E-Paper
  • logo
  • Friday 29th May 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଜାତୀୟ

ଅନ୍ତର୍ଜାତୀୟ ଯୋଗ ଦିବସ: ସକାଳ ୬.୩୦ରେ କାର୍ଯ୍ୟକ୍ରମକୁ ସମ୍ବୋଧନ କରିବେ ପ୍ରଧାନମନ୍ତ୍ରୀ ମୋଦି
6:53 pmJune 20, 2021

ନୂଆଦିଲ୍ଲୀ,୨୦।୬: ଜୁନ ୨୧ ଅର୍ଥାତ୍‌ ସୋମବାର ସାରା ବିଶ୍ୱରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳନ କରାଯିବ। ଏହି ଅବସରରେ ଭାରତ ସମେତ ଅନେକ ଦେଶରେ ବିଭିନ୍ନ କାର୍ଯ୍ୟକ୍ରମ ଆୟୋଜନ କରାଯିବ। ଏଥି ସହ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟ ଟୁଇଟ କରି ଆସନ୍ତାକାଲିର କାର୍ଯ୍ୟକ୍ରମ ବିଷୟରେ ସୂଚନା ଦେଇଛନ୍ତି। ସେ ଟୁଇଟ କରି ଲେଖିଛନ୍ତି ଯେ, ଆସନ୍ତାକାଲି ଜୁନ ୨୧ରେ ଆମେ ସପ୍ତମ ଯୋଗ ଦିବସ ପାଳନ କରିବୁ। ଏହି ବର୍ଷର ବିଷୟବସ୍ତୁ ହେଉଛି ‘ସୁସ୍ଥତା ପାଇଁ ଯୋଗ ’(Yoga For Wellness), ଯାହା ଶାରୀରିକ ଏବଂ ମାନସିକ ସୁସ୍ଥତା ପାଇଁ ଯୋଗ ଅଭ୍ୟାସ ଉପରେ ଧ୍ୟାନ ଦେଇଥାଏ। ସେ କହିଛନ୍ତି ଯେ, ସେ ଯୋଗ ଦିବସ କାର୍ଯ୍ୟକ୍ରମକୁ ଆସନ୍ତାକାଲି ସକାଳ ପ୍ରାୟ ୬.୩୦ ସମୟରେ ସମ୍ବୋଧିତ କରିବେ।

ସୂଚନାଯୋଗ୍ୟ, ୨୧ ଜୁନ ୨୦୧୫ରେ, ସମଗ୍ର ବିଶ୍ୱରେ ପ୍ରଥମ ଥର ପାଇଁ ଅନ୍ତର୍ଜାତୀୟ ଯୋଗ ଦିବସ ପାଳନ କରାଯାଇଥିଲା। ଏଥିରେ ପ୍ରାୟ ୩୬,୦୦୦ ଲୋକ ଅଂଶଗ୍ରହଣ କରିଥିଲେ। ଏଥିସହ ପ୍ରାୟ ୮୪ଟି ଦେଶର ପ୍ରତିନିଧି ମଧ୍ୟ ଯୋଗର ୨୧ ଆସନ ପ୍ରଦର୍ଶନ କରିଥିଲେ। ଏହି କରୋନା ଅବଧିରେ ଯୋଗ ସୁସ୍ଥ ରହିବାରେ ଯୋଗ ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଛି।

Tomorrow, 21st June, we will mark the 7th Yoga Day. The theme this year is ‘Yoga For Wellness’, which focusses on practising Yoga for physical and mental well-being. At around 6:30 AM tomorrow, will be addressing the Yoga Day programme.

— Narendra Modi (@narendramodi) June 20, 2021


[mc4wp_form id="252536"] All Right Reserved By Dharitri.Com

Posted inଜାତୀୟ View All

ମୋହନ ଭାଗଓ୍ବତଙ୍କ ସମେତ ବହୁ ଆର୍‌ଏସ୍‌ଏସ୍‌ ନେତାଙ୍କ ଆକାଉଣ୍ଟ୍‌ରୁ ବ୍ଲୁ ଟିକ୍‌ ହଟାଇଲା ଟୁଇଟର୍‌…

ନୂଆଦିଲ୍ଲୀ,୫।୬: ଉପ ରାଷ୍ଟ୍ରପତି ଭେଙ୍କେୟା ନାଇଡୁଙ୍କ ଆକାଉଣ୍ଟ୍‌ରୁ ବ୍ଲୁ ଟିକ୍‌ ହଟାଇ ଏହାକୁ ପୁଣି ରିଷ୍ଟୋର କରିବା ପରେ ଟୁଇଟର୍‌ ଏବେ ବିବାଦରେ ଘେରରେ ଛନ୍ଦି...

ସୋନିଆଙ୍କୁ ଭେଟିଲେ ଷ୍ଟାଲିନ

ନୂଆଦିଲ୍ଲୀ,୧୮ା୬: ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏମ୍‌.କେ. ଷ୍ଟାଲିନ ଶୁକ୍ରବାର ନୂଆଦିଲ୍ଲୀରେ କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀଙ୍କୁ ସାକ୍ଷାତ କରିଛନ୍ତି। ତାମିଲନାଡୁରେ ନିକଟରେ ଅନୁଷ୍ଠିତ ବିଧାନସଭା ନିର୍ବାଚନରେ ଡିଏମ୍‌କେ-କଂଗ୍ରେସ...

କୁଶଳୀ ହେବେ ଲକ୍ଷେ କୋଭିଡ୍‌ ଯୋଦ୍ଧା

ନୂଆଦିଲ୍ଲୀ, ୧୯।୬(ପି.ଟି.): ଦେଶର ଲକ୍ଷେରୁ ଊର୍ଦ୍ଧ୍ୱ କୋଭିଡ୍‌ ଯୋଦ୍ଧାଙ୍କୁ କୁଶଳୀ ତଥା ଅତିକୁଶଳୀ କରିବା ଲକ୍ଷ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଏକ ସଂକ୍ଷିପ୍ତ ଶିକ୍ଷା...

ଅଧିକ ଆଣ୍ଟିବଡି ସୃଷ୍ଟି କରୁଛି କୋଭିଶିଲ୍ଡ

ନୂଆଦିଲ୍ଲୀ,୭।୬: କୋଭାକ୍ସିନ ଅପେକ୍ଷା କୋଭିଶିଲ୍ଡ ଟିକା ଅଧିକ ଆଣ୍ଟିବଡି ସୃଷ୍ଟି କରୁଥିବା ଏକ ଅଧ୍ୟୟନରୁ ଜଣାପଡ଼ିଛି। ଉପରୋକ୍ତ ଟିକାର ଦୁଇଟି ଡୋଜ୍‌ ନେଇଥିବା ସ୍ବାସ୍ଥ୍ୟ କର୍ମଚାରୀଙ୍କ...

୬୧ ବର୍ଷୀୟ ବ୍ୟକ୍ତିଙ୍କ ପେଟରୁ ଅଢ଼େଇ କିଲୋର ଟ୍ୟୁମର ବାହାର କଲେ ଡାକ୍ତର

ପାଟନା,୧୯।୬: ବିହାର ପାଟନା ସ୍ଥିତ ଏମ୍ସରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଏମ୍ସର ଡାକ୍ତରମାନେ ଜଣେ ୬୧ବର୍ଷୀୟ ବୃଦ୍ଧଙ୍କ ସଫଳ ଚିକିତ୍ସା କରି ତାଙ୍କର...

ଆଇସିୟୁରେ ଭର୍ତ୍ତି ହେଲେ ମିଲ୍‌ଖା ସିଂ: ଶୀଘ୍ର ଆରୋଗ୍ୟ କାମନା କଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୪।୬: ଭାରତର ମହାନ ଧାବକ ମିଲ୍‌ଖା ସିଂଙ୍କୁ ଆଇସିୟୁ ଭର୍ତ୍ତି କରାଯାଇଛି। ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କ ସହ ଫୋନରେ କଥା ହୋଇ ସ୍ବାସ୍ଥ୍ୟ...

ମାଡ଼ି ଆସୁଛି ନୂଆ ବିପଦ, ଡେଲ୍ଟା ପ୍ଲସ୍‌ ଭାରିଆଣ୍ଟ୍‌ ଭାକ୍ସିନ୍‌କୁ ପ୍ରଭାବହୀନ କରିବା ଆଶଙ୍କା…

ନୂଆଦିଲ୍ଲୀ,୨୨।୬: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଯୋଗୁ ସଙ୍କଟ ସୃଷ୍ଟି ହୋଇଛି। ଡେଲ୍ଟା ଭାରିଆଣ୍ଟ୍‌ ଯୋଗୁ ଦେଶରେ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା...

ମୋଦିଙ୍କ ସାକ୍ଷାତକୁ ନେଇ ଉଦ୍ଧବ କହିଲେ, ମୁଁ ନଓ୍ବାଜ ସରିଫଙ୍କୁ ଭେଟିବାକୁ ଯାଇ ନ ଥିଲି

ନୂଆଦିଲ୍ଲୀ,୮।୬: ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ ମଙ୍ଗଳବାର ଦିଲ୍ଲୀରେ ପହଞ୍ଚି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିଛନ୍ତି। ପ୍ରଧାନମନ୍ତ୍ରୀଙ୍କ ସହ ସମ୍ପର୍କ ଏବଂ ସାକ୍ଷାତ ସମ୍ପର୍କରେ ପଚରାଯାଇଥିବା...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଫେଲ୍‌ ମାରିଲା ତାରକା ଖଚିତ ଟିମ୍‌ ଇଣ୍ଡିଆର ବ୍ୟାଟିଂ ଲାଇନଅଫ୍‌
Next Post Next post:
କୁକୁର କବଳରୁ ଉଦ୍ଧାର ହରିଣ ମୃତ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts