ବଲିଉଡ ଅଭିନେତା ଟାଇଗର ଶ୍ରଫ୍ ନିକଟରେ ନିଜ ଗର୍ଲଫ୍ରେଣ୍ଡ ଦିଶା ପଟାନୀଙ୍କ ସହ ମୁମ୍ବାଇ ରାସ୍ତାରେ କାର୍ରେ ବୁଲୁଥିବାର ନଜର ଆସିଥିଲେ। ଏହି ସମୟରେ ପୋଲିସ ତାଙ୍କୁ ଅଟକାଇଥିଲା। ଦିଶା ଏବଂ ଟାଇଗର ଜିମରୁ ଫେରିବା ପରେ ମୁମ୍ବାଇର ବାନ୍ଦ୍ରାରେ ଗାଡିରେ ବୁଲୁଥିଲେ। ଟାଇଗର କାର ପଛରେ ବସିଥିବା ବେଳେ ଦିଶା ପଟାନି ଆଗରେ ବସିଥିଲେ। ପୋଲିସ ସେମାନଙ୍କ ଆଧାର କାର୍ଡ ଯାଞ୍ଚ କରି ଛାଡିଥିଲା।
ସଲମାନ ଖାନଙ୍କ ସହ ଦିଶା ପାଟନି ଫିଲ୍ମ ‘ରାଧେ’ରେ ନଜର ଆସିଥିଲେ। ଦିଶା ଏପର୍ଯ୍ୟନ୍ତ ୬ଟି ହିନ୍ଦୀ ଚଳଚ୍ଚିତ୍ର କରିଛନ୍ତି, ଏମଏସ ଧୋନୀ: ଦ ଅନଟୋଲ୍ଡ ଷ୍ଟୋରୀ (୨୦୧୬), ବାଗି ୨ (୨୦୧୮), ଭାରତ (୨୦୧୯), ମଲାଙ୍ଗ (୨୦୨୦), ବାଗୀ ୩ (୨୦୨୦) ଏବଂ ରାଧେ ୨୦୨୧)। ଏହିସବୁ ଚଳଚ୍ଚିତ୍ର ଜରିଆରେ ସେ ବଲିଉଡରେ ଏକ ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ଟାଇଗର ଶ୍ରଫ ଆଜିକାଲି ତାଙ୍କର ବହୁପ୍ରତୀକ୍ଷିତ ଚଳଚ୍ଚିତ୍ର ‘ହିରୋପନ୍ଥୀ-୨’ ପାଇଁ ପ୍ରସ୍ତୁତିରେ ବ୍ୟସ୍ତ ଅଛନ୍ତି ।
ବୋଲ୍ଡ ସିନ୍ ପୂର୍ବରୁ ଅଭିନେତ୍ରୀ-ଅଭିନେତା ପରସ୍ପରକୁ ପଚାରୁଥିଲେ ଏମିତି ପ୍ରଶ୍ନ: ଜାଣିଲେ ହେବେ ଆଶ୍ଚର୍ଯ୍ୟ
ଅଭିନେତ୍ରୀ ରାଧିକା ଆପ୍ଟେ ବଲିଉଡର ବୋଲ୍ଡ ଅଭିନେତ୍ରୀମାନଙ୍କ ମଧ୍ୟରୁ ଅନ୍ୟତମ। ଚଳଚ୍ଚିତ୍ରରେ ତାଙ୍କର ଚରିତ୍ର ଏବଂ ବୋଲ୍ଡ ଦୃଶ୍ୟ ସବୁବେଳେ ଚର୍ଚ୍ଚାରେ ଥାଏ। ସେ ଯେକୌଣସି...
ହନିମୁନ୍ରେ ଏହି ପ୍ରସିଦ୍ଧ ଅଭିନେତ୍ରୀଙ୍କୁ ଏମିତି କରିବାକୁ କହିଥିଲେ ସ୍ବାମୀ
୯୦ ଦଶକରେ କପୁର ପରିବାରର ଝିଅ କରିସ୍ମା କପୁର ଶ୍ରେଷ୍ଠ ଅଭିନେତ୍ରୀ ଆଖ୍ୟା ପାଇଥିଲେ। ଯେପର୍ଯ୍ୟନ୍ତ ସେ ବଲିଉଡରେ ଥିଲେ, ପରଦାରେ ପ୍ରାଧାନ୍ୟ ବିସ୍ତାର କରିଥିଲେ।...
ସୁଶାନ୍ତଙ୍କୁ ମନେ ପକାଇଲେ ଅଙ୍କିତା
ଟିଭିରୁ ବଲିଉଡରେ ପ୍ରବେଶ କରିଥିବା ଜଣାଶୁଣା ଅଭିନେତ୍ରୀ ଅଙ୍କିତା ଲୋଖଣ୍ଡେ କିଛି ଦିନ ପୂର୍ବରୁ ସୋସିଆଲ ମିଡିଆରୁ ବିରତି ନେଇଥିଲେ। କିନ୍ତୁ ତାଙ୍କ ପୂର୍ବତନ ପ୍ରେମିକ...
ପାଣି ଟିକକ ପାଇଁ ହାତୀ କରୁଛି ଏମିତି
ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛି ନା କିଛି ନୂତନ ଭିଡିଓ ଏବଂ ଫଟୋ ଭାଇରାଲ ହେଉଛି। ସେଥିରୁ କେତେକ ଭିଡିଓ ଏବଂ ଫଟୋ ହସର...
ସ୍ତ୍ରୀଙ୍କୁ ମାରପିଟ୍ କରି ଗିରଫ ହେଲେ ଏହି ଅଭିନେତା
ଅନେକ ଦିନ ଧରି ଅଭିନେତା କରଣ ମେହେରା ଏବଂ ତାଙ୍କ ସ୍ତ୍ରୀ ତଥା ଅଭିନେତ୍ରୀ ନିଶା ରାୱଲଙ୍କ ମଧ୍ୟରେ ମତଭେଦ ଥିବା ଖବର ଆସିଥିଲା। ଏବେ...
ପୁଅର ପ୍ରଥମ ଝଲକ୍ ଦେଖାଇଲେ କପିଲ୍ ଶର୍ମା
କମେଡି କିଙ୍ଗ୍ କପିଲ୍ ଶର୍ମା ଏବେ ଶୁଟିଂରୁ କିଛି ଦିନ ବିରତି ନେଇ ନିଜ ପରିବାର ସହ ସମୟ ବିତାଉଛନ୍ତି। ସେ ସୋସିଆଲ ମିଡିଆରେ ବହୁତ...
ରିୟାଙ୍କ ନିକଟକୁ ଆସୁଛି ଅଫର ପରେ ଅଫର, ବଡ଼ ପ୍ରୋଜେକ୍ଟରେ ଆସିବେ ନଜର
ମୁମ୍ବାଇ: ବଲିଉଡ୍ ଅଭିନେତ୍ରୀ ରିୟା ଚକ୍ରବର୍ତ୍ତୀ ଏକ ବଡ଼ ପ୍ରୋଜେକ୍ଟରେ ନଜର ଆସିବେ। ଏହି ପ୍ରୋଜେକ୍ଟ ବିଷୟରେ ରିୟା ଏବେ ଚିନ୍ତା କରୁଛନ୍ତି। ରିୟା ଶେଷଥର...
ନାଗିନ୍ ଫେମ୍ ଏହି ଲୋକପ୍ରିୟ ଅଭିନେତାଙ୍କୁ ବାନ୍ଧିଲା ପୋଲିସ: ନାବାଳିକାଙ୍କୁ ବଳାତ୍କାର କରିଥିବା ନେଇ…
ବମ୍ବେ: ଲୋକପ୍ରିୟ ଟେଲି ଅଭିନେତା କରନ୍ ମେହେରା ସ୍ତ୍ରୀଙ୍କୁ ମାରପିଟ୍ କରି ଗିରଫ ହେବା ନେଇ ଚର୍ଚ୍ଚା ଥମି ନ ଥିବା ବେଳେ ଆଉ ଜଣେ...


