E-Paper
  • logo
  • Thursday 24th September 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଜାତୀୟ

ଅପରାହ୍ନ ୫ରେ ଦେଶକୁ ସମ୍ବୋଧନ କରିବେ ମୋଦି
2:58 pmJune 7, 2021

ନୂଆଦିଲ୍ଲୀ,୭।୬: କରୋନାର ଦ୍ୱିତୀୟ ଲହରରେ ନୂଆ ସଂକ୍ରମଣ ହ୍ରାସ ପାଇବା ପରେ ଆଜି ଦେଶର ଅନେକ ସ୍ଥାନରେ ଅନଲକ ପ୍ରକ୍ରିୟା ଆରମ୍ଭ ହୋଇଛି। ଏଭଳି ପରିସ୍ଥିତିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ଅପରାହ୍ନ ୫ରେ ଦେଶକୁ ସମ୍ବୋଧନ କରିବାର କାର୍ଯ୍ୟକ୍ରମ ରହିଛି। ପିଏମ୍‌ଓ ଦ୍ୱାରା ଏନେଇ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି। ତେବେ ପ୍ରଧାନମନ୍ତ୍ରୀ କ’ଣ କହିବେ ତାହାକୁ ନେଇ ଚର୍ଚ୍ଚା ଆରମ୍ଭ ହୋଇଛି। ବିଭିନ୍ନ ରାଜ୍ୟରେ କରୋନା ସଂକ୍ରମଣ ହ୍ରାସ ପାଉଥିବାବେଳେ ଅନଲକ ପରେ କରୋନା ନିୟମ ଅନୁସରଣ କରିବା ସହ ଟିକାକରଣ ସମ୍ବନ୍ଧରେ ସରକାରଙ୍କ ପ୍ରୟାସ ବିଷୟରେ ପ୍ରଧାନମନ୍ତ୍ରୀ କହିବାର ସମ୍ଭାବନା ରହିଛି।


[mc4wp_form id="252536"] All Right Reserved By Dharitri.Com

Posted inଜାତୀୟ View All

୨୪କୁ ନଜର, ୨୨ ପାଇଁ ଛାନିଆ

ନୂଆଦିଲ୍ଲୀ,୧୬ା୬: ଉତ୍ତରପ୍ରଦେଶରେ ନିକଟରେ ଅନୁଷ୍ଠିତ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନରେ ଅଖିଳେଶ ଯାଦବଙ୍କ ନେତୃତ୍ୱାଧୀନ ସମାଜବାଦୀ ପାର୍ଟି ଶାସକ ଭାଜପାକୁ ପରାସ୍ତ କରିଥିଲା। ୨୦୨୨ରେ ହେବାକୁ ଥିବା...

କ୍ଷମା ମାଗିଲେ ହରଭଜନ

ନୂଆଦିଲ୍ଲୀ, ୭ା୬: ହରଭଜନ ସିଂ ସୋମବାର କ୍ଷମା ପ୍ରାର୍ଥନା କରିଛନ୍ତି। ଏହି ଭେଟେରାନ ଭାରତୀୟ ଅଫ୍‌ ସ୍ପିନର ଖଲିସ୍ଥାନୀ ସନ୍ତ୍ରାସବାଦୀ ଜର୍ନେଲ ସିଂ ଭିନ୍ଦ୍ରନଓ୍ବାଲେଙ୍କ ପ୍ରତି...

ଖସୁଛି କରୋନା ସଂକ୍ରମଣ: ମୃତ୍ୟୁ ସଂଖ୍ୟାରେ ଲାଗୁନି ବ୍ରେକ୍‌

ନୂଆଦିଲ୍ଲୀ,୪।୬: ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟ କିଛିଟା ଥମିଥିଲେ ମଧ୍ୟ ମୃତ୍ୟୁ ସଂଖ୍ୟା ବଢିବାରେ ଲାଗିଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା...

