E-Paper
  • logo
  • Saturday 28th March 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଜାତୀୟ

ଏଣିକି ଏଡ୍‌ସ ପୀଡ଼ିତଙ୍କୁ ମିଳିବ ପେନ୍‌ସନ
3:09 pmJune 18, 2021

ଚଣ୍ଡିଗଡ଼,୧୮।୬: ଏଡ୍‌ସ ସଂକ୍ରମିତ ପାଇଁ ହରିଆଣା ସରକାର ଏକ ବଡ଼ ଘୋଷଣା କରିଛନ୍ତି। ଖୁବ୍‌ଶୀଘ୍ର ପ୍ରତିମାସରେ ଏଡ୍‌ସ ପୀଡ଼ିତଙ୍କୁ ୨୨୫୦ଟଙ୍କା ଲେଖାଏ ପେନ୍‌ସନ ପ୍ରଦାନ କରିବେ ହରିଆଣା ସରକାର। ଏନେଇ ଶୁକ୍ରବାର ସୋନିପତ ଜିଲା ଏଡ୍‌ସ ନିୟନ୍ତ୍ରଣ କାର୍ଯ୍ୟାଳୟ ପକ୍ଷରୁ ସୂଚନା ମିଳିଛି। ଏଡ୍‌ସ ପୀଡ଼ିତ ଲୋକଙ୍କ ତାଲିକା ପ୍ରସ୍ତୁତ କରାଯାଇଛି। ବର୍ତ୍ତମାନ ସୁଦ୍ଧା ୧୦୭୮ ଜଣ ଆକ୍ରାନ୍ତଙ୍କ ତାଲିକା ପ୍ରସ୍ତୁତ କରାଯାଇ ହାଇ କମାଣ୍ଡକୁ ପଠାଯାଇଛି। ଏହି ତାଲିକାରେ ସେମାନେ ନାମ ରହିଛି, ଯେଉଁମାନେ ହସ୍ପିଟାଲରୁ ଔଷଧ ଖାଇବା ସହ ନିଜର ନାମ ପଞ୍ଜୀକରଣ କରାଇଛନ୍ତି। ବର୍ତ୍ତମାନ ସେମାନଙ୍କର ବ୍ୟାଙ୍କ ଆକାଉଣ୍ଟ ଖୋଲାଯିବ ବୋଲି ଜଣେ ସ୍ବାସ୍ଥ୍ୟକର୍ମୀ କହିଛନ୍ତି। ଏଥିପାଇଁ ଜିଲା କାର୍ଯ୍ୟାଳୟ ପକ୍ଷରୁ ପ୍ରକ୍ରିୟା ଆରମ୍ଭ ହୋଇଯାଇଛି। ଏହାପରେ ପ୍ରତିମାସରେ ସମସ୍ତ ଏଡ୍‌ସ ସଂକ୍ରମିତଙ୍କ ପେନ୍‌ସନ ସିଧା ତାଙ୍କ ଖାତାକୁ ଯିବ।


[mc4wp_form id="252536"] All Right Reserved By Dharitri.Com

Posted inଜାତୀୟ View All

ପ୍ରଥମ ଡୋଜ୍‌ ଟିକାକରଣ: ଆମେରିକାକୁ ଟପିଲା ଭାରତ

ନୂଆଦିଲ୍ଲୀ, ୪।୬: କୋଭିଡ୍‌-୧୯ ଟିକା ପ୍ରଥମ ଡୋଜ୍‌ ଦେବାରେ ଭାରତ ଆମେରିକାକୁ ଟପିଯାଇଛି। ଆମେରିକାରେ ୧୬.୯ କୋଟି ଲୋକଙ୍କୁ ପ୍ରଥମ ଡୋଜ୍‌ ଦିଆଯାଇଥିବା ବେଳେ ଭାରତରେ...

ଘର ବାହୁଡ଼ିବାକୁ ଦିଦିଙ୍କ ଅନୁମତି ଲୋଡିଲେ ଦିପେନ୍ଦୁ, କହିଲେ ଭାଜପାରେ ଯୋଗଦେବା ଥିଲା ଭୁଲ୍‌ ନିଷ୍ପତ୍ତି…

କୋଲକାତା,୧।୬: ବିଧାନସଭା ନିର୍ବାଚନ ପୂର୍ବରୁ ପଶ୍ଚିମବଙ୍ଗରେ ତୃଣମୂଳ କଂଗ୍ରେସ ଛାଡ଼ି ବହୁ ନେତା ଭାଜପାରେ ଯୋଗଦେଇଥିଲେ। ଏବେ ନିର୍ବାଚନ ଶେଷ ପରେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ...

ଡେଲ୍ଟା ପ୍ଲସ୍‌ ଭାରିଆଣ୍ଟ୍‌ ନେଲା ପ୍ରଥମ ଜୀବନ…

ନୂଆଦିଲ୍ଲୀ,୨୪।୬: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଶେଷ ନ ହେଉଣୁ ପୁଣି ନୂଆ ବିପଦ ସମ୍ପର୍କରେ ବିଶେଷଜ୍ଞ ସୂଚନା ଦେଇଛନ୍ତି। ଡେଲ୍ଟା ଭାରିଆଣ୍ଟ୍‌ର...

ପୁଣି ବିପଦ ମାଡ଼ି ଆସୁଛି: ଭାରତରେ ମାରାତ୍ମକ ନୂଆ ଭାରିଆଣ୍ଟ୍‌ ଚିହ୍ନଟ…

ନୂଆଦିଲ୍ଲୀ,୬।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। କରୋନାର ଦ୍ୱିତୀୟ ଲହର ଆତଙ୍କ ସୃଷ୍ଟି କରିଥିବାବେଳେ ବିପଦ ଉପରେ ପୁଣି...

ବାତ୍ୟା ଚିହ୍ନଟ ପ୍ରଯୁକ୍ତି ବିକଶିତ କଲେ ଓଡ଼ିଆ ବୈଜ୍ଞାନିକ

ନୂଆଦିଲ୍ଲୀ, ୧୦।୬: ଜଣେ ଓଡ଼ିଆଙ୍କ ସମେତ ୩ ଭାରତୀୟ ବୈଜ୍ଞାନିକ ଏକ ନୂଆ ପ୍ରଯୁକ୍ତି ବିକଶିତ କରିଛନ୍ତି, ଯାହା ଭାରତ ମହାସାଗରରେ ସୃଷ୍ଟ ସାମୁଦ୍ରିକ ଝଡ଼କୁ...

ମୋଦିଙ୍କୁ ମମତାଙ୍କ ଚିଠି

କୋଲକାତା,୨୪।୬: ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ(ଡବ୍ଲ୍ୟୁଏଚ୍‌ଓ)ର ଉପଯୁକ୍ତ ଅନୁମୋଦନ ବିନା କେନ୍ଦ୍ର ସରକାର କୋଭାକ୍ସିନ୍‌ ଟିକାକୁ ବ୍ୟବହାରିକ ମଞ୍ଜୁରୀ ଦେଇଥିବାରୁ ଜନସାଧାରଣ ଅସୁବିଧାର ସମ୍ମୁଖୀନ ହୋଇଥିବା ପଶ୍ଚିମବଙ୍ଗ...

ମୋଦି ସରକାରଙ୍କୁ ୩୫ ହଜାର କୋଟିର ହିସାବ ମାଗିଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ, ୨।୬: କେନ୍ଦ୍ର ସରକାରଙ୍କ ଟିକାକରଣ ନୀତିକୁ ବୁଧବାର ତୀବ୍ର ସମାଲୋଚନା କରିଛନ୍ତି ସୁପ୍ରିମକୋର୍ଟ। ଟିକାକରଣ ପାଇଁ ବଜେଟ୍‌ରେ ୩୫ ହଜାର କୋଟି ଟଙ୍କା ଆଗତ...

ପୁଅ ନ ହେବାରୁ ମା’ ଝିଅଙ୍କୁ ଦେଢ଼ ବର୍ଷ ବନ୍ଦୀ କରି ରଖିଥିଲେ ସ୍ବାମୀ

ମୁମ୍ବାଇ, ୩।୬: ୪୧ ବର୍ଷୀୟା ସ୍ତ୍ରୀଙ୍କୁ ଯୌନ ନିର୍ଯାତନା ଦେବା ସହ ୩ ଝିଅଙ୍କ ସହ ଘରେ ବନ୍ଦୀ କରି ରଖିଥିବା ଅଭିଯୋଗରେ ଜଣେ ବ୍ୟକ୍ତିଙ୍କୁ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
‘ବାବା କା ଢାବା’ ମାଲିକ କାନ୍ତା ପ୍ରସାଦଙ୍କ ଆତ୍ମହତ୍ୟା ଉଦ୍ୟମ
Next Post Next post:
ଭାରତ-ନ୍ୟୁଜିଲାଣ୍ଡ ଫାଇନାଲ ମୁକାବିଲା: ବର୍ଷା ଯୋଗୁ ହେବ ନାହିଁ ପ୍ରଥମ ଅଧିବେଶନର ଖେଳ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts