ନୂଆଦିଲ୍ଲୀ,୧।୬: ବୋର୍ଡ ପରୀକ୍ଷାକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ସନ୍ଧ୍ୟାରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ କରିବେ। ମୋଦିଙ୍କ ଅଧ୍ୟକ୍ଷତାରେ ଏହି ବୈଠକରେ ଦ୍ୱାଦଶ ଶ୍ରେଣୀର ପରୀକ୍ଷାକୁ ନେଇ ସମସ୍ତ ସମ୍ଭାବ୍ୟ ଦିଗରେ ଉପରେ ଆଲୋଚନା କରାଯିବ। କରୋନା ସଙ୍କଟ ମଧ୍ୟରେ କିପରି ଶୃଙ୍ଖଳିତ ଭାବେ ପରୀକ୍ଷା ଆୟୋଜିତ ହେବ କିମ୍ବା ପରୀକ୍ଷା ହେବ କି ନାହିଁ ସେନେଇ ନିଷ୍ପତ୍ତି ନିଆଯିବ ବୋଲି ଜଣାପଡ଼ିଛି। ଏହାପୂର୍ବରୁ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ରମେଶ ପୋଖରିଆଲ ମଙ୍ଗଳବାର ଦ୍ୱାଦଶ ବୋର୍ଡ ପରୀକ୍ଷାକୁ ନେଇ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଥାନ୍ତେ। କିନ୍ତୁ ଅଚାନକ ତାଙ୍କ ସ୍ବାସ୍ଥ୍ୟାବସ୍ଥା ବିଗିଡ଼ିବାରୁ ତାଙ୍କୁ ଏମ୍ସ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ସୂଚନାଯୋଗ୍ୟ, ଜୁନ ୩ ସୁଦ୍ଧା ସୁପ୍ରିମକୋର୍ଟଙ୍କୁ ପରୀକ୍ଷା ସମ୍ପର୍କରେ ଶିକ୍ଷାମନ୍ତ୍ରଣାଳୟ ନିଜର ନିଷ୍ପତ୍ତି ଜଣାଇବ। ମେ’ ୩୧ରେ କେନ୍ଦ୍ରସରକାର ପରୀକ୍ଷା ଉପରେ ନିର୍ଣ୍ଣୟ ନେବା ପାଇଁ ସୁପ୍ରିମକୋର୍ଟଙ୍କୁ ୨ଦିନର ସମୟ ମାଗିଥିଲେ।
ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…
ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…
ବେଗୁନିଆ,୨୮।୬(ଡି.ଏନ୍.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…
ଜଗତ୍ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍ (ପାଚେରି)…
ଅନୁଗୋଳ ଅଫିସ,୨୮ା୬: ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍)ରେ ଚାଉଳ ଓ…
ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…
This website uses cookies.