E-Paper
  • logo
  • Saturday 26th September 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଜାତୀୟ

ସ୍ପୁଟ୍‌ନିକ-ଭି ଉତ୍ପାଦନ ଲାଗି ସିରମ୍‌କୁ ଅନୁମତି
9:44 amJune 5, 2021

ପୁଣେ, ୫।୬: ରୁଷିଆ ଦ୍ୱାରା ବିକଶିତ କୋଭିଡ୍‌ ଟିକା ସ୍ପୁଟ୍‌ନିକ-ଭି ଉତ୍ପାଦନ ଲାଗି ସିରମ୍‌ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ଇଣ୍ଡିଆ (ଏସ୍‌ଆଇଆଇ)କୁ ଭାରତର ଔଷଧ ନିୟନ୍ତ୍ରକ ଡିସିଜିଆଇ ଅନୁମତି ପ୍ରଦାନ କରିଛନ୍ତି। ଅଦାର ପୁନାଓ୍ବାଲାଙ୍କ କମ୍ପାନୀ ଏହି ଟିକାର ପରୀକ୍ଷା ଓ ବିଶ୍ଳେଷଣ କରିବା ପରେ ପୁଣେ କାରଖାନାରେ ଏହାର ଉତ୍ପାଦନ କରିବ। ଏଥିପାଇଁ ପ୍ରାରମ୍ଭିକ ଅନୁମୋଦନ ମିଳିଥିବା ବେଳେ ଟିକା ଉତ୍ପାଦନ ନିମନ୍ତେ କିଛି ମାସ ଲାଗିଯିବ ବୋଲି ଏସ୍‌ଆଇଆଇ ମୁଖପାତ୍ର କହିଛନ୍ତି। ଏବେ ରୁଷିଆ ଏହି ଟିକା ଭାରତକୁ ରପ୍ତାନି କରିବା ସହ ହାଇଦ୍ରାବାଦର ଡ. ରେଡ୍ଡୀସ୍‌ ଲାବରେଟୋରିକୁ ଉତ୍ପାଦନ ଅନୁମତି ଦେଇଛି।


[mc4wp_form id="252536"] All Right Reserved By Dharitri.Com

Posted inଜାତୀୟ View All

ଭାରତ ପାଖରେ କମ୍‌ ଆଣବିକ ଅସ୍ତ୍ର: ତେବେ ବି ଚାଇନା-ପାକିସ୍ତାନକୁ କଡ଼ା ଜବାବ ଦେବାକୁ ସକ୍ଷମ…

ନୂଆଦିଲ୍ଲୀ,୧୫।୬: ଭାରତ ପାଖରେ ଚାଇନା ଏବଂ ପାକିସ୍ତାନ ତୁଳନାରେ କମ୍‌ ଆଣବିକ ଅସ୍ତ୍ର ରହିଛି। ତେବେ ବି ଭାରତ ଉଭୟ ଚାଇନା ଏବଂ ପାକିସ୍ତାନକୁ କଡ଼ା...

ମୁସଲିମ ବୃଦ୍ଧଙ୍କୁ ମାଡ଼: ଅଭିନେତ୍ରୀ ସ୍ବରା, ଟୁଇଟର ଇଣ୍ଡିଆ ମୁଖ୍ୟଙ୍କ ନାମରେ ମାମଲା

ନୂଆଦିଲ୍ଲୀ,୧୭।୬: ଉତ୍ତର ପ୍ରଦେଶର ଗାଜିଆବାଦରେ ମୁସଲିମ ବୃଦ୍ଧଙ୍କୁ ମାଡ଼ ଘଟଣାରେ ବିବାଦୀୟ ଟୁଇଟ୍‌କୁ ନେଇ ବଲିଉଡ୍‌ ଅଭିନେତ୍ରୀ ସ୍ବରା ଭାସ୍କର ଓ ଟୁଇଟର ଇଣ୍ଡିଆର ମ୍ୟାନେଜିଂ...

ରାଷ୍ଟ୍ରପତିଙ୍କ ଗସ୍ତ ଲାଗି ଚାଲିଗଲା ମହିଳାଙ୍କ ଜୀବନ

ଲକ୍ଷ୍ନୌ, ୨୬ା୬: ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ କାନପୁର ଗସ୍ତବେଳେ ଗାଡ଼ି ଚଳାଚଳ ଉପରେ ରୋକ ଲଗାଇ ଦେଇଥିଲା ପୋଲିସ। ଏଥି ଯୋଗୁ ସୃଷ୍ଟି ହୋଇଥିବା ଟ୍ରାଫିକରେ...

କରୋନାରେ ୯,୩୪୬ ପିଲା ହୋଇଛନ୍ତି ବେସାହାରା

ନୂଆଦିଲ୍ଲୀ,୩।୬: କରୋନାର ଦ୍ୱିତୀୟ ଲହର ସମଗ୍ର ଦେଶକୁ ପ୍ରଭାବିତ କରିଛି। ମହାମାରୀ ଦ୍ୱାରା ପିଲାମାନେ ଅଧିକ ପ୍ରଭାବିତ ହୋଇଛନ୍ତି। ଏକ ଆକଳନରୁ ଜଣାପଡିଛି ଯେ, ସମଗ୍ର...

ଭାକ୍ସିନ୍‌ର ୨ ଡୋଜ୍‌ ନେଲା ପରେ ବି ସୃଷ୍ଟି ହେଉନି ଆଣ୍ଟିବଡ଼ି, ବିଶେଷଜ୍ଞଙ୍କ ଚିନ୍ତା ବଢ଼ିଲା…

ଲକ୍ଷ୍ନୌ,୮।୬: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ଏପରିସ୍ଥଳେ ସଂକ୍ରମଣରୁ ଦୂରେଇ ରହିବା ଲାଗି ସରକାରଙ୍କ ପକ୍ଷରୁ ସାର୍ବଜନୀକ...

ଡେଲ୍ଟା ପ୍ଲସ୍‌ ଭାରିଆଣ୍ଟରେ ଦେଶର ଦ୍ୱିତୀୟ ମୃତ୍ୟୁ

ମୁମ୍ବାଇ,୨୫।୬: ଭାରତରେ କରୋନାର ଡେଲ୍ଟା ପ୍ଲସ୍‌ ଭାରିଆଣ୍ଟ ଏବେ ସମସ୍ତଙ୍କ ପାଇଁ ଚିନ୍ତା ବଢ଼ାଇଦେଇଛି। ମହାରାଷ୍ଟ୍ରରେ ଡେଲ୍ଟା ପ୍ଲସ୍‌ ଭାରିଆଣ୍ଟ ସଂକ୍ରମଣ ଦ୍ରୁତ ଗତିରେ ବ୍ୟାପୁଥିବା...

ମୁଖ୍ୟମନ୍ତ୍ରୀଙ୍କ ପାଦ ଛୁଇଁଲେ ଜିଲାପାଳ: ଉଠିଲା ବିବାଦ

ହାଇଦ୍ରାବାଦ,୨୧।୬: ତେଲଙ୍ଗାନାରେ ସିଦ୍ଦିପେଟ ଜିଲାପାଳ ଭେଙ୍କଟାରାମ ରେଡ୍ଡୀ ଉଚ୍ଚ ପଦାଧିକାରୀ ତଥା ଜନ ପ୍ରତିନିଧୀଙ୍କ ଉପସ୍ଥିତିରେ ମୁଖ୍ୟମନ୍ତ୍ରୀ କେ ଚନ୍ଦ୍ରଶେଖର ରାଓ(କେସିଆର୍‌)ଙ୍କ ପାଦ ଛୁଇଁଛନ୍ତି। ଏହାକୁ...

ବିବାହରେ ବରଣମାଳା ବଦଳରେ ବର-କନ୍ୟା ପରସ୍ପରକୁ ପିନ୍ଧାଇଲେ ମାସ୍କ: ଲୋକେ କହିଲେ…

ନୂଆଦିଲ୍ଲୀ,୧୬।୬: ପ୍ରାୟ ସମୟରେ ସୋସିଆଲ ମିଡିଆରେ ବିବାହକୁ ନେଇ କେତେକ ମଜାଳିଆ ଭିଡିଓମାନ ଭାଇରାଲ ହୋଇଥାଏ। ଆଉ ଏସବୁ ଭିଡିଓକୁ ଲୋକମାନେ ମଧ୍ୟ ବେଶ୍‌ ପସନ୍ଦ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
କିନ୍ନର ଚିନ୍ମୟୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଫୋନ୍‌, ପ୍ରଶଂସା
Next Post Next post:
କୋଭିଡ୍‌ ଟିକା ପ୍ରସଙ୍ଗ: ନବୀନଙ୍କୁ ପିନାରାୟୀଙ୍କ ସମର୍ଥନ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts