ନୂଆଦିଲ୍ଲୀ/ଭୁବନେଶ୍ୱର,୨୫।୬ଦିନକର ବିରତି ପରେ ପୁଣି ଥରେ ତୈଳ ଦରରେ ପରିବର୍ତ୍ତନ ହୋଇଛି। ଦେଶର ପ୍ରମୁଖ ତୈଳ ବିପଣନ କମ୍ପାନୀ ଇଣ୍ଡିଆନ ଅଏଲ କର୍ପୋରେଶନ ଲିମିଟେଡ୍ (ଆଇଓସିଏଲ୍) ର ସୂଚନା ଅନୁସାରେ ଗୁରୁବାର ଭୁବନେଶ୍ୱରରେ ପେଟ୍ରୋଲ ଉପରେ ୨୬ ପଇସା ଏବଂ ଡିଜେଲରେ ୮ ପଇସା ବୃଦ୍ଧି ପାଇଛି। ଫଳରେ ଏଠାରେ ପେଟ୍ରୋଲ ଲିଟର ପିଛା ୯୮.୫୩ ଟଙ୍କା ଏବଂ ଡିଜେଲ ୯୬.୨୩ ଟଙ୍କାରେ ବିକ୍ରି ହେଉଛି। ଜୁନ୍ରେ ଅଦ୍ୟାବଧି ତେଲ ଦର ୧୩ ଥର ପରିବର୍ତ୍ତନ ହେବା ସହ ପେଟ୍ରୋଲ ଉପରେ ୩.୩୧ ଟଙ୍କା ଏବଂ ଡିଜେଲରେ ୩.୨୦ ଟଙ୍କା ବୃଦ୍ଧି ଘଟିଲାଣି। ଏପରିକି ଗତ ୫୨ ଦିନ ମଧ୍ୟରେ ପେଟ୍ରୋଲ ଲିଟର ପିଛା ୭.୪୧ ଟଙ୍କା ଏବଂ ଡିଜେଲ ୮.୨୫ ଟଙ୍କା ବଢିଥିବା ଉତ୍କଳ ପେଟ୍ରୋଲିୟମ ଡିଲର ଆସୋସିଏଶନ ପକ୍ଷରୁ ସୂଚନା ଦିଆଯାଇଛି।
ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…
ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…
ବେଗୁନିଆ,୨୮।୬(ଡି.ଏନ୍.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…
ଜଗତ୍ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍ (ପାଚେରି)…
ଅନୁଗୋଳ ଅଫିସ,୨୮ା୬: ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍)ରେ ଚାଉଳ ଓ…
ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…
This website uses cookies.