E-Paper
  • logo
  • Friday 25th September 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଖେଳ

ପୋଲାଣ୍ଡ ଓପନ୍‌: ଦହିୟାଙ୍କୁ ରୌପ୍ୟ
7:52 amJune 10, 2021

ଓ୍ବାରସା,୧୦।୬(ପି.ଟି.): ଟୋକିଓ ଅଲିମ୍ପିକ୍ସ ପୂର୍ବରୁ ଅନ୍ତିମ ର଼୍ୟାଙ୍କିଙ୍ଗ୍‌ ସିରିଜ ଇଭେଣ୍ଟ ବିବେଚିତ ହେଉଥିବା ପୋଲାଣ୍ଡ ଓପନ୍‌ରେ ଭାରତୀୟ ରେସ୍‌ଲର ରବି ଦହିୟା ପ୍ରଭାବୀ ପ୍ରଦର୍ଶନ କରି ରୌପ୍ୟ ପଦକ ହାସଲ କରିଛନ୍ତି। ଅଲିମ୍ପିକ୍ସ ପାଇଁ ଯୋଗ୍ୟତା ହାସଲ କରିସାରିଥିବା ଦହିୟା କ୍ରମାଗତ ୩ଟି ବିଜୟ ହାସଲ କରି ୬୧ କେ.ଜି. ବର୍ଗର ଫାଇନାଲରେ ପ୍ରବେଶ କରିଥିଲେ। ତେବେ ସେ ଫାଇନାଲରେ ଉଜେବେକସ୍ତାନର ଗୁଲୋମଜୋନ ଅବଦୁଲାଏଭଙ୍କଠାରୁ ୩-୫ ବ୍ୟବଧାନରେ ପରାସ୍ତ ହୋଇ ସ୍ବର୍ଣ୍ଣ ପଦକ ହାସଲରୁ ବଞ୍ଚିତ ହୋଇଛନ୍ତି। ପ୍ରଥମ ରାଉଣ୍ଡରେ ଅବଦୁଲାଏଭଙ୍କୁ ବଡ଼ ବ୍ୟବଧାନରେ ହରାଇଥିଲେ ମଧ୍ୟ ଫାଇନାଲରେ ଏହି ପ୍ରଦର୍ଶନକୁ ଦୋହରାଇପାରି ନ ଥିଲେ।
ସଫଳ ହୋଇଥିଲେ ଦାହିୟା ୨୦୨୧ ସେସନରେ ତାଙ୍କର ଦ୍ୱିତୀୟ ଟାଇଟଲ ହାସଲ କରିଥାନ୍ତେ। କିନ୍ତୁ ବାକି ସବୁ ମ୍ୟାଚ୍‌ରେ ସେ ଦମ୍‌ଦାର ପ୍ରଦର୍ଶନ କରିଥିଲେ। ସବୁ ପ୍ରତିପକ୍ଷ ରେସ୍‌ଲର ଦହିୟାଙ୍କ ବାମଗୋଡକୁ ଟାର୍ଗେଟ କରିଥିଲେ। ତେବେ ଏସିଆନ ଚାମ୍ପିୟନ ଓ ୨୦୧୯ ବିଶ୍ୱ ଚାମ୍ପିୟନଶିପ୍‌ ବ୍ରୋଞ୍ଜ ପଦକ ବିଜେତା ଦହିୟା ସମସ୍ତଙ୍କୁ ଚକ୍‌ମା ଦେଇଥିଲେ। ଚଳିତ ସେସନର ଦ୍ୱିତୀୟ ପ୍ରତିଯୋଗିତାରେ ଅଂଶଗ୍ରହଣ କରିଥିବା ଦହିୟା ପ୍ରଥମ ମୁକାବିଲାରେ ୧୦-୧ରେ ଉଜ୍‌ବେକିସ୍ତାନର ଗଲୋମଜୋନ ଅବଦୁଲାଏଭଙ୍କୁ ହରାଇଥିଲେ। ଏହାପରେ ସଂଘର୍ଷ କରିଥିଲେ ମଧ୍ୟ ସେ କାଜାଖସ୍ତାନର ଅଡ୍‌ଲାନ ଅସ୍କାରୋଭଙ୍କୁ ୧୩-୮ରେ ପରାସ୍ତ କରିଥିଲେ। ଏହାପରେ ସେ ଆମେରିକାର ନାଥନ ଖଲିଦ ତୋମାସେଲୋଙ୍କୁ ୯-୫ରେ ହରାଇ ସେମିକୁ ଉଠିଥିଲେ। ସେମିରେ ଇରାନର ରେଜା ଅହମମାଦାଲି ଅଟ୍ରିନାଘାର୍ଚିଙ୍କୁ ୭-୪ରେ ହରାଇ ସେ ଫାଇନାଲରେ ପ୍ରବେଶ କରିଥିଲେ।


[mc4wp_form id="252536"] All Right Reserved By Dharitri.Com

Posted inଖେଳ View All

ଭାରତୀୟ ଦଳକୁ ମିଳିଲା ଖୁସି ଖବର

ମୁମ୍ବାଇ,୧।୬: ଭାରତୀୟ ଦଳ ନ୍ୟୁଜିଲ୍ୟାଣ୍ଡ ବିପକ୍ଷ ବିଶ୍ୱ ଟେଷ୍ଟ ଚାମ୍ପିଅନସିପ (ଡବ୍ଲ୍ୟୁଟିସି-୨୦୨୧) ଫାଇନାଲ ମ୍ୟାଚ ଏବଂ ଇଂଲଣ୍ଡ ବିପକ୍ଷରେ ପାଞ୍ଚ ଟେଷ୍ଟ ସିରିଜ ପାଇଁ ଜୁନ୍‌...

ମହିଳା କ୍ରିକେଟ ଖେଳାଳିଙ୍କୁ ରାହାନେଙ୍କ ଟିପ୍ସ

ନୂଆଦିଲ୍ଲୀ, ୧୫।୬(ପି.ଟି.)-ଭାରତୀୟ ମହିଳା କ୍ରିକେଟ ଦଳ ଦୀର୍ଘ ୭ ବର୍ଷ ବ୍ୟବଧାନରେ ଟେଷ୍ଟ ମ୍ୟାଚ ଖେଳିବାକୁ ଯାଉଛି। ଇଂଲଣ୍ଡ ବିପକ୍ଷ ଏହି ଗୁରୁତ୍ୱପୂର୍ଣ୍ଣ ମ୍ୟାଚ ପୂର୍ବରୁ...

ଭାରତୀୟ ପେସରଙ୍କ ନାମରେ ପ୍ରଥମ ସେସନ

ସାଉଥାମ୍ପଟନ,୨୨।୬: ଚଳିତ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ ଫାଇନାଲର ୫ମ ଦିନରେ ପ୍ରଥମ ସେସନ ସମ୍ପୂର୍ଣ୍ଣ ରୂପେ ଭାରତୀୟ ପେସରଙ୍କ ନାମରେ ରହିଛି। ଖେଳ ଆରମ୍ଭ ହେବାର...

ଆଇପିଏଲ୍‌ରେ ଦର୍ଶକ ଅନୁମତି ସମ୍ଭାବନା

ନୂଆଦିଲ୍ଲୀ, ୧।୬ ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ଅବଶିଷ୍ଟାଂଶ ଆୟୋଜନ ପାଇଁ ପ୍ରକ୍ରିୟା ଆରମ୍ଭ ହୋଇ ଯାଇଛି। ବିଭିନ୍ନ ପ୍ରସଙ୍ଗରେ ଆଲୋଚନା ଲାଗି ଏକ ବିସିସିଆଇ...

କୋହଲିଙ୍କ ସବୁଠାରୁ ଭଲ ଗୁଣ କ’ଣ ଜାଣନ୍ତି: ପ୍ରଶଂସାରେ ଶତମୁଖ ହୋଇ ଏଭଳି କହିଲେ କୋଚ୍‌…

ନୂଆଦିଲ୍ଲୀ,୫।୬: ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ ଫାଇନାଲରେ ଭାରତ-ନ୍ୟୁଜିଲାଣ୍ଡ ମଧ୍ୟରେ ମୁକାବିଲା ହେବ। ଜୁନ୍‌ ୧୮ରୁ ଡବ୍ଲୁଟିସି ଫାଇନାଲ ଇଂଲଣ୍ଡରେ ଖେଳାଯିବ। ଏହି ମହାମୁକାବିଲା ପୂର୍ବରୁ ଭାରତୀୟ...

୧୧୨ ବଲ୍‌ ଖେଳି କରିଥିଲେ ୧୯ ରନ୍‌; ସେହ୍ବାଗ କହିଲେ ‘ମୋତେ ନିଦ ଆସୁଛି, ଶୋଇବାକୁ ଦିଅ’

ନୂଆଦିଲ୍ଲୀ,୨୩।୬: ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌(ଡବ୍ଲୁଟିସି) ଫାଇନାଲ୍‌ରେ ନ୍ୟୁଜିଲାଣ୍ଡ ଅଧିନାୟକ କେନ୍‌ ଓ୍ବିଲିୟମସନଙ୍କ ଖେଳ ଦେଖି ନିଦ ଆସୁଥିବା କହିଛନ୍ତି ଭାରତୀୟ ଟିମ୍‌ର ପୂର୍ବ ଓପନର ବିରେନ୍ଦ୍ର...

ଆଇସିସି ଉପରେ କୋହଲି ଖପ୍ପା: କଥାରେ କଥାରେ ଦେଲେ ଚେତାବନୀ; କହିଲେ ଏହା ଉପରେ ବିଚାର କରିବା…

ସାଉଥାମ୍ପଟନ,୨୪।୬: ଭାରତୀୟ କ୍ରିକେଟ ଟିମ୍‌ର ମୁଖ୍ୟ ପ୍ରଶିକ୍ଷକ ରବିଶାସ୍ତ୍ରୀଙ୍କ ସ୍ବରରେ ସ୍ବର ମିଳାଇଛନ୍ତି ଅଧିନାୟକ ବିରାଟ କୋହଲି। ଦୁନିଆର ସର୍ବଶ୍ରେଷ୍ଠ ଟେଷ୍ଟ ଦଳକୁ ଗୋଟିଏ ଫାଇନାଲ...

ଡବ୍ଲ୍ୟୁଟିସି ଚାମ୍ପିୟନ ଦଳକୁ ମିଳିବ କ’ଣ

ଦୁବାଇ, ୧୪।୬: ବହୁ ପ୍ରତୀକ୍ଷିତ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ (ଡବ୍ଲ୍ୟୁଟିସି) ଫାଇନାଲ ଆସନ୍ତା ୧୮ ତାରିଖରେ ସାଉଥାମ୍ପଟନଠାରେ ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ଖେଳାଯିବ। ମ୍ୟାଚ୍‌ର...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଭାରତୀୟଙ୍କୁ ବର୍ଣ୍ଣବୈଷମ୍ୟ ଆକ୍ଷେପ: ବଟଲର, ମୋର୍ଗାନଙ୍କ ବିରୋଧରେ ଇସିବିର ତଦନ୍ତ
Next Post Next post:
ଆଜି ସାବିତ୍ରୀ ବ୍ରତ: ଜାଣନ୍ତୁ ଏହିଦିନ କାହିଁକି ପୂଜା କରାଯାଏ ବାଉଁଶ ଗଛ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts