E-Paper
  • logo
  • Tuesday 27th January 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଜାତୀୟ

ଟିକା ବଦଳରେ ଦିଆଯାଇଛି ଲୁଣ ପାଣି
10:34 pmJune 25, 2021

ମୁମ୍ବାଇ, ୨୫।୬: ମହାରାଷ୍ଟ୍ରର ମୁମ୍ବାଇ ମହାନଗରୀରେ ପ୍ରାୟ ୨,୦୦୦ ଲୋକଙ୍କୁ କୋଭିଡ୍‌-୧୯ର ନକଲି ଟିକା ଦିଆଯାଇଛି। ସେହିପରି ପଶ୍ଚିମବଙ୍ଗର କୋଲକାତାରେ ମଧ୍ୟ ୫୦୦ ଲୋକ ଏଭଳି ଟିକା ନେଇଥିବା ଜଣାପଡ଼ିଛି। ସେମାନଙ୍କୁ ଟିକା ବଦଳରେ ଲୁଣ ପାଣି ଦିଆଯାଇଥିବା ଅଭିଯୋଗ ହୋଇଛି।

ଏହି ଘଟଣାରେ ମୁମ୍ବାଇର ଏକ ଘରୋଇ ହସ୍ପିଟାଲର ୨ ଡାକ୍ତରଙ୍କ ସମେତ ୧୦ ଜଣଙ୍କୁ ଗିରଫ କରାଯାଇଛି। ମୁମ୍ବାଇର ୯ଟି ସ୍ଥାନରେ  ଏଭଳି ନକଲି ଟିକା ଦିଆଯାଉଥିଲା ବୋଲି ପୋଲିସ କମିଶନର ବିଶ୍ୱାସ ପାଟିଲ କହିଛନ୍ତି। ଅଭିଯୁକ୍ତଙ୍କଠାରୁ ୧୨.୪ ଲକ୍ଷ ଟଙ୍କା ଜବତ କରାଯାଇଛି। ସେହିପରି କୋଲକାତା ପୋଲିସ ନକଲି ଟିକାଦାନ ମାମଲାରେ ଜଣେ ଅଭିଯୁକ୍ତଙ୍କୁ ଗିରଫ କରିଛି। ସେ ନିଜକୁ ପ୍ରଶାସନିକ ଅଧିକାରୀର ପରିଚୟ ଦେଇ ଏଭଳି ୮ଟି ନକଲି ଟିକାକରଣ କ୍ୟାମ୍ପ ଚଳାଇଥିଲେ। ଗୋଟିଏ କ୍ୟାମ୍ପ୍‌ରେ ୨୫୦ ଜଣ ଭିନ୍ନକ୍ଷମ ଓ କିନ୍ନର ଏହି ଟିକା ନେଇଥିବା ପୋଲିସ କହିଛି। ଜବତ ଭାଏଲ୍‌ଗୁଡ଼ିକରେ ଜାଲ୍‌ କୋଭିଶିଲ୍ଡ ଲେବ୍‌ଲ ଲଗାଯାଇଥିଲା।


[mc4wp_form id="252536"] All Right Reserved By Dharitri.Com

Posted inଜାତୀୟ View All

ଡୋମିନିକାରେ ୮ ଜଣିଆ ଟିମ୍‌

ନୂଆଦିଲ୍ଲୀ,୨ା୬: ପଳାତକ ହୀରା ବ୍ୟବସାୟୀ ମେହୁଲ ଚୋକ୍‌ସିଙ୍କୁ ସ୍ବଦେଶକୁ ଆଣିବା ପାଇଁ ବିଭିନ୍ନ ଭାରତୀୟ ସଂସ୍ଥାର ଏକ ୮ ଜଣିଆ ଟିମ୍‌ ଦ୍ୱୀପ ରାଷ୍ଟ୍ର ଡୋମିନିକାରେ...

କରୋନାରେ ଡ୍ରିମ୍‌ଗର୍ଲ ଫେମ୍‌ ରିଙ୍କୁ ସିଂଙ୍କ ପରଲୋକ

ମୁମ୍ବାଇ,୪।୬: ବଲିଉଡ୍‌ ଅଭିନେତା ଆୟୁଷ୍ମାନ ଖୁରାନା ଷ୍ଟାରର ଫିଲ୍ମ ‘ଡ୍ରିମ୍‌ଗର୍ଲ’ର ଅଭିନେତ୍ରୀ ରିଙ୍କୁ ସିଂହ ନିକୁମ୍ଭଙ୍କ ପରଲୋକ ଘଟିଛି। କରୋନାରେ ତାଙ୍କର ମୃତ୍ୟୁ ହୋଇଥିବା ଜଣାପଡ଼ିଛି।...

ମିନେରାଲ ବଦଳରେ ଗ୍ରାହକଙ୍କୁ ଏସିଡ୍‌ ଦେଲେ ଦୋକାନୀ

କୁଲଗାମ(କଶ୍ମୀର),୯।୬ : ଦକ୍ଷିଣ କଶ୍ମୀରର କୁଲଗାମ ଜିଲାର ଜଣେ ତହସିଲଦାର ବୁଧବାର ଏକ ଦୋକାନରୁ ମିନେରାଲ ପାଣି ବୋତଲ କିଣିଥିଲେ। କିନ୍ତୁ ପାଣି ବଦଳରେ ଭୁଲ...

‘ ଭାଜପାରେ କେହି ରହିବେ ନାହିଁ ’

ନୂଆଦିଲ୍ଲୀ,୧୧।୬ : ବର୍ତ୍ତମାନ ଭାଜପାରେ ଯେଉଁଭଳି ସ୍ଥିତି କେହି ରହିବାକୁ ଚାହୁଁନାହାନ୍ତି। ଭାଜପାରୁ ବାହାରିବା ପରେ ଚିହ୍ନା ଚେହେରା ଦେଖି ଭଲ ଲାଗୁଛି। ଦୀର୍ଘ ୪...

ପ୍ରଥମ ଥର ପାଇଁ ମୁହଁ ଖୋଲିଲେ ଚିରାଗ: କହିଲେ ଦଳ ମା’ ପରି…

ପାଟନା,୧୫।୬: କରୋନା ସଂକ୍ରମଣ ପରେ ଏବେ ବିହାର ରାଜନୀତି ପୁରା ସରଗରମ ରହିଛି। ମଙ୍ଗଳବାର ଚିରାଗ ପାସଓ୍ବାନଙ୍କୁ ରାଷ୍ଟ୍ରୀୟ ଅଧ୍ୟକ୍ଷ ପଦରୁ ହଟାଇ ଦିଆଯାଇଛି। ଏହାପରେ...

୬ ବୁଡ଼ାଜାହାଜ ନିର୍ମାଣ ପାଇଁ ଖର୍ଚ୍ଚ କରାଯିବ ୪୩ ହଜାର କୋଟି

ନୂଆଦିଲ୍ଲୀ, ୪।୬: ଭାରତୀୟ ନୌସେନା ପାଇଁ ୬ଟି ପାରମ୍ପରିକ ବୁଡ଼ାଜାହାଜ ନିର୍ମାଣ ନିମନ୍ତେ ଏକ ମେଗା ପ୍ରକଳ୍ପକୁ ପ୍ରତିରକ୍ଷା ମନ୍ତ୍ରଣାଳୟ ଶୁକ୍ରବାର ମଞ୍ଜୁରୀ ପ୍ରଦାନ କରିଛି।...

ତୃତୀୟ ଲହରର ମୁକାବିଲା ପ୍ରସ୍ତୁତି: ଦେଶରେ ନିର୍ମାଣ ହେବ ୫୦ମଡ୍ୟୁଲାର ହସ୍ପିଟାଲ

ନୂଆଦିଲ୍ଲୀ,୧୪।୬: ସାରା ଦେଶରେ କରୋନା ଭାଇରସ୍‌ ଆତଙ୍କ ଜାରି ରହିଛି। ବର୍ତ୍ତମାନ ଦେଶରେ ଦୈନିକ ସଂକ୍ରମଣ ପୂର୍ବାପେକ୍ଷା ହ୍ରାସ ପାଇଥିଲେ ମଧ୍ୟ ମୃତ୍ୟୁ ସଂଖ୍ୟା ଥମିବାର...

ବାତ୍ୟା ଚିହ୍ନଟ ପ୍ରଯୁକ୍ତି ବିକଶିତ କଲେ ଓଡ଼ିଆ ବୈଜ୍ଞାନିକ

ନୂଆଦିଲ୍ଲୀ, ୧୦।୬: ଜଣେ ଓଡ଼ିଆଙ୍କ ସମେତ ୩ ଭାରତୀୟ ବୈଜ୍ଞାନିକ ଏକ ନୂଆ ପ୍ରଯୁକ୍ତି ବିକଶିତ କରିଛନ୍ତି, ଯାହା ଭାରତ ମହାସାଗରରେ ସୃଷ୍ଟ ସାମୁଦ୍ରିକ ଝଡ଼କୁ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଅନର କିଲିଂ: ସ୍ବାମୀଙ୍କୁ ହତ୍ୟା, ସ୍ତ୍ରୀଙ୍କୁ ଗୁଳି
Next Post Next post:
ଦିଲ୍ଲୀ ଲୋକଙ୍କ ଜୀବନ ପାଇଁ ଲଢ଼ିବା ମୋ ଅପରାଧ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts