E-Paper
  • logo
  • Thursday 24th September 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଜାତୀୟ

ଆଉ ଏକ ମହାଅଭିଯାନ କଲେ ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ
12:05 pmJune 18, 2021

ନୂଆଦିଲ୍ଲୀ,୧୮।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଏକ ମହାଅଭିଯାନ ଆରମ୍ଭ କରିଛନ୍ତି। ୨୬ଟି ରାଜ୍ୟର ୧୧୧ଟି ତାଲିମ କେନ୍ଦ୍ରରୁ କରୋନା ସ୍ବାସ୍ଥ୍ୟସେବା ଫ୍ରଣ୍ଟଲାଇନ କର୍ମଚାରୀଙ୍କ ପାଇଁ ଏକ ସ୍ବତନ୍ତ୍ର ପ୍ରଶିକ୍ଷଣ ତାଲିମ କାର୍ଯ୍ୟକ୍ରମ ଆରମ୍ଭ କରିଛନ୍ତି ପ୍ରଧାନମନ୍ତ୍ରୀ। ଏହି କାର୍ଯ୍ୟକ୍ରମ ଅଧୀନରେ ସମଗ୍ର ଦେଶରେ ଏକ ଲକ୍ଷ ଫ୍ରଣ୍ଟଲାଇନ କର୍ମଚାରୀଙ୍କୁ ଦକ୍ଷ ଭାବରେ ତାଲିମ ଦିଆଯିବ ଏବଂ ନୂତନ ଜିନିଷ ଶିକ୍ଷା ଦିଆଯିବ। ବୁଧବାର ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଏହି ବିଷୟରେ ସୂଚନା ଦିଆଯାଇଥିଲା।
ଏହି ଅବସରରେ ପ୍ରଧାନମନ୍ତ୍ରୀ କହିଛନ୍ତି ଯେ, ପ୍ରତ୍ୟେକ ସତର୍କତା ସହିତ ଆମକୁ ଆଗାମୀ ଆହ୍ବାନର ମୁକାବିଲା କରିବାକୁ ପଡିବ। ଏହି ଲକ୍ଷ୍ୟ ସହିତ ଆଜି ଦେଶରେ ପ୍ରାୟ ଏକ ଲକ୍ଷ ଫ୍ରଣ୍ଟଲାଇନ କରୋନା ୱାରିୟର୍ସଙ୍କୁ ତାଲିମ ଦେବା ପାଇଁ ଏକ ମହାଅଭିଯାନ ଆରମ୍ଭ ହେଉଛି। ଏହି ପାଠ୍ୟକ୍ରମ ଦୁଇରୁ ତିନି ମାସ ମଧ୍ୟରେ ଶେଷ ହେବ। ଏହି ଲୋକମାନେ ମଧ୍ୟ ତୁରନ୍ତ କାମ ପାଇଁ ଉପଲବ୍ଧ ହେବେ ବୋଲି ସେ କହିଛନ୍ତି। କରୋନାର ଦ୍ୱିତୀୟ ଲହରରେ ଆମେ ଦେଖିଛୁ ଯେ ଏହି ଭୂତାଣୁର ପରିବର୍ତ୍ତନଶୀଳ ରୂପ ଆମ ସାମ୍ନାରେ କି ପ୍ରକାର ଚ୍ୟାଲେଞ୍ଜ ଆଣିପାରେ। ଏହି ଭୂତାଣୁ ଏପର୍ଯ୍ୟନ୍ତ ଆମ ମଧ୍ୟରେ ଅଛି ଏବଂ ଏହାର ପରିବର୍ତ୍ତନ ହେବାର ସମ୍ଭାବନା ଅଛି ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି।


[mc4wp_form id="252536"] All Right Reserved By Dharitri.Com

Posted inଜାତୀୟ View All

ଅଭିନେତ୍ରୀ ପାୟଲ ଗିରଫ

ଅହମଦାବାଦ,୨୫।୬: ଅଭିନେତ୍ରୀ ପାୟଲ ରୋହତଗୀଙ୍କୁ ଶୁକ୍ରବାର ଅହମଦାବାଦ ସେଟେଲାଇଟ ପୋଲିସ ଗିରଫ କରିଛି। ପାୟଲ ସୋସାଇଟିର ଲୋକଙ୍କ ସହ ବାରମ୍ବାର ଝଗଡ଼ା କରିବା ଓ ଚେୟାରମ୍ୟାନଙ୍କୁ...

ବିପଜ୍ଜନକ ହୋଇପାରେ ମୌସୁମୀ

ନୂଆଦିଲ୍ଲୀ, ୮ା୬: ଜୁନ୍‌ରୁ ସେପ୍ଟେମ୍ବର ମଧ୍ୟରେ ଦକ୍ଷିଣ ଏସିଆ ଅଞ୍ଚଳକୁ ଆସେ ମୌସୁମୀ। ଏଥିଜନିତ ୪ ମାସର ବର୍ଷା ଉପରେ ଏହି ଅଞ୍ଚଳର କୃଷି ଅର୍ଥନୀତି...

ଦ୍ୱାଦଶ ମୂଲ୍ୟାୟନ ସୂତ୍ରକୁ ମୋହର

ଭୁବନେଶ୍ୱର, ୨୩ା୬(ବ୍ୟୁରୋ): କରୋନା ଯୋଗୁ ବାତିଲ ହୋଇଯାଇଥିବା କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସ୍‌ଇ) ଏବଂ କାଉନ୍‌ସିଲ ଫର୍‌ ଦି ଇଣ୍ଡିଆନ୍‌ ସ୍କୁଲ ସାର୍ଟିଫିକେଟ୍‌ ଏକ୍‌ଜାମିନେଶନ...

୨ ଭଉଣୀଙ୍କୁ ଗଣବଳାତ୍କାର

ଜୟପୁର,୫।୬: ରାଜସ୍ଥାନର ଜୟପୁରରେ ଦୁଇ ଭଉଣୀଙ୍କୁ ନିସ୍ତୁକ ମାଡ଼ ମାରି ଗଣବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ରାଜ୍ୟ ପୋଲିସ ଘଟଣାରେ ସମ୍ପୃକ୍ତ ୪ ଅଭିଯୁକ୍ତଙ୍କୁ ଗିରଫ...

ଖୁସି ଖବର: ଭାକ୍ସିନ୍‌ ମିକ୍ସିଂରେ ପରାଜିତ ହେବ କରୋନା…

ନୂଆଦିଲ୍ଲୀ,୧୨।୬: ଭାରତରେ କରୋନା ମହାମାରୀର ଦ୍ୱିତୀୟ ଲହର ଯୋଗୁ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। ସଂକ୍ରମଣରୁ ଦୂରେଇ ରହିବା ପାଇଁ ସରକାରଙ୍କ ପକ୍ଷରୁ ସାର୍ବଜନୀକ...

ତୃତୀୟ ଲହର ଚେତାବନୀ: ବୁଝି ବିଚାରି ଅନ୍‌ଲକ୍‌ କରିବା ଲାଗି ରାଜ୍ୟଙ୍କୁ କେନ୍ଦ୍ରର ପରାମର୍ଶ…

ନୂଆଦିଲ୍ଲୀ,୨୦।୬: ଦେଶରେ କରୋନା ମହାମାରୀର ଦ୍ୱିତୀୟ ଲହର ଥମିବାରେ ଲାଗିଛି। ଏପରିସ୍ଥଳେ ତୃତୀୟ ଲହର ଆଶଙ୍କା ନେଇ କେନ୍ଦ୍ର ସରକାରଙ୍କ ପକ୍ଷରୁ ରାଜ୍ୟ ସରକାରଙ୍କୁ ଚେତାବନୀ...

ସିବିଏସ୍‌ଇ ଦ୍ୱାଦଶ ପରୀକ୍ଷା ଫଳ ଫର୍ମୂଲା: ୧,୧୫୨ ଅସନ୍ତୁଷ୍ଟ ଛାତ୍ରୀଛାତ୍ର ସୁପ୍ରିମ୍‌କୋର୍ଟଙ୍କ ଦ୍ୱାରସ୍ଥ…

ନୂଆଦିଲ୍ଲୀ,୧୯।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସିବିଏସ୍‌ଇ ଦ୍ୱାଦଶ ପରୀକ୍ଷାକୁ ସ୍ଥଗିତ ରଖାଯାଇଥିଲା। ତେବେ ଏହାର ଭାଲ୍ୟୁଏଶନ କିପରି କରାଯିବ ସେ ନେଇ ବିବାଦ ଦେଖାଦେଇଥିଲା।...

ସିବିଏସ୍‌ଇ ଦ୍ୱାଦଶ ପରୀକ୍ଷା ବାତିଲ

ନୂଆଦିଲ୍ଲୀ,୧।୬: ସେଣ୍ଟ୍ରାଲ ବୋର୍ଡ ଅଫ୍‌ ସେକେଣ୍ଡାରୀ ଏଜୁକେଶନ୍‌(ସିବିଏସ୍‌ଇ) ଦ୍ୱାଦଶ ପରୀକ୍ଷା ବାତିଲ ହୋଇଛି। ମଙ୍ଗଳବାର ସନ୍ଧ୍ୟାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପରୀକ୍ଷା ନେଇ ସମୀକ୍ଷା କରିବା...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଝିଅଙ୍କୁ ମା’ ଦେଲେ ଏମିତି ଇଞ୍ଜେକ୍ସନ, କାରଣ ଜାଣିଲେ…
Next Post Next post:
ସାବ୍‌ଧାନ ଇଣ୍ଡିଆର ୨ଅଭିନେତ୍ରୀ ଗିରଫ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts