ମାଲକାନଗିରି,୧୬।୬(ଡି.ଏନ.ଏ): ମାଲକାନଗିରି ଜିଲା ମାଥିଲି ଥାନା ଅନ୍ତର୍ଗତ କୁଲାବେଡା ଜଙ୍ଗଲରେ ପୋଲିସ ମାଓବାଦୀ ଗୁଳିବିନିମୟ ଜାରି ରହିଛି। କୁଲାବେଡା ଜଙ୍ଗଲରେ ମାଓ ଶିବିର ଥିବାର ସୂଚନା ପାଇ ଅପରେସନ ଆରମ୍ଭ କରାଯାଇଥିଲା। ଏସ୍ଓଜି ଓ ଡିଭିଏଫ୍ ବାହିନୀ ଗତକାଲି ଅପରେସନରେ ଯାଇଥିଲେ। ଆଜି ସକାଳେ ପୋଲିସକୁ ଦେଖିବା ପରେ ମାଓବାଦୀ ପ୍ରଥମେ ଗୁଳିଚଳନା କରିଥିଲେ। ପରେ ପୋଲିସ ପକ୍ଷରୁ ମଧ୍ୟ ପାଲଟା ଗୁଳିଚଳନା କରାଯାଇଥିଲା। ଏବେବି ଗୁଳିବିନିମୟ ଜାରି ରହିଛି।
Posted inଆମ ଜିଲା ଖବର, ମାଲକାନଗିରି View All
ବାଣ ଗୋଦାମରେ ଭୟାବହ ଅଗ୍ନିକାଣ୍ଡ
ନିମାପଡ଼ା, ୪ା୬(ଡି.ଏନ୍.ଏ.): ଚାରିଛକ ଫାଣ୍ଡି ଅଧୀନ ବ୍ରହ୍ମକୁଣ୍ଡି ଗ୍ରାମ ନିକଟରେ ଥିବା ଏକ ବାଣ ଗୋଦାମରେ ଗୁରୁବାର ମଧ୍ୟାହ୍ନରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଗୋଦାମରେ ଥିବା...
କରୋନାଜନିତ ମୃତ୍ୟୁରେ ଲାଗୁନି ବ୍ରେକ୍: ପୁଣି ଗଞ୍ଜାମରୁ ୩ ଜଣଙ୍କ ନେଲା ଜୀବନ
ଛତ୍ରପୁର,୧୨।୬(ଡି.ଏନ୍.ଏ.): ଗଞ୍ଜାମ ଜିଲାରେ କରୋନାଜନିତ ମୃତ୍ୟୁରେ ବ୍ରେକ୍ ଲାଗୁନି। ପୁଣି ଜିଲାରେ ଆଉ ୩ ଜଣଙ୍କ ମୃତ୍ୟୁ ଘଟିଛି। ସେମାନଙ୍କ ମଧ୍ୟରେ ୩୭, ୪୩ ଓ...
ଆକାଶ ପାଠକଙ୍କୁ ସର୍ତ୍ତମୂଳକ ଜାମିନ
କଟକ ଅଫିସ, ୨୬।୬: ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଦ୍ୱାରା ଗିରଫ ହୋଇ ଝାରପଡ଼ା ଜେଲରେ ଥିବା ଆକାଶ ପାଠକଙ୍କୁ ଶୁକ୍ରବାର ହାଇକୋର୍ଟରୁ...
ଖବରଦାତାଙ୍କ ସୁରକ୍ଷା ଦାବିରେ ମୁଖ୍ୟମନ୍ତ୍ରୀଙ୍କୁ ସ୍ମାରକପତ୍ର
ପୁରୁଷୋତ୍ତମପୁର,୪ା୬(ଡି.ଏନ୍.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ପ୍ରେସ କ୍ଲବ ପକ୍ଷରୁ ଶୁକ୍ରବାର ଏକ ପ୍ରତିବାଦ ସଭା କରାଯିବା ସହ ସମସ୍ତ ଖବରଦାତା ତହସିଲ କାର୍ଯ୍ୟାଳୟକୁ ଯାଇ ମୁଖ୍ୟମନ୍ତ୍ରୀଙ୍କ...
ଦୁଇ ନାବାଳିକାଙ୍କୁ ୬୨ ବର୍ଷୀୟ ବୃଦ୍ଧଙ୍କ ଅସଦାଚରଣ ଅଭିଯୋଗ
ବାଲେଶ୍ୱର ଅଫିସ,୬ା୬: ବାଲେଶ୍ୱର ଜିଲାର ଜଳେଶ୍ୱର ବ୍ଲକ ବଜାରରେ ଥିବା ଏକ ଦୋକାନକୁ ଥଣ୍ଡା ପାନୀୟ ଆଣିବାକୁ ଯାଇଥିବା ବେଳେ ୬୨ ବର୍ଷୀୟ ଦୋକାନୀ ଦୁଇ...
ଶ୍ରୀମନ୍ଦିର ପାଇଁ ପଞ୍ଚବାର୍ଷିକ ଯୋଜନା: ମରାମତି ହେବ ପାର୍ଶ୍ୱ ଦେବଦେବୀ ମନ୍ଦିର
ପୁରୀ ଅଫିସ,୪।୬: ଶ୍ରୀମନ୍ଦିର ପରିସରରେ ଥିବା ପାର୍ଶ୍ୱ ଦେବଦେବୀ ମନ୍ଦିରଗୁଡ଼ିକର ରକ୍ଷଣାବେକ୍ଷଣ ନେଇ ଭାରତୀୟ ପ୍ରତ୍ନତତ୍ତ୍ବ ବିଭାଗ (ଏଏସ୍ଆଇ)କୁ ମନ୍ଦିର ପ୍ରଶାସନ ଅବଗତ କରାଇବା ସତ୍ତ୍ୱେ...
ଟିକାକରଣରୁ ବଞ୍ଚିତ ହେଉଛନ୍ତି ଲୋକେ
କଟକ ଅଫିସ, ୧୨ା୬: ରାଜ୍ୟରେ କୋଭିଡ୍ ସଂକ୍ରମିତଙ୍କ ଚିକିତ୍ସା ପାଇଁ ପର୍ଯ୍ୟାପ୍ତ ବ୍ୟବସ୍ଥା ନାହିଁ। ସମସ୍ତଙ୍କୁ ମାଗଣାରେ ଟିକା ଦିଆଯିବା ପାଇଁ ଘୋଷଣା କରାଯାଇଛି। ମାତ୍ର...
ଚିନ୍ତା ଘାରିଲେ ବି ପ୍ରତିକାର ଶୂନ
ନୟାଗଡ଼ ଅଫିସ,୫।୬: ବଣପାହାଡ଼ ଘେରା ନୟାଗଡ଼ ଜିଲାରେ ଜଙ୍ଗଲିଆ ଅଞ୍ଚଳ ଧୀରେ ଧୀରେ ପଦା ହେଉଛି। ଜଙ୍ଗଲ ପରିମାଣ କମି ଚାଲିଥିବାବେଳେ କଂକ୍ରିଟ କୋଠାବାଡି ଓ...


