E-Paper
  • logo
  • Saturday 28th March 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଅନ୍ତର୍ଜାତୀୟ, ଖେଳ

ରୋନାଲ୍ଡୋଙ୍କ ପରେ ପୋଗ୍‌ବା କଲେ ସମାନ କାମ: ହଟାଇଲେ ବିୟର ବୋତଲ…
10:29 amJune 17, 2021

ପ୍ୟାରିସ୍‌,୧୭।୬: ପର୍ତ୍ତୁଗାଲ ଫୁଟବଲ ଟିମ୍‌ର ଅଧିନାୟକ କ୍ରିଷ୍ଟିଆନୋ ରୋନାଲ୍ଡୋଙ୍କ ଭୁଲ୍‌ ଯୋଗୁ କୋକା କୋଲା କମ୍ପାନୀର ଶେୟାରରେ ଅଳ୍ପ କିଛି ମିନିଟ୍‌ ମଧ୍ୟରେ ୨୯,୩୦୦ କୋଟି ଟଙ୍କାର କ୍ଷତି ହୋଇଥିଲା। ୟୁରୋ ୨୦୨୦ ହଙ୍ଗେରୀ ସହିତ ପର୍ତ୍ତୁଗାଲର ମ୍ୟାଚ୍‌ ପୂର୍ବରୁ ଏକ ଗଣମାଧ୍ୟମ ସମ୍ମିଳନୀରେ ରୋନାଲ୍ଡୋ ଟେବୁଲ ଉପରେ ପ୍ରଚାର ଉଦ୍ଦେଶ୍ୟରେ ରଖାଯାଇଥିବା ଦୁଇଟି କୋକା କୋଲା ବୋତଲକୁ ହଟାଇ ଦେଇଥିଲେ। ଏହା ସହିତ ସେ ପାଣି ପିଇବା ଉପରେ ଗୁରୁତ୍ୱାରୋପ କରିଥିଲେ। ଏବେ ଫ୍ରାନ୍ସ୍‌ର ମିଡ଼ ଫିଲ୍ଡର ପଲ୍‌ ପୋଗ୍‌ବା ଏଭଳି କାର୍ଯ୍ୟ କରି ଏକ ଗଣମାଧ୍ୟମ ସମ୍ମିଳନୀରେ ଟେବୁଲ ଉପରେ ରଖାଯାଇଥିବା ହେନିକେନ୍‌ ବିୟର ବୋତଲ ହଟାଇ ଦେଇଛନ୍ତି। ଜର୍ମାନୀ ବିରୋଧରେ ମ୍ୟାଚ୍‌ ଖେଳିବା ପରେ ପୋଗ୍‌ବା ଆୟୋଜିତ ଗଣମାଧ୍ୟମ ସମ୍ମିଳନୀରେ ଏଭଳି କରିଛନ୍ତି। ଏବେ ଏହାର ୧୪ ସେକେଣ୍ଡର ଏକ ଭିଡ଼ିଓ ସୋସିଆଲ୍‌ ମିଡ଼ିଆରେ ଭାଇରାଲ ହେବାରେ ଲାଗିଛି।


[mc4wp_form id="252536"] All Right Reserved By Dharitri.Com

Posted inଅନ୍ତର୍ଜାତୀୟ, ଖେଳ View All

ଲାବ୍‌ରୁ ବାହାରିନି ଭୂତାଣୁ: ବ୍ୟାଟ୍‌ ଓମ୍ୟାନ

ବେଜିଂ, ୧୭ା୬: ଚାଇନାର ଉହାନ୍‌ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ଭାଇରୋଲୋଜିରୁ କରୋନା ଭୂତାଣୁ ଲିକ୍‌ ହୋଇଥିବା କଥା ଭୁଲ୍‌ ବୋଲି କହିଛନ୍ତି ଚାଇନା ବ୍ୟାଟ୍‌ ଓମ୍ୟାନ ଭାବେ...

ଭଲପାଇବା ଦେଖି ଚକିତ ହେଲେ ଇଂଲଣ୍ଡ କ୍ରିକେଟର: କହିଲେ ‘ଭାରତରେ କ୍ରିକେଟ ଏବଂ ଧୋନୀଙ୍କ ପୂଜା କରାଯାଏ’

ନୂଆଦିଲ୍ଲୀ,୨।୬: ଆଇପିଏଲ୍‌ ୨୦୧୮ରେ ଚେନ୍ନାଇ ସୁପରକିଙ୍ଗ୍ସ(ସିଏସ୍‌କେ) ପାଇଁ ଖେଳିଥିଲେ ଇଂଲଣ୍ଡ ଉଇକେଟକିପର ବ୍ୟାଟ୍ସମ୍ୟାନ୍‌ ସାମ ବିଲିଙ୍ଗସ୍‌। ଏବେ ସେ ଅଧିନାୟକ ମହେନ୍ଦ୍ର ସିଂହ ଧୋନୀଙ୍କ ପ୍ରଶଂସାରେ...

ଜି ୭ର ଗ୍ଲୋବାଲ୍‌ ଇନ୍‌ଫ୍ରା ପ୍ଲାନ୍‌

କାର୍ବିିସ ବେ (ବ୍ରିଟେନ), ୧୩।୬: ଚାଇନାର ବେଲ୍ଟ ଆଣ୍ଡ ରୋଡ୍‌ ଭିତ୍ତିଭୂମି ପ୍ରକଳ୍ପକୁ ଜି୭ ରାଷ୍ଟ୍ରଗୋଷ୍ଠୀ ପକ୍ଷରୁ ବିରୋଧ କରାଯାଇଛି। ଶନିବାର ଏଠାରେ ଅନୁଷ୍ଠିତ ଜି୭...

ମାଡ଼ି ଆସୁଛି ନୂଆ ମହାମାରୀ: ଚାଇନାରେ ଲୋକଙ୍କଠାରେ ଏଚ୍‌-୧୦-ଏନ୍‌-୩ ଭୁତାଣୁ ଚିହ୍ନଟ…

ବେଜିଂ,୧।୬: କରୋନା ମହାମାରୀର ଅନ୍ତୁଡ଼ିଶାଳ ଚାଇନାର ଉହାନ୍‌ ସହର ପାଲଟିଥିଲା। ଏହାଯୋଗୁୂ ପୃଥିବୀରେ ଦେଖାଦେଇଥିବା ଆତଙ୍କ ଏବେ ବି ଥମିନି। ଏପରିସ୍ଥଳେ ଚାଇନାରେ ପୁଣି ଏକ...

ଲାଇଭ୍‌ ଶୋ’ବେଳେ ଏମ୍‌ପିଙ୍କ କଲର୍‌ ଧରି ଚାପୁଡା ମାରିଲେ ମହିଳା ନେତ୍ରୀ

ଇସଲମାବାଦ,୧୦।୬: ଆଜିକାଲି ନ୍ୟୁଜ୍‌ ଚ୍ୟାନେଲଗୁଡିକରେ ବିତର୍କ ସମୟରେ ପ୍ୟାନେଲିଷ୍ଟମାନଙ୍କ ମଧ୍ୟରେ ତୀବ୍ର ବିତର୍କ ସାଧାରଣ କଥା ହୋଇଗଲାଣି। ପାକିସ୍ତାନରେ ଏହାର ଜ୍ୱଳନ୍ତ ଉଦାହରଣ ଦେଖିବାକୁ ମିଳିଛି।...

ହାରିସ୍‌ଙ୍କ ବିମାନରେ ଯାନ୍ତ୍ରିକ ତ୍ରୁଟି

ଆମେରିକା ଉପରାଷ୍ଟ୍ରପତି ହେବା ପରେ ପ୍ରଥମ କରି ବିଦେଶ ଯାତ୍ରାରେ ବାହାରିଥିବା କମଲା ହାରିସ୍‌ଙ୍କ ବିମାନ ଯାନ୍ତ୍ରିକ ତ୍ରୁଟି ଯୋଗୁ ଅଧା ବାଟରୁ ଫେରିଆସିଛି। ହାରିସ୍‌...

ଭାକ୍ସିନ୍‌ ନ ନେଲେ ମୋବାଇଲ୍‌ ସିମ୍‌ କାର୍ଡ ହେବ ବ୍ଲକ୍‌, କଡ଼ା ନିର୍ଦ୍ଦେଶ ଜାରି କଲେ ସରକାର…

କରାଚି,୨୨।୬: କରୋନା ମହ।ମାରୀ ସଂକ୍ରମଣ ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ଏପରିସ୍ଥଳେ ସଂକ୍ରମଣରୁ ଦୂରେଇ ରହିବା ଲାଗି ସାର୍ବଜନୀକ ଟିକାକରଣ ଅଭିଯାନ ଜାରି ରହିଛି। ପାକିସ୍ତାନର...

ତଥାପି ରେକର୍ଡ ଭାଙ୍ଗି ପାରିଲେ ନାହିଁ ପୂଜାରା

ସାଉଥାମ୍ପଟନ,୧୯।୬: ଟେଷ୍ଟ ସ୍ପେଶାଲିଷ୍ଟ ଚେତ୍ତେଶ୍ୱର ପୂଜାରା ଚଳିତ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ ଫାଇନାଲରେ ଅତ୍ୟନ୍ତ ଧୀମା ବ୍ୟାଟିଂ କରିଥିଲେ। ଖାତା ଖୋଲିବା ପାଇଁ ତାଙ୍କୁ ୩୫ଟି...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଶିଶୁଙ୍କଠାରେ ଦୀର୍ଘମିଆଦୀ କୋଭିଡ୍‌ କମ୍‌ ଦେଖାଯାଏ
Next Post Next post:
ମହାନାୟକଙ୍କ ସହ କେବେ ବି ଫିଲ୍ମରେ କାମ କରିନାହାନ୍ତି ଧକ୍‌ ଧକ୍‌ ଗର୍ଲ ମାଧୁରୀ, କାରଣ ଜାଣିଲେ..

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts