.ଏନ୍.ଏ.): କୋଭିଡ୍ କଟକଣା ମାନୁ ନ ଥିବା ଅମାନିଆଙ୍କ ପାଇଁ ଗଞ୍ଜାମ ଥାନା ପକ୍ଷରୁ ପାଟ୍ରୋଲିଂକୁ କଡ଼ାକଡ଼ି କରାଯାଇଛି। ହେଲ୍ମେଟ ଓ ମାକ୍ସ ପିନ୍ଧୁ ନ ଥିବା ବ୍ୟକ୍ତିଙ୍କୁଠାରୁ ଜରିମାନା ଆଦାୟ କରାଯାଉଛି। ତଥାପି କିଛି ବାଇକ ଆରୋହୀ ଏହାକୁ ମାନୁ ନାହାନ୍ତି । ଥାନା ଆଇଆଇସି ଶୁଭେନ୍ଦୁ କୁମାର ସାହୁଙ୍କ ନେତୃତ୍ୱରେ ଏସ୍ଆଇ ଅଜିତ କୁମାର ପରିଡା, ତ୍ରିନାଥ ପଟ୍ଟନାୟକ, କେଦାର ବିଶ୍ୱାଳ ପ୍ରମୁଖ ପାଟ୍ରୋଲିଂରେ ସାମିଲ ଅଛନ୍ତି।
Posted inଆମ ଜିଲା ଖବର, ଗଞ୍ଜାମ View All
କୋଭିଡ୍ଜନିତ ମୃତ୍ୟୁ ଅଡିଟ୍ ପ୍ରସଙ୍ଗ: ହାଇକୋର୍ଟରେ ମାମଲା ଖାରଜ
କଟକ ଅଫିସ,୨୫।୬: କୋଭିଡ୍ଜନିତ ମୃତ୍ୟୁର ଅଡିଟ୍ ପାଇଁ ହୋଇଥିବା ଜନସ୍ବାର୍ଥ ମାମଲାକୁ ଗୁରୁବାର ହାଇକୋର୍ଟ ମୁଖ୍ୟବିଚାରପତି ଏସ୍. ମୁରଲୀଧର ଏବଂ ବିଚାରପତି ଏସ୍.କେ. ପାଣିଗ୍ରାହୀଙ୍କୁ ନେଇ...
ବଜ୍ରପାତରେ ଚାଲିଗଲା ମତ୍ସ୍ୟଜୀବୀଙ୍କ ଜୀବନ
ମହାକାଳପଡା,୨।୬(ଡି.ଏନ.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡା ବ୍ଲକର ମହାନଦୀର ବରଜ ବାହାକୁଦଠାରେ ଏକ ଅଭାବନୀୟ ଘଟଣା ଘଟିଛି। ମାଛ ଧରୁଥିବା ବେଳେ ବ୍ରଜପାତ ଘଟିବାରୁ ଜଣେ ମତ୍ସ୍ୟଜୀବୀଙ୍କ...
ଜୁଏଲାରି ମାଲିକଙ୍କ ଘରେ ପଶିଲେ ଦୁର୍ବୃତ୍ତ: ୧୦ ରାଉଣ୍ଡ ଗୁଳି ଚାଳନା, ୩ ଗୁରୁତର ୩ ଆହତ
ବାହାନଗା, ୨।୬(ଡି.ଏନ.ଏ.): ବାଲେଶ୍ୱର ଜିଲା ବାହାନଗା ବ୍ଲକ ସାଉଡୁ ଗ୍ରାମର ଜଣେ ଜୁଏଲାରି ମାଲିକଙ୍କ ଘରୁ ଚୋରି ହୋଇଛି। ୬ ଜଣ ଦୁର୍ବୃତ୍ତ ଘର ଭିତରେ...
ଭଙ୍ଗାଗଲା ମନ୍ଦିର, ପାଚେରି
କଟକ ଅଫିସ,୫।୬: କଟକ ଖାନ୍ନଗରଠାରେ ପ୍ରସ୍ତାବିତ ନେତାଜୀ ବସ୍ ଟର୍ମିନାଲ ପାଇଁ ଉଚ୍ଛେଦ କାର୍ଯ୍ୟ ଆରମ୍ଭ ହୋଇଛି। ଶୁକ୍ରବାର ଛତ୍ରଗଡା ରାସ୍ତା ପାର୍ଶ୍ୱରେ ଥିବା ମନ୍ଦିର...
ଅମ୍ବାଳିଅଠା ନିକଟରେ ସିରିଜ୍ ଦୁର୍ଘଟଣା: ୨ ମୃତ; ଡମ୍ପର ଡ୍ରାଇଭରଙ୍କ ହାତ ଗୋଡ଼ ବାନ୍ଧିଦେଲେ ଲୋକେ
ବାଲେଶ୍ୱର ଅଫିସ, ଜଳେଶ୍ୱର(ଡି.ଏନ୍.ଏ.),୪।୬: ବାଲେଶ୍ୱର ଜିଲା ଜଳେଶ୍ୱର ୫୭ନଂ ରାଜ୍ୟ ରାଜପଥ ନିକଟରେ ଶୁକ୍ରବାର ଏକ ସିରିଜ୍ ଦୁର୍ଘଟଣା ଘଟିଛି। ଏଥିରେ ଦୁଇଜଣଙ୍କ ମୃତ୍ୟୁ ହୋଇଛି।...
ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଶହୀଦ ସଞ୍ଜୟଙ୍କ ଶେଷକୃତ୍ୟ ସମ୍ପନ୍ନ
ରାଇକିଆ୧୫।୬(ଡି.ଏନ୍.ଏ.): ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଶହୀଦ ସଞ୍ଜୟ ପ୍ରଧାନଙ୍କର ଶେଷକୃତ୍ୟ ସମ୍ପନ୍ନ ହୋଇଛି। ଶ୍ରୀନଗରରୁ ଭୁବନେଶ୍ୱର ପରେ ନିଜ ଜନ୍ମ ମାଟି ରାଇକିଆ ବ୍ଲକର ବାଘରମା...
୮ ବର୍ଷ ହେଲା ବନ୍ଦ ଥିବା ଷ୍ଟାଡିୟମ କାମ ଶେଷ କର
ଝାରସୁଗୁଡ଼ା ଅଫିସ,୨୩ା୬: ଏମ୍ସିଏଲ୍ ସିଏସ୍ଆର୍ ପାଣ୍ଠିରୁ ୮କୋଟି ଟଙ୍କା ବ୍ୟୟରେ ୨୦୧୩-୧୪ରୁ ଝାରସୁଗୁଡ଼ା ମାଳିମୁଣ୍ଡାଠାରେ ଷ୍ଟାଡିୟମ ନିର୍ମାଣ ଚାଲିଛି। ଅର୍ଥାଭାବରୁ ଦୀର୍ଘଦିନ ହେଲାଣି ଏହା ଅର୍ଦ୍ଧନିର୍ମିତ...
ରଥଯାତ୍ରା ପାଇଁ ନୀତି ନିର୍ଘଣ୍ଟ
ପୁରୀ ଅଫିସ,୨୦ା୬: ଆସନ୍ତା ଜୁଲାଇ ୧୨ରେ ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା। ଏଥିପାଇଁ ନୀତି ନିର୍ଘଣ୍ଟ ସ୍ଥିର ହୋଇଛି। ମୁଖ୍ୟ ପ୍ରଶାସକଙ୍କ ଅଧ୍ୟକ୍ଷତାରେ ରବିବାର ଆୟୋଜିତ ହୋଇଥିବା...


