ପ୍ୟାରିସ୍,୧୭।୬: ପର୍ତ୍ତୁଗାଲ ଫୁଟବଲ ଟିମ୍ର ଅଧିନାୟକ କ୍ରିଷ୍ଟିଆନୋ ରୋନାଲ୍ଡୋଙ୍କ ଭୁଲ୍ ଯୋଗୁ କୋକା କୋଲା କମ୍ପାନୀର ଶେୟାରରେ ଅଳ୍ପ କିଛି ମିନିଟ୍ ମଧ୍ୟରେ ୨୯,୩୦୦ କୋଟି ଟଙ୍କାର କ୍ଷତି ହୋଇଥିଲା। ୟୁରୋ ୨୦୨୦ ହଙ୍ଗେରୀ ସହିତ ପର୍ତ୍ତୁଗାଲର ମ୍ୟାଚ୍ ପୂର୍ବରୁ ଏକ ଗଣମାଧ୍ୟମ ସମ୍ମିଳନୀରେ ରୋନାଲ୍ଡୋ ଟେବୁଲ ଉପରେ ପ୍ରଚାର ଉଦ୍ଦେଶ୍ୟରେ ରଖାଯାଇଥିବା ଦୁଇଟି କୋକା କୋଲା ବୋତଲକୁ ହଟାଇ ଦେଇଥିଲେ। ଏହା ସହିତ ସେ ପାଣି ପିଇବା ଉପରେ ଗୁରୁତ୍ୱାରୋପ କରିଥିଲେ। ଏବେ ଫ୍ରାନ୍ସ୍ର ମିଡ଼ ଫିଲ୍ଡର ପଲ୍ ପୋଗ୍ବା ଏଭଳି କାର୍ଯ୍ୟ କରି ଏକ ଗଣମାଧ୍ୟମ ସମ୍ମିଳନୀରେ ଟେବୁଲ ଉପରେ ରଖାଯାଇଥିବା ହେନିକେନ୍ ବିୟର ବୋତଲ ହଟାଇ ଦେଇଛନ୍ତି। ଜର୍ମାନୀ ବିରୋଧରେ ମ୍ୟାଚ୍ ଖେଳିବା ପରେ ପୋଗ୍ବା ଆୟୋଜିତ ଗଣମାଧ୍ୟମ ସମ୍ମିଳନୀରେ ଏଭଳି କରିଛନ୍ତି। ଏବେ ଏହାର ୧୪ ସେକେଣ୍ଡର ଏକ ଭିଡ଼ିଓ ସୋସିଆଲ୍ ମିଡ଼ିଆରେ ଭାଇରାଲ ହେବାରେ ଲାଗିଛି।
ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…
ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…
ବେଗୁନିଆ,୨୮।୬(ଡି.ଏନ୍.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…
ଜଗତ୍ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍ (ପାଚେରି)…
ଅନୁଗୋଳ ଅଫିସ,୨୮ା୬: ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍)ରେ ଚାଉଳ ଓ…
ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…
This website uses cookies.