ବଲିଉଡ ଅଭିନେତା ଟାଇଗର ଶ୍ରଫ୍ ନିକଟରେ ନିଜ ଗର୍ଲଫ୍ରେଣ୍ଡ ଦିଶା ପଟାନୀଙ୍କ ସହ ମୁମ୍ବାଇ ରାସ୍ତାରେ କାର୍ରେ ବୁଲୁଥିବାର ନଜର ଆସିଥିଲେ। ଏହି ସମୟରେ ପୋଲିସ ତାଙ୍କୁ ଅଟକାଇଥିଲା। ଦିଶା ଏବଂ ଟାଇଗର ଜିମରୁ ଫେରିବା ପରେ ମୁମ୍ବାଇର ବାନ୍ଦ୍ରାରେ ଗାଡିରେ ବୁଲୁଥିଲେ। ଟାଇଗର କାର ପଛରେ ବସିଥିବା ବେଳେ ଦିଶା ପଟାନି ଆଗରେ ବସିଥିଲେ। ପୋଲିସ ସେମାନଙ୍କ ଆଧାର କାର୍ଡ ଯାଞ୍ଚ କରି ଛାଡିଥିଲା।
ସଲମାନ ଖାନଙ୍କ ସହ ଦିଶା ପାଟନି ଫିଲ୍ମ ‘ରାଧେ’ରେ ନଜର ଆସିଥିଲେ। ଦିଶା ଏପର୍ଯ୍ୟନ୍ତ ୬ଟି ହିନ୍ଦୀ ଚଳଚ୍ଚିତ୍ର କରିଛନ୍ତି, ଏମଏସ ଧୋନୀ: ଦ ଅନଟୋଲ୍ଡ ଷ୍ଟୋରୀ (୨୦୧୬), ବାଗି ୨ (୨୦୧୮), ଭାରତ (୨୦୧୯), ମଲାଙ୍ଗ (୨୦୨୦), ବାଗୀ ୩ (୨୦୨୦) ଏବଂ ରାଧେ ୨୦୨୧)। ଏହିସବୁ ଚଳଚ୍ଚିତ୍ର ଜରିଆରେ ସେ ବଲିଉଡରେ ଏକ ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ଟାଇଗର ଶ୍ରଫ ଆଜିକାଲି ତାଙ୍କର ବହୁପ୍ରତୀକ୍ଷିତ ଚଳଚ୍ଚିତ୍ର ‘ହିରୋପନ୍ଥୀ-୨’ ପାଇଁ ପ୍ରସ୍ତୁତିରେ ବ୍ୟସ୍ତ ଅଛନ୍ତି ।
ହିରୋ ହେବାକୁ ଚାହିଁଥିଲେ ଅମ୍ରୀଶକ ପୁରୀ, ହେଲେ ମିଳିଲା ‘ସୁପର ଭିଲେନ’ ଟ୍ୟାଗ
ଅମ୍ରୀଶ ପୁରୀ, ଯିଏ ବଲିଉଡ୍ର ଜଣାଶୁଣା ଭିଲେନଙ୍କ ମଧ୍ୟରୁ ଅନ୍ୟତମ। ନିଜର ଡାଏଲଗ କହିବା ଶୈଳୀ, ଭୟାନକ ଗେଟଅପ ଏବଂ ଚିତ୍ତାକର୍ଷକ ବ୍ୟକ୍ତିତ୍ୱ ସହିତ ବର୍ଷ...
ସୁଶାନ୍ତଙ୍କ ପ୍ରଥମ ପୁଣ୍ୟତିଥିରେ ଘରେ ପୂଜା କଲେ ଅଙ୍କିତା
ମୁମ୍ବାଇ: ବଲିଉଡ୍ ଭେଟେରାନ ଅଭିନେତା ସୁଶାନ୍ତ ସିଂହ ରାଜପୁତଙ୍କ ଆଜି ପ୍ରଥମ ପୁଣ୍ୟତିଥି। ଜୁନ ୧୪ ୨୦୨୦ରେ ମୁମ୍ବାଇ ସ୍ଥିତ ଆପାର୍ଟମେଣ୍ଟରେ ସୁଶାନ୍ତ ଆତ୍ମହତ୍ୟା କରିଥିଲେ।...
କରୋନାରୁ ସୁସ୍ଥ ହୋଇ ଓ୍ବାର୍କଆଉଟ୍ରେ ମନ ଦେଲେ କ୍ୟାଟ୍ରିନା
ମୁମ୍ବାଇ: କରୋନାରେ ଆକ୍ରାନ୍ତ ହୋଇଥିଲେ ବଲିଉଡ୍ ସୁନ୍ଦରୀ କ୍ୟାଟ୍ରିନା କୈଫ୍। ତେବେ ସେ ଏପ୍ରିଲରୁ ସୁସ୍ଥ ହୋଇସାରିଲେଣି। ଏବେ ଅଭିନେତ୍ରୀ ନିଜର ଫିଟ୍ନେସ୍କୁ ଫେରିଛନ୍ତି। କ୍ୟାଟ୍...
ତପୁ ମିଶ୍ର ଗୁରୁତର: ଭଗବାନଙ୍କୁ ପ୍ରାର୍ଥନା କରିବାକୁ ନିବେଦନ କଲେ ବୁଦ୍ଧାଦିତ୍ୟ
ଭୁବନେଶ୍ୱର,୧୭।୬(ବ୍ୟୁରୋ): ଓଲିଉଡର ଲୋକପ୍ରିୟ ଗାୟିକା ତପୁ ମିଶ୍ରଙ୍କ ସ୍ବାସ୍ଥ୍ୟାବସ୍ଥା ଅଧିକ ଗୁରୁତର ହେବାରେ ଲାଗିଛି। ସେ ଏବେ ଭୁବନେଶ୍ୱରରେ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି।...
ଏହି ଅଭିନେତ୍ରୀଙ୍କ ସହ ଚାଲିଛି ସଲମାନଙ୍କ ଲୁଚାଛପା ପ୍ରେମ
ମୁମ୍ବାଇ: ସୁନ୍ଦରୀ ନାୟିକା କ୍ୟାଟ୍ରିନା କୈଫଙ୍କ ସହ ବ୍ରେକଅପ୍ ପରେ ଦବଙ୍ଗ ଖାନ ସଲମାନଙ୍କ ନାମ ଆଉ ଜଣେ ମଡେଲଙ୍କ ସହ ଯୋଡ଼ା ଯାଇଛି। ସେ...
ସୋନୁ ସୁଦଙ୍କୁ ପ୍ରଧାନମନ୍ତ୍ରୀ ରୂପେ ଦେଖିବାକୁ ଚାହୁଁଛନ୍ତି ଏହି ଅଭିନେତ୍ରୀ
ବଲିଉଡ ଅଭିନେତା ସୋନୁ ସୁଦ କରୋନା ମହାମାରୀ ସମୟରେ ନିଃସ୍ବାର୍ଥପର ଭାବରେ ଲୋକଙ୍କ ସେବା କରୁଛନ୍ତି। ତାଙ୍କୁ ସାରା ଦେଶରେ ପ୍ରଶଂସା କରାଯାଉଛି। ବଲିଉଡ୍ ଅଭିନେତ୍ରୀ...
ପୁଣ୍ୟତିଥିରେ ମା’ଙ୍କୁ ମନେପକାଇଲେ ଡ୍ରିମ୍ଗର୍ଲ
ମୁମ୍ବାଇ: ବଲିଉଡ୍ର ଭେଟେରାନ ଅଭିନେତ୍ରୀ ହେମା ମାଳିନୀ ନିଜ ମା’ ଜୟା ଚକ୍ରବର୍ତ୍ତୀଙ୍କ ୧୭ତମ ପୁଣ୍ୟତିଥିରେ ତାଙ୍କୁ ମନେପକାଇଛନ୍ତି। ଶୁକ୍ରବାର ସୋସିଆଲ ମିଡିଆରେ ହେମା ମାଳିନୀ...
ଆଖିବୁଜିଲେ ପ୍ରସିଦ୍ଧ ଫିଲ୍ମ ନିର୍ମାତା
କିମ୍ବଦନ୍ତୀ ବଙ୍ଗଳା ଫିଲ୍ମ ନିର୍ମାତା ବୁଦ୍ଧଦେବ ଦାସଗୁପ୍ତାଙ୍କ ଆଜି ଦେହାନ୍ତ ହୋଇଛି। ମୃତ୍ୟୁବେଳକୁ ତାଙ୍କୁ ୭୭ ବର୍ଷ ବୟସ ହୋଇଥିଲା। ଦୀର୍ଘ ଦିନ ଧରି ତାଙ୍କ...


