ମାଲକାନଗିରି,୧୬।୬(ଡି.ଏନ.ଏ): ମାଲକାନଗିରି ଜିଲା ମାଥିଲି ଥାନା ଅନ୍ତର୍ଗତ କୁଲାବେଡା ଜଙ୍ଗଲରେ ପୋଲିସ ମାଓବାଦୀ ଗୁଳିବିନିମୟ ଜାରି ରହିଛି। କୁଲାବେଡା ଜଙ୍ଗଲରେ ମାଓ ଶିବିର ଥିବାର ସୂଚନା ପାଇ ଅପରେସନ ଆରମ୍ଭ କରାଯାଇଥିଲା। ଏସ୍ଓଜି ଓ ଡିଭିଏଫ୍ ବାହିନୀ ଗତକାଲି ଅପରେସନରେ ଯାଇଥିଲେ। ଆଜି ସକାଳେ ପୋଲିସକୁ ଦେଖିବା ପରେ ମାଓବାଦୀ ପ୍ରଥମେ ଗୁଳିଚଳନା କରିଥିଲେ। ପରେ ପୋଲିସ ପକ୍ଷରୁ ମଧ୍ୟ ପାଲଟା ଗୁଳିଚଳନା କରାଯାଇଥିଲା। ଏବେବି ଗୁଳିବିନିମୟ ଜାରି ରହିଛି।
Posted inଆମ ଜିଲା ଖବର, ମାଲକାନଗିରି View All
ବ୍ରାହ୍ମଣୀ ସହ ସଂଯୋଗୀକରଣ ଯୋଜନା ବାଧାପ୍ରାପ୍ତ
ପଟ୍ଟାମୁଣ୍ଡାଇ,୭ା୬(ସ୍ବ.ପ୍ର.): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ପୌରାଞ୍ଚଳର ପୋତା ଗୋବରୀ ନଦୀ ଓ ପଠା ସରକାରୀ ଜମି ପ୍ରଭାବଶାଳୀ ବ୍ୟକ୍ତିମାନେ ହାତେଇ ନେବାରେ ସକ୍ଷମ ହୋଇଛନ୍ତି। ଫଳରେ...
୫୫ ଏକର ଚିଙ୍ଗୁଡ଼ି ଘେରି ଉଚ୍ଛେଦ
ବାଲୁଗାଁ,୬।୬(ଡି.ଏନ୍.ଏ.): ଖୋର୍ଦ୍ଧା ଜିଲା ଅଧୀନ ହାଟବରଡ଼ି ମୌଜାର ନିମୁନା ଠାରୁ ହାଟବରଡ଼ି ମଧ୍ୟରେ ଚିଲିକାରେ ବେଆଇନ ଭାବେ ଗଢ଼ି ଉଠିଥିବା ୫୫ ଏକର ପରିବ୍ୟାପ୍ତ ୧୦ଟି...
ଦୁର୍ଘଟଣାରେ ରାସ୍ତାରେ ପଡ଼ି ଛଟପଟ ହେଉଥିଲେ, ନିଜ କାର୍ ଅଟକାଇ ଗୁରୁତରଙ୍କୁ ହସ୍ପିଟାଲ ପଠାଇଲେ ବିଧାୟକ
କୋରାପୁଟ,୫ା୬(ସ୍ବ.ପ୍ର.): କୋରାପୁଟ ବିଧାୟକ ତଥା ଜିଲା ଯୋଜନା କମିଟି ଅଧ୍ୟକ୍ଷ ରଘୁରାମ ପଡାଲଙ୍କ ବଦାନ୍ୟତା ଦେଖିବାକୁ ମିଳିଛି। ଶନିବାର ରାସ୍ତା ଦୁର୍ଘଟଣାରେ ଗୁରୁତରଙ୍କୁ ତୁରନ୍ତ ଚିକିତ୍ସା...
ମିଳିଲା ପ୍ରେମୀ ଯୁଗଳଙ୍କ ମୃତଦେହ
କୋକସରା,୯।୬: କଳାହାଣ୍ଡି ଜିଲା କୋକସରା ବ୍ଲକ ଆମପାଣି ଥାନା ମହିମା ପଞ୍ଚାୟତ ତେନ୍ତୁଲିପଡାର ଚାଷ ଜମି ନିକଟ ଏକ ବରଗଛରୁ ପ୍ରେମୀ ଯୁଗଳଙ୍କ ଝୁଲନ୍ତା ମୃତଦେହ...
ନୂଆ ରୂପ ନେବ କୋଇଲା ନଗରୀ
ଅନୁଗୋଳ ଅଫିସ, ୯ା୬ ଅମିତ କୁମାର ସାମଲ – କଳାହୀରାର ସହର ତାଳଚେରର ହେବ ନବକଳେବର। ନୂଆରୂପ ପାଇବ କୋଇଲା ନଗରୀ। ଆଖି ଝଲସାଇଦେଲା ଭଳି...
କ୍ୟାଡର ମାଓବାଦୀ ନିହତ: ଖବରଦାତା ସମ୍ମିଳନୀରେ ସୂଚନା ଦେଲେ ଡିଜିପି
ବରଗଡ଼ ଅଫିସ,୧୧ା୬: ବରଗଡ଼ ଜିଲା ପଦ୍ମପୁରରେ ଜଣେ ସିନିୟର କ୍ୟାଡର ମାଓବାଦୀ ଶୁକ୍ରବାର ନିହତ ହୋଇଥିବା ଜଣାପଡ଼ିଛି। ପୋଲିସ ମାଓବାଦୀ ଗୁଳି ବିନିମୟରେ ଏହି କ୍ୟାଡର...
ରୟତି ଜମିରୁ ବେଆଇନ ଗଛକଟା
ସମ୍ବଲପୁର,୧୬ା୬(ବ୍ୟୁରୋ):ସମ୍ବଲପୁର ବନଖଣ୍ଡରେ ରୟତି ଜମିରୁ ବେଆଇନ ଭାବେ ଗଛକଟା ଚାଲିଛି। ଆବେଦନ କରିଥିବା ଜମିର ସାବିକ କିସମ ଓ ହାଲ୍ କିସମ ମେଳ ଖାଉ ନ...
କୋଭିଡ୍ କେୟାର ସେଣ୍ଟର ଉଦ୍ଘାଟନକୁ ନେଇ ବିଜେଡି ଏମ୍ପି-ବିଧାୟକ ମୁହାଁମୁହିଁ
ପାଲଲହଡ଼ା,୫ା୬(ଡି.ଏନ୍.ଏ.): ଶନିବାର ଅନୁଗୋଳ ଜିଲା ପାଲଲହଡ଼ା ଉପଖଣ୍ଡ ସଦରମହାକୁମାଠାରେ କୋଭିଡ୍ କେୟାର ସେଣ୍ଟର ଉଦ୍ଘାଟନକୁ ନେଇ ଢେଙ୍କାନାଳ ଏମ୍ପି ମହେଶ ସାହୁ ଏବଂ ପାଲଲହଡ଼ା ବିଧାୟକ...


