ଭୁବନେଶ୍ୱର, ୧୭ା୬(ବ୍ୟୁରୋ): ପାଠ ପଢ଼ିବା, ଚାକିରି ଓ ଟୋକିଓ ଅଲିମ୍ପିକ୍ସରେ ଯୋଗଦେବା ପାଇଁ ବିଦେଶ ଯିବାକୁ ଥିବା ଲୋକଙ୍କୁ ଦ୍ୱିତୀୟ ଡୋଜ୍ କୋଭିଶିଲ୍ଡ ଟିକାକରଣ ନିମନ୍ତେ ରାଜ୍ୟ ସରକାର ବିଭିନ୍ନ ପଦକ୍ଷେପ ନେଇଛନ୍ତି। ଅତିରିକ୍ତ ଜନସ୍ବାସ୍ଥ୍ୟ ଅଧିକାରୀ କିମ୍ବା ଅତିରିକ୍ତ ସହରାଞ୍ଚଳ ଜନସ୍ବାସ୍ଥ୍ୟ ଅଧିକାରୀ ଏହି ବର୍ଗର ହିତାଧିକାରୀଙ୍କ ଟିକାକରଣ କାର୍ଯ୍ୟକ୍ରମର କର୍ତ୍ତୃପକ୍ଷ ହୋଇପାରିବେ। ଏମାନଙ୍କୁ କେବଳ ସରକାରୀ ଅଧିକୃତ କୋଭିଡ୍ ଟିକାକରଣ କେନ୍ଦ୍ରରେ ଟିକା ନେବାକୁ ଅନୁମତି ମିଳିବ। ତେବେ ଟିକା ଦେବାବେଳେ ସମସ୍ତ ତଥ୍ୟକୁ ଭଲ ଭାବେ ଯାଞ୍ଚ କରିବା ପାଇଁ କୁହାଯାଇଛି। ଏହି ଟିକାକରଣ ସୁବିଧା ଅଗଷ୍ଟ ୩୧ ତାରିଖ ପର୍ଯ୍ୟନ୍ତ ଜାରି ରହିବ ବୋଲି ବିଭାଗ ପକ୍ଷରୁ ସମସ୍ତ ଜିଲାପାଳଙ୍କୁ ଚିଠି ଲେଖି ଜଣାଇ ଦିଆଯାଇଛି।
Posted inକରୋନା ଭାଇରସ୍, ମେଟ୍ରୋ, ରାଜ୍ୟ View All
ଜୁଲାଇ ୩୧ ସୁଦ୍ଧା ଦ୍ୱାଦଶ ପରୀକ୍ଷା ଫଳ ପ୍ରକାଶ କରିବାକୁ ନିର୍ଦ୍ଦେଶ…
ନୂଆଦିଲ୍ଲୀ,୨୪।୬: କରୋନା ମହାମାରୀ ସଂକ୍ରମଣ ଯୋଗୁ ଦେଶର ୨୧ ରାଜ୍ୟରେ ଦ୍ୱାଦଶ ବୋର୍ଡ ପରୀକ୍ଷାକୁ ରଦ୍ଦ କରାଯାଇଛି। ତେବେ ୬ ରାଜ୍ୟରେ ଦ୍ୱାଦଶ ବୋର୍ଡ ପରୀକ୍ଷା...
ଭୟଭୀତ କରାଉଛି କରୋନା: ରେଡ ଜୋନ୍ରେ ୧୬ଗାଁ, ୬ଓ୍ବାର୍ଡ
ଛତ୍ରପୁର,୧୫।୬(ଡି.ଏନ୍.ଏ.): ଗଞ୍ଜାମ ଜିଲା ହେଡକ୍ୱାର୍ଟର ଛତ୍ରପୁରରେ କରୋନା ସଂକ୍ରମଣ ହ୍ରାସ ହେବାର ନା ନେଉନି। ଜିଲାର ବ୍ରହ୍ମପୁର ସହର ବ୍ୟତୀତ ଅନ୍ୟ ସ୍ଥାନରେ କରୋନା ସଂକ୍ରମିତଙ୍କ...
ପୋଲିସ ଚାକିରି କରିବେ କିନ୍ନର
ଭୁବନେଶ୍ୱର,୧୩ା୬(ବ୍ୟୁରୋ): କରୋନା ମହାମାରୀ ସମୟରେ ଚାକିରି ଅଭାବ ଦେଖାଦେଇଥିବାବେଳେ ରାଜ୍ୟ ପୋଲିସ ବିଭାଗରେ ୪୭୭ ସବ୍ ଇନ୍ସପେକ୍ଟର(ଏସ୍ଆଇ) ଓ ୨୪୪ କନଷ୍ଟେବଳ ପଦବୀ ପୂରଣ ପାଇଁ...
ଧରାପଡ଼ିଲା ସେକ୍ସ ର଼୍ୟାକେଟ୍ କିଙ୍ଗ୍ପିନ
କେନ୍ଦୁଝର,୧୩ା୬: ଗ୍ରାହକଙ୍କୁ ଭିନ୍ନ ଭିନ୍ନ ଦରରେ ଯୋଗାଇ ଦେଉଥିଲା ମନ ପସନ୍ଦର ଝିଅ। ଏଭଳି ଦୀର୍ଘ ବର୍ଷ ଧରି ଗମ୍ଭାରିଆଠାରେ ଭଡ଼ାଘରେ ଦେହ ବ୍ୟବସାୟ ଚଲାଇଥିଲା...
କରୋନାରେ ଡ୍ରିମ୍ଗର୍ଲ ଫେମ୍ ରିଙ୍କୁ ସିଂଙ୍କ ପରଲୋକ
ମୁମ୍ବାଇ,୪।୬: ବଲିଉଡ୍ ଅଭିନେତା ଆୟୁଷ୍ମାନ ଖୁରାନା ଷ୍ଟାରର ଫିଲ୍ମ ‘ଡ୍ରିମ୍ଗର୍ଲ’ର ଅଭିନେତ୍ରୀ ରିଙ୍କୁ ସିଂହ ନିକୁମ୍ଭଙ୍କ ପରଲୋକ ଘଟିଛି। କରୋନାରେ ତାଙ୍କର ମୃତ୍ୟୁ ହୋଇଥିବା ଜଣାପଡ଼ିଛି।...
ଇନ୍ଦୋରରେ ଗ୍ରୀନ୍ ଫଙ୍ଗସ୍
ଇନ୍ଦୋର,୧୬।୬: କରୋନା ସଂକ୍ରମଣରୁ ଠିକ୍ ହେବା ପରେ ବ୍ୟକ୍ତିଙ୍କ ନିକଟରେ ଏବେ ବ୍ଲାକ୍, ହ୍ବାଇଟ ଓ ୟେଲୋ ଫଙ୍ଗସ୍ ପରେ ଏବେ ଗ୍ରୀନ୍ ପଙ୍ଗସ୍ ଲକ୍ଷଣ...
ଛେଳିର ଅନ୍ତ୍ୟେଷ୍ଟିକ୍ରିୟା
ପାଟଣା,୧୭ା୬(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ବୁଢ଼ୀକାପୁଡ଼ି ପଞ୍ଚାୟତ ଅଧୀନ ତେନ୍ତେଳା ଗ୍ରାମରେ ବୁଧବାର ପ୍ରାଣୀ ଓ ମଣିଷ ଭିତରେ ଥିବା ଅନାବିଳ ସମ୍ପର୍କ ଦେଖିବାକୁ...
‘ସମ୍ଭାବ୍ୟ ବନ୍ୟା ପାଇଁ ପ୍ରସ୍ତୁତ ରୁହ’
ଭୁବନେଶ୍ୱର,୨୪।୬(ବ୍ୟୁରୋ): ଓଡ଼ିଶାରେ ଦକ୍ଷିଣ ପଶ୍ଚିମ ମୌସୁମୀ ପ୍ରଭାବ ଆରମ୍ଭ ହୋଇଗଲାଣି । ଜୁନ୍ରୁ ଅକ୍ଟୋବର ଗୁରୁତ୍ୱପୂର୍ଣ୍ଣ ସମୟ । ଏହି ସମୟରେ ବାତ୍ୟା, ବନ୍ୟା ଆଦି...


