ନୂଆଦିଲ୍ଲୀ,୭।୬: କରୋନାର ଦ୍ୱିତୀୟ ଲହରରେ ନୂଆ ସଂକ୍ରମଣ ହ୍ରାସ ପାଇବା ପରେ ଆଜି ଦେଶର ଅନେକ ସ୍ଥାନରେ ଅନଲକ ପ୍ରକ୍ରିୟା ଆରମ୍ଭ ହୋଇଛି। ଏଭଳି ପରିସ୍ଥିତିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ଅପରାହ୍ନ ୫ରେ ଦେଶକୁ ସମ୍ବୋଧନ କରିବାର କାର୍ଯ୍ୟକ୍ରମ ରହିଛି। ପିଏମ୍ଓ ଦ୍ୱାରା ଏନେଇ ଟୁଇଟ୍ ଯୋଗେ ସୂଚନା ଦିଆଯାଇଛି। ତେବେ ପ୍ରଧାନମନ୍ତ୍ରୀ କ’ଣ କହିବେ ତାହାକୁ ନେଇ ଚର୍ଚ୍ଚା ଆରମ୍ଭ ହୋଇଛି। ବିଭିନ୍ନ ରାଜ୍ୟରେ କରୋନା ସଂକ୍ରମଣ ହ୍ରାସ ପାଉଥିବାବେଳେ ଅନଲକ ପରେ କରୋନା ନିୟମ ଅନୁସରଣ କରିବା ସହ ଟିକାକରଣ ସମ୍ବନ୍ଧରେ ସରକାରଙ୍କ ପ୍ରୟାସ ବିଷୟରେ ପ୍ରଧାନମନ୍ତ୍ରୀ କହିବାର ସମ୍ଭାବନା ରହିଛି।
ବରଣମାଳା ପିନ୍ଧାଇବା ପୂର୍ବରୁ କନ୍ୟା କଲେ ଏମିତି କାଣ୍ଡ; ସମସ୍ତେ ହୋଇଗଲେ ଆଶ୍ଚର୍ଯ୍ୟ
ପ୍ରତାପଗଡ,୧।୬: ଉତ୍ତର ପ୍ରଦେଶର ପ୍ରତାପଗଡ ଜିଲାରେ ଏକ ଅଜବ ଘଟଣା ଦେଖିବାକୁ ମିଳିଛି। ଏଠାରେ ଏକ ବିବାହ ସମାରୋହରେ ବରକୁ ବରଣମାଳା ପିନ୍ଧାଇବା ପାଇଁ ଷ୍ଟେଜ୍...
ଡାକ୍ତରଙ୍କୁ ଆକ୍ରମଣ ହେଲେ ମାମଲା କର
ନୂଆଦିଲ୍ଲୀ, ୨୦।୬(ପି.ଟି.): ଡାକ୍ତର ଏବଂ ସ୍ବାସ୍ଥ୍ୟସେବା ପେସାଦାରଙ୍କୁ ଆକ୍ରମଣରେ ସମ୍ପୃକ୍ତ ଅଭିଯୁକ୍ତମାନଙ୍କ ବିରୋଧରେ ମହାମାରୀ ରୋଗ (ସଂଶୋଧନ) ଆଇନ, ୨୦୨୦ ବଳରେ ମାମଲା ରୁଜୁ କରିବାକୁ...
ନୂଆ ଆକ୍ରାନ୍ତ ସଂଖ୍ୟା ୫୦ ହଜାରରୁ କମ୍…
ନୂଆଦିଲ୍ଲୀ,୨୨।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତିରେ ଧୀରେଧୀରେ ସୁଧାର ଆସୁଛି। ଲକ୍ଡାଉନ୍ ପ୍ରଭାବରୁ ସଂକ୍ରମଣ କମିବାରେ ଲାଗିଛି। ଦେଶରେ ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ୫୦...
ଜୟମାଲା ସମୟରେ ବନ୍ଧୁକ ଚଳାଇଲେ ଦବଙ୍ଗ କନ୍ୟା: ଭିଡିଓ ଭାଇରାଲ
ପ୍ରତାପଗଡ଼, ୧।୬: ଅନେକ ଥର ବିବାହ ସମୟରେ ବର ହର୍ଷ ଫାଇରିଂ କରୁଥିବାର ଦୃଶ୍ୟ ଦେଖିବାକୁ ମିଳେ। ହେଲେ କେବେ କନ୍ୟା ହର୍ଷ ଫାଇରିଂ କରୁଥିବାର...
ମହିଳା ଆୟୋଗ ସଦସ୍ୟଙ୍କ ବିବାଦୀୟ ମନ୍ତବ୍ୟ: ଝିଅମାନଙ୍କୁ ମୋବାଇଲ୍ ଦେବା ଉଚିତ୍ ନୁହେଁ
ଆଲିଗଡ,୧୦।୬: ଉତ୍ତରପ୍ରଦେଶର ରାଜ୍ୟ ମହିଳା ଆୟୋଗର ସଦସ୍ୟ ମୀନା କୁମାରୀ ବିବାଦୀୟ ମନ୍ତବ୍ୟ ଦେଇ ଚର୍ଚ୍ଚାକୁ ଆସିଛନ୍ତି। ପବ୍ଲିକ ୱାର୍କର୍ସ ଗେଷ୍ଟ ହାଉସରେ ମହିଳାଙ୍କ ଉପରେ...
ବିପଦ ଉପରେ ପୁଣି ନୂଆ ବିପଦ: ୬ରୁ ୮ସପ୍ତାହ ମଧ୍ୟରେ ତୃତୀୟ ଲହର…
ନୂଆଦିଲ୍ଲୀ,୧୯।୬: ଦେଶରେ କରୋନା ମହାମାରୀର ଦ୍ୱିତୀୟ ଲହର ଶେଷ ନ ହେଉଣୁ ପୁଣି ନୂଆ ବିପଦ ମାଡ଼ି ଆସୁଥିବା ନେଇ ଏମ୍ସ୍ ପକ୍ଷରୁ ସୂଚନା ଦିଆଯାଇଛି।...
ମୂଲ୍ୟାୟନ ସୂତ୍ରକୁ ବିରୋଧ
ନୂଆଦିଲ୍ଲୀ, ୨୨ା୬: କରୋନା ଯୋଗୁ ଦ୍ୱାଦଶ ଶ୍ରେଣୀ ବୋର୍ଡ ପରୀକ୍ଷା ବାତିଲ ହୋଇଥିବାବେଳେ ସିବିଏସ୍ଇ ଏବଂ ସିଆଇଏସ୍ସିଇର ଫଳାଫଳ ମୂଲ୍ୟାୟନ ସୂତ୍ରକୁ ନେଇ କେତେଜଣ ଛାତ୍ରୀଛାତ୍ର...
ମିଥ୍ୟା ଜାତିଗତ ପ୍ରମାଣପତ୍ର ପାଇଁ ଫସିଲେ ଏମ୍ପି
ମୁମ୍ବାଇ,୮।୬: ମିଥ୍ୟା ଜାତିଗତ ପ୍ରମାଣପତ୍ର ଦାଖଲ କରିବା ମହାରାଷ୍ଟ୍ରର ସ୍ବାଧୀନ ଏମ୍ପି ନବନୀତ କୌର ରାଣାଙ୍କୁ ମହଙ୍ଗା ପଡ଼ିଛି। ଏଥିନେଇ ବମ୍ବେ ହାଇକୋର୍ଟ ତାଙ୍କ ଉପରେ...


