E-Paper
  • logo
  • Tuesday 27th January 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଆମ ଜିଲା ଖବର, ଗଞ୍ଜାମ, ରାଜ୍ୟ

କଲେଜ ଛାତ୍ରୀଙ୍କ ଅଶ୍ଳୀଳ ଫଟୋ ଭାଇରାଲ
9:20 pmJune 17, 2021

ବୁଗୁଡ଼ା,୧୭ା୬: ଗଞ୍ଜାମ ଜିଲା ବୁଗୁଡ଼ା ଥାନା ଅଞ୍ଚଳର ଜନୈକା  କଲେଜ ଛାତ୍ରୀଙ୍କ ଅଶ୍ଳୀଳ ଫଟୋ ଭାଇରାଲ ହୋଇଥିବା ଅଭିଯୋଗ ହୋଇଛି। ଅଭିଯୋଗକୁ ଭିତ୍ତି କରି ଗୁରୁବାର ଜଣେ ଯୁବକଙ୍କୁ ଗିରଫ କରି ପୋଲିସ କୋର୍ଟ ଚାଲାଣ କରିଛି। ଗିରଫ ଯୁବକ ଜଣକ ହେଲେ ନୟାଗଡ଼ ଟାଉନର ସନ୍ତୋଷ କୁମାର ମହାରଣା। ଏନେଇ ବୁଗୁଡ଼ା ଥାନାରେ ଏକ ମାମଲା(ନଂ ୨୯୪/୨୧) ରୁଜୁ ହୋଇଛି।

ନୟାଗଡ଼ର ଏକ କଲେଜରେ ପଢୁଥିବା ବେଳେ ସନ୍ତୋଷଙ୍କ ସହ  ଛାତ୍ରୀଙ୍କ ପ୍ରେମ ସମ୍ପର୍କ ଗଢି ଉଠିଥିଲା। ପ୍ରାୟ ଦେଢ଼ ମାସ ତଳେ ପରିବାର ଲୋକେ ଏହା ଜାଣିବା ପରେ ଝିଅକୁ ଗାଁକୁ ନେଇ ଆସିଥିଲେ। ନିକଟରେ ଝିଅକୁ ଅନ୍ୟତ୍ର ବିବାହ କରିବାକୁ ପରିବାର ଲୋକ ଠିକ୍‌ କରିଥିଲେ। ହେଲେ ଏହି ଖବର ସନ୍ତୋଷ ଜାଣି ରାଗରେ ଝିଅର କେତେକ ଅଶ୍ଳୀଳ ଫଟୋ ଭାଇରାଲ କରିଥିଲେ। ଏପରି କି ବିବାହ ଠିକ୍‌ ହୋଇଥିବା ଯୁବକଙ୍କ ନିକଟକୁ ଫଟୋ ପଠାଇଥିଲେ। ଏନେଇ ଛାତ୍ରୀଙ୍କ ମା’ ବୁଧବାର ବୁଗୁଡ଼ା ଥାନାରେ ଅଭିଯୋଗ କରିଥିଲେ। ଅଭିଯୋଗ ପାଇ ବୁଗୁଡ଼ା ଥାନା ଅତିରିକ୍ତ ଆଇଆଇସି ଶର୍ମିଷ୍ଠା ପ୍ରଧାନ ଘଟଣାର ତଦନ୍ତ କରି ଗୁରୁବାର ସନ୍ତୋଷଙ୍କୁ ଗିରଫ କରିଥିଲେ।


[mc4wp_form id="252536"] All Right Reserved By Dharitri.Com

Posted inଆମ ଜିଲା ଖବର, ଗଞ୍ଜାମ, ରାଜ୍ୟ View All

ବିଷ୍ଣୁପଦଙ୍କ କବିତା ସଙ୍କଳନ ଉନ୍ମୋଚିତ

ଭୁବନେଶ୍ୱର,୧୨ା୬(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ବରିଷ୍ଠ ଅମଲାତନ୍ତ୍ରୀ ବିଷ୍ଣୁପଦ ସେଠୀଙ୍କ ଇଂଲିଶ କବିତା ସଙ୍କଳନ ‘ବିୟଣ୍ଡ ହିୟର୍‌ ଆଣ୍ଡ୍‌ ଅଦର ପୋଏମ୍ସ’କୁ ଉନ୍ମୋଚନ କରିଛନ୍ତି।...

 ସାମାନ୍ୟ ବଚସାରୁ ହତ୍ୟାକାଣ୍ଡ

ହିନ୍ଦୋଳ,୨୧।୬: ଢେଙ୍କାନାଳ ଜିଲା ହିନ୍ଦୋଳ ବ୍ଲକ ରାଶୋଳ ଥାନା ଅନ୍ତର୍ଗତ ଦଣ୍ଡିରୀ ତଳବହାଙ୍ଗିଆ ସାହିରେ ସୋମବାର ଏକ ହତ୍ୟାକାଣ୍ଡ ଘଟିଛି । ଖବରପାଇ ପୋଲିସ ଘଟଣାସ୍ଥଳରେ...

ଆଶଙ୍କା ଭିତରେ ଭଲ ଫଳକୁ ଅପେକ୍ଷା

ଭୁବନେଶ୍ୱର,୧୭।୬: ଦେଶରେ କୋଭିଡ୍‌ ସଂକ୍ରମଣ ