E-Paper
  • logo
  • Saturday 25th July 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inମେଟ୍ରୋ, ରାଜ୍ୟ

ଯୁକ୍ତ ୨ମୂଲ୍ୟାୟନ: ଦଶମ ମାର୍କ ପାଖାପାଖି ନ ହେଲେ ତା’ଠୁ ଅଧିକ ମିଳିବ
11:43 amJune 20, 2021

ଭୁବନେଶ୍ୱର,୨୦।୬(ବ୍ୟୁରୋ): ଯୁକ୍ତ ୨ ପରୀକ୍ଷା ବାତିଲ ପରେ ମୂଲ୍ୟାୟନକୁ ନେଇ ଛାତ୍ରୀଛାତ୍ର ଓ ଅଭିଭାବକଙ୍କ ଚିନ୍ତା ବଢ଼ିଥିଲା। ଏକ ପ୍ରକାର ସମସ୍ତେ ସସ୍ପେନ୍ସରେ ଥିଲେ, କିପରି ମୂଲ୍ୟାୟନ ହେବ, ଏହି ମାର୍କ ଭବିଷ୍ୟତ କ୍ୟାରିଅର ପାଇଁ ସହାୟକ ହେବ ନା ନାହିଁ ତାକୁ ନେଇ ସମସ୍ତେ ଚିନ୍ତାରେ ରହିଥିଲେ। ଶେଷରେ ରାଜ୍ୟ ସରକାର ଏଥିରେ ପୂର୍ଣ୍ଣଛେଦ ପକାଇଛନ୍ତି l
ଛାତ୍ରୀଛାତ୍ରଙ୍କ ସ୍ବାର୍ଥକୁ ଦୃଷ୍ଟିରେ ରଖି ଯୁକ୍ତ ୨ ବିକଳ୍ପ ମୂଲ୍ୟାୟନ ପ୍ରକ୍ରିୟା ଚୟନ କରାଯାଇଥିବା ଘୋଷଣା କରାଯାଇଛି l ଗତ ବର୍ଷ ଅପେକ୍ଷା ଚଳିତ ବର୍ଷ ଯୁକ୍ତ ୨ରେ ମୋଟ ପାସ ହାର ୯୦ ପ୍ରତିଶତରୁ ଅଧିକ ରହିବ l ମୂଲ୍ୟାୟନ ପ୍ରକ୍ରିୟା ଉପରେ ସୂଚନା ଦେଇ ସିଏଚଏସଇ ପରୀକ୍ଷା ନିୟନ୍ତ୍ରକ ବିଜୟ ସାହୁ ଏହା କହିଛନ୍ତି l

ସେ କହିଛନ୍ତି, ମାଟ୍ରିକ ପରୀକ୍ଷାରେ ଛାତ୍ରୀଛାତ୍ର ଯେତିକି ମାର୍କ ରଖିଥାନ୍ତି, ସାଧାରଣତଃ ଯୁକ୍ତ ୨ରେ ସେମାନଙ୍କ ମଧ୍ୟରୁ ଅଧିକାଂଶ ପିଲାଙ୍କର ମାର୍କ କମିଯାଇଥାଏ l ତେବେ ଏଥର ଯେଉଁ ବିକଳ୍ପ ପଦ୍ଧତିରେ ମୂଲ୍ୟାୟନ କରାଯାଉଛି, ସେଥିରେ ଛାତ୍ରୀଛାତ୍ରଙ୍କ ମାର୍କ ଦଶମ ଶ୍ରେଣୀ ମାର୍କ ପାଖାପାଖି କିମ୍ବା ତାଠାରୁ ଅଧିକ ରହିବ l ସେହିପରି ପ୍ରଥମ ଓ ଦ୍ୱିତୀୟ ଶ୍ରେଣୀରେ ଉତ୍ତୀର୍ଣ୍ଣ ପାସ ହାର ମଧ୍ୟ ଗତବର୍ଷ ତୁଳନାରେ ଅଧିକ ରହିବ ବୋଲି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପରୀକ୍ଷା ନିୟନ୍ତ୍ରକ ସୂଚନା ଦେଇଛନ୍ତି l


[mc4wp_form id="252536"] All Right Reserved By Dharitri.Com

Posted inମେଟ୍ରୋ, ରାଜ୍ୟ View All

ଦ୍ୱିତୀୟ ବିବାହ କରିବେ ବିଧାୟକ ବ୍ୟୋମକେଶ

ଭଦ୍ରକ ଅଫିସ, ୨୩ା୬: ଭଦ୍ରକ ଜିଲାର ଚାନ୍ଦବାଲି ବିଧାୟକ ତଥା ଯୁବ ବିଜେଡି ସଭାପତି ବ୍ୟୋମକେଶ ରାୟ ଦ୍ୱିତୀୟ ଥର ପାଇଁ ବିବାହ କରିବେ। ଜୁଲାଇ...

ୟୁଟ୍ୟୁବ୍‌ରେ ପ୍ରଥମରୁ ଦଶମ ପାଠପଢ଼ା ଆରମ୍ଭ

ଭୁବନେଶ୍ୱର,୨୨।୬(ବ୍ୟୁରୋ): ରାଜ୍ୟରେ ସୋମବାରଠାରୁ ପ୍ରଥମରୁ ଦଶମ ଶ୍ରେଣୀ ଛାତ୍ରୀଛାତ୍ରଙ୍କ ପାଠପଢ଼ା ଆରମ୍ଭ ହୋଇଛି। ୟୁଟ୍ୟୁବ୍‌ ମାଧ୍ୟମରେ ଶିକ୍ଷାଦାନ କରାଯାଉଛି। ପ୍ରଥମରୁ ଅଷ୍ଟମ ଶ୍ରେଣୀ ଯାଏ ସକାଳ...

କମ୍ପାନୀ ନିର୍ଦ୍ଦେଶିକାଙ୍କ ସମେତ ୩ ଗିରଫ

କଟକ ଅଫିସ, ୨୪।୬: ନକଲି କରୋନା ଔଷଧ (ଫାଭିପିରାଭିର) ବିକ୍ରି ମାମଲାରେ କ୍ରାଇମବ୍ରାଞ୍ଚ ଏସ୍‌ଟିଏଫ୍‌ ବୁଧବାର ଓଷଧ ବିତରଣ କମ୍ପାନୀ ମେଡିଲଏଡ ମେଡିକାମେଣ୍ଟ ପ୍ରାଇଭେଟ ଲିମିଟେଡର...

ଶୋକାକୁଳ ପରିବେଶରେ ସମ୍ପନ୍ନ ହେଲା ତପୁ ମିଶ୍ରଙ୍କ ଶେଷକୃତ୍ୟ

ଭୁବନେଶ୍ୱର,୨୦ା୬(ବ୍ୟୁରୋ): ଓଡ଼ିଶାର ସୁନାମଧନ୍ୟା କଣ୍ଠଶିଳ୍ପୀ ତପୁ ମିଶ୍ର ଚିକିତ୍ସାଧୀନ ଅବସ୍ଥାରେ ଶନିବାର ରାତିରେ ଆଖି ବୁଜିଥିଲେ। ମୃତ୍ୟୁବେଳକୁ ତାଙ୍କୁ ୩୬ ବର୍ଷ ହୋଇଥିଲା। ପାର୍ଥିବ ଶରୀରକୁ...

୨୩ ଦିନରେ ୧୫୬.୬ମି.ମି ବର୍ଷା

ଭୁବନେଶ୍ୱର, ୨୩।୬(ବ୍ୟୁରୋ): ରାଜ୍ୟରେ ଏବେ ମୌସୁମୀ ସକ୍ରିୟ ଥିବାରୁ ବିଭିନ୍ନ ଜିଲାରେ ବର୍ଷା ଜାରି ରହିଛି। ଗତ ୨୩ ଦିନରେ ଅର୍ଥାତ୍‌ ଗତ ୧ରୁ ୨୩ତାରିଖ...

ପରଲୋକରେ ବିଶିଷ୍ଟ ଶିକ୍ଷାବିତ୍‌ ବିଜୟ ସାହୁ: ଶୋକପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୩।୬(ବ୍ୟୁରୋ): ପରଲୋକରେ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ଉପଦେଷ୍ଟା ତଥା ସାଇ ଇଣ୍ଟରନ୍ୟାଶନାଲ ସ୍କୁଲ ଚେୟାରମ୍ୟାନ୍‌ ବିଜୟ ସାହୁ। ହାଇଦ୍ରାବାଦର ଏକ ଘରୋଇ ଡାକ୍ତରଖାନାରେ ତାଙ୍କର ଦେହାନ୍ତ...

ଦିନକୁ ୧ କୋଟିଙ୍କୁ ଟିକା ଦିଅ: କଂଗ୍ରେସ

ଭୁବନେଶ୍ୱର,୫।୬(ବ୍ୟୁରୋ): ନିଃଶୁଳ୍କ ସାର୍ବଜନୀନ ଟିକାକରଣ ସହ ଦୈନିକ ୧ କୋଟି ଭାରତୀୟଙ୍କୁ ଟିକା ଦେବାକୁ କଂଗ୍ରେସ ପକ୍ଷରୁ ଦାବି କରାଯାଇଛି। ପିସିସି କାର୍ଯ୍ୟକାରୀ ସଭାପତି ପ୍ରଦୀପ...

ଅବସର ନେଲେ ସୂଚନା ଓ ଲୋକ ସମ୍ପର୍କ ବିଭାଗ ନିର୍ଦ୍ଦେଶକ କୃପାସିନ୍ଧୁ ମିଶ୍ର ନିରଞ୍ଜନ ସେଠୀଙ୍କୁ ନିର୍ଦ୍ଦେଶକ ଦାୟିତ୍ୱ

ଭୁବନେଶ୍ୱର, ୩୧।୫(ବ୍ୟୁରୋ): ସୂଚନା ଓ ଲୋକ ସମ୍ପର୍କ ବିଭାଗର ନିର୍ଦ୍ଦେଶକ କୃପାସିନ୍ଧୁ ମିଶ୍ର ସୋମବାର ଚାକିରିରୁ ଅବସର ଗ୍ରହଣ କରିଛନ୍ତି। ସେ ୧ବର୍ଷ ୧୦ମାସ ଧରି...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ମାତ୍ର ୨୮ ଘଣ୍ଟାରେ ତିଆରି ହେଲା ୧୦ ମହଲା କୋଠା
Next Post Next post:
ମହାକାଶ ଯିବ ଓଡ଼ିଆ ଛାତ୍ରଙ୍କ ପ୍ରକଳ୍ପ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts