ଗଞ୍ଜାମ,୪।୬(ଡି.ଏନ୍.ଏ.): କୋଭିଡ୍ କଟକଣା ମାନୁ ନ ଥିବା ଅମାନିଆଙ୍କ ପାଇଁ ଗଞ୍ଜାମ ଥାନା ପକ୍ଷରୁ ପାଟ୍ରୋଲିଂକୁ କଡ଼ାକଡ଼ି କରାଯାଇଛି। ହେଲ୍ମେଟ ଓ ମାକ୍ସ ପିନ୍ଧୁ ନ ଥିବା ବ୍ୟକ୍ତିଙ୍କୁଠାରୁ ଜରିମାନା ଆଦାୟ କରାଯାଉଛି। ତଥାପି କିଛି ବାଇକ ଆରୋହୀ ଏହାକୁ ମାନୁ ନାହାନ୍ତି । ଥାନା ଆଇଆଇସି ଶୁଭେନ୍ଦୁ କୁମାର ସାହୁଙ୍କ ନେତୃତ୍ୱରେ ଏସ୍ଆଇ ଅଜିତ କୁମାର ପରିଡା, ତ୍ରିନାଥ ପଟ୍ଟନାୟକ, କେଦାର ବିଶ୍ୱାଳ ପ୍ରମୁଖ ପାଟ୍ରୋଲିଂରେ ସାମିଲ ଅଛନ୍ତି।
ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…
ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…
ବେଗୁନିଆ,୨୮।୬(ଡି.ଏନ୍.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…
ଜଗତ୍ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍ (ପାଚେରି)…
ଅନୁଗୋଳ ଅଫିସ,୨୮ା୬: ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍)ରେ ଚାଉଳ ଓ…
ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…
This website uses cookies.