ସିବିଆଇ କାର୍ଯ୍ୟାଳୟରେ ବଡ଼ ପରିବର୍ତ୍ତନ: ଏଣିକି ଜିନ୍ସ,ଟି-ଶାର୍ଟ ପିନ୍ଧି କାର୍ଯ୍ୟାଳୟକୁ ଆସିପାରିବେନି କର୍ମଚାରୀ

ନୂଆଦିଲ୍ଲୀ,୪।୬: ସିବିଆଇ କାର୍ଯ୍ୟାଳୟରେ ବଡ଼ ପରିବର୍ତ୍ତନ ହୋଇଛି। ଏଣିକି ସିବିଆଇ କର୍ମଚାରୀ ଫର୍ମାଲ ଲୁକ୍‌ରେ ନଜର ଆସିବେ। ସୂଚନାଯୋଗ୍ୟ, ନିକଟରେ କେନ୍ଦ୍ର ଯାଞ୍ଚ ବ୍ୟୁରୋ(ସିବିଆଇ)ର ନୂଆ...

ମାସ୍କ ନ ପିନ୍ଧିବାରୁ ବ୍ୟାଙ୍କ୍‌ରେ ଗ୍ରାହକଙ୍କୁ ଗୁଳି

ବରେଲି,୨୫।୬: ମାସ୍କ ପିନ୍ଧି ନ ଥିବାରୁ ଜଣେ ଗ୍ରାହକଙ୍କୁ ଗୁଳି କରିଛନ୍ତି ଏକ ବ୍ୟାଙ୍କର ସିକ୍ୟୁରିଟି ଗାର୍ଡ। ଉତ୍ତର ପ୍ରଦେଶର ବରେଲି ଜିଲାରେ ଘଟିଛି ଏଭଳି...

୯ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ପାଇଁ ଦିଲ୍ଲୀରେ ଆଧୁନିକ ବଙ୍ଗଳା: ମାସକୁ ଭଡ଼ା ୫ ହଜାରରୁ କମ୍‌…

ନୂଆଦିଲ୍ଲୀ,୮।୬: ଦେଶର ୯ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ଲାଗି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କ ପକ୍ଷରୁ ରାଜଧାନୀ ଦିଲ୍ଲୀର ଲୁଟିୟେନ୍ସ୍‌ ଜୋନ୍‌ରେ ଆଧୁନିକ ବଙ୍ଗଳା ଯୋଗାଇ ଦିଆଯାଇଛି।...

ବାହା ହେବାକୁ ଆସି ବର ଖାଉଥିଲେ ଗୁଟ୍‌ଖା, ଦେଖିନେଲେ କନ୍ୟା; ଆଉ ତା’ପରେ…

ଲକ୍ଷ୍ନୌ,୯ା୬: ବିଭିନ୍ନ କାରଣରୁ ବରଙ୍କୁ କନ୍ୟା ବାହା ହେବାକୁ ମନା କରିଦେଇଥିବା ଘଟଣା ପୂର୍ବରୁ ଅନେକ ଥର ଶୁଣିଥିବେ। ମାତ୍ର ଏଥରକ କନ୍ୟା ବରକୁ ବାହା...

ଆଜମଙ୍କ ସ୍ବାସ୍ଥ୍ୟାବସ୍ଥା ଗୁରୁତର

ଲକ୍ଷ୍ନୌ,୧୬।୬: ଉତ୍ତରପ୍ରଦେଶର ସାମଜବାଦୀ ପାର୍ଟି (ଏସ୍‌ପି)ର ବରିଷ୍ଠ ନେତା ତଥା ଲୋକ ସଭା ଏମ୍‌ପି ଆଜମ ଖାଁଙ୍କ ସ୍ବାସ୍ଥ୍ୟବସ୍ଥା ଏବେ ବିଗିଡ଼ିବାରେ ଲାଗିଛି। ଗତ କିଛି...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ସବୁ ସ୍ପିନର୍‌ ବିବାହ କରିବା ଉଚିତ୍‌; କାହିଁକି ଏମିତି କହିଲେ ଚହଲ
Next Post Next post:
ଛତ୍ରପୁରରେ ୧୮-୪୪ ବର୍ଷୀୟଙ୍କ ପାଇଁ  ଟିକାକରଣ ଆରମ୍ଭ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts