ନୂଆଦିଲ୍ଲୀ,୭।୬: କରୋନାର ଦ୍ୱିତୀୟ ଲହରରେ ନୂଆ ସଂକ୍ରମଣ ହ୍ରାସ ପାଇବା ପରେ ଆଜି ଦେଶର ଅନେକ ସ୍ଥାନରେ ଅନଲକ ପ୍ରକ୍ରିୟା ଆରମ୍ଭ ହୋଇଛି। ଏଭଳି ପରିସ୍ଥିତିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ଅପରାହ୍ନ ୫ରେ ଦେଶକୁ ସମ୍ବୋଧନ କରିବାର କାର୍ଯ୍ୟକ୍ରମ ରହିଛି। ପିଏମ୍ଓ ଦ୍ୱାରା ଏନେଇ ଟୁଇଟ୍ ଯୋଗେ ସୂଚନା ଦିଆଯାଇଛି। ତେବେ ପ୍ରଧାନମନ୍ତ୍ରୀ କ’ଣ କହିବେ ତାହାକୁ ନେଇ ଚର୍ଚ୍ଚା ଆରମ୍ଭ ହୋଇଛି। ବିଭିନ୍ନ ରାଜ୍ୟରେ କରୋନା ସଂକ୍ରମଣ ହ୍ରାସ ପାଉଥିବାବେଳେ ଅନଲକ ପରେ କରୋନା ନିୟମ ଅନୁସରଣ କରିବା ସହ ଟିକାକରଣ ସମ୍ବନ୍ଧରେ ସରକାରଙ୍କ ପ୍ରୟାସ ବିଷୟରେ ପ୍ରଧାନମନ୍ତ୍ରୀ କହିବାର ସମ୍ଭାବନା ରହିଛି।
ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…
ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…
ବେଗୁନିଆ,୨୮।୬(ଡି.ଏନ୍.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…
ଜଗତ୍ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍ (ପାଚେରି)…
ଅନୁଗୋଳ ଅଫିସ,୨୮ା୬: ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍)ରେ ଚାଉଳ ଓ…
ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…
This website uses cookies.