ଟିକାକରଣରୁ ବଞ୍ଚିତ ହେଉଛନ୍ତି ଲୋକେ

କଟକ ଅଫିସ, ୧୨ା୬: ରାଜ୍ୟରେ କୋଭିଡ୍‌ ସଂକ୍ରମିତଙ୍କ ଚିକିତ୍ସା ପାଇଁ ପର୍ଯ୍ୟାପ୍ତ ବ୍ୟବସ୍ଥା ନାହିଁ। ସମସ୍ତଙ୍କୁ ମାଗଣାରେ ଟିକା ଦିଆଯିବା ପାଇଁ ଘୋଷଣା କରାଯାଇଛି। ମାତ୍ର ଟିକା ଉପଲବ୍ଧ ନ ଥିବାରୁ ଲୋକେ ଟିକାକରଣରୁ ବଞ୍ଚତ୍ତ ହେଉଛନ୍ତି ବୋଲି ଏସ୍‌ୟୁସିଆଇ ପକ୍ଷରୁ ଅଭିଯୋଗ ହୋଇଛି। ଏ ନେଇ ଏସ୍‌ୟୁସିଆଇ(ସି) ପକ୍ଷରୁ ସିଡିଏ ସେକ୍ଟର-୯ରେ ପ୍ଲାକାର୍ଡ ଧରି ବିକ୍ଷୋଭ ପ୍ରଦର୍ଶନ କରାଯାଇଥିଲା। ପ୍ରତି ଜିଲା ଓ ବ୍ଲକରେ କୋଭିଡ୍‌ ହସ୍ପିଟାଲ ସ୍ଥାପନ, ବିନା ମୂଲ୍ୟରେ ଚିକିତ୍ସା ଓ ଔଷଧ ଯୋଗାଣ, ସମସ୍ତଙ୍କୁ ଟିକାକରଣ, କ୍ଷତିଗ୍ରସ୍ତଙ୍କୁ ଆର୍ଥିକ ସହାୟତା, ପେଟ୍ରୋଲ, ଡିଜେଲ ଓ ରନ୍ଧନ ଗ୍ୟାସ୍‌ର ମୂଲ୍ୟ ହ୍ରାସ କରିବା ପାଇଁ ଏସ୍‌ୟୁସିଆଇ ପକ୍ଷରୁ ଦାବି କରାଯାଇଛି। ଏସ୍‌ୟୁସିଆଇର କଟକ ଜିଲା ସମ୍ପାଦକ ବିଶ୍ୱାବସୁ ଦାସ, ଖଗେଶ୍ୱର ସେଠୀ, ଜିଲା କମିଟି ସଦସ୍ୟ ବସନ୍ତ ନାୟକ, ଶିବାଶିଷ ପ୍ରହରାଜ, ବବି ବଳବନ୍ତରାୟ, ଭାଗ୍ୟରବି ଦାସ, ସସ୍ମିତା ମହାନ୍ତି ପ୍ରମୁଖ ଏହି ବିକ୍ଷୋଭରେ ସାମିଲ ହୋଇଥିଲେ।

webteam

Recent Posts

ଜିଲା ଶିକ୍ଷା ବିଭାଗର ଖାମଖିଆଲ କାର୍ଯ୍ୟ, ରାଜକୋଷରୁ ଚାଲିଗଲା ୧୩ ଲକ୍ଷ

ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…

5 years ago

ଧାନ କିଣାବିକା ସମସ୍ୟା, ରାସ୍ତାକୁ ଓହ୍ଲାଇଲା କୋଶଲ ସେନା

ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…

5 years ago

ଶୀତଳଭଣ୍ଡାରରେ କୋଟପା ଆଇନ

ବେଗୁନିଆ,୨୮।୬(ଡି.ଏନ୍‌.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…

5 years ago

ଜଗତ୍‌ସିଂହପୁର ଉପକାରାଗାର ଅସୁରକ୍ଷିତ

ଜଗତ୍‌ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍‌ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍‌ (ପାଚେରି)…

5 years ago

ପୁରୁଣା ଲୋକଙ୍କୁ ପୁଣି ଠିକା ଚକ୍ରାନ୍ତ

ଅନୁଗୋଳ ଅଫିସ,୨୮ା୬:  ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍‌)ରେ ଚାଉଳ ଓ…

5 years ago

ସୁସ୍ଥ ହୋଇ କାମ କଲେଣି ଡେଲ୍‌ଟା ପ୍ଲସ୍‌ ସଂକ୍ରମିତ

ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍‌ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…

5 years ago

This website uses cookies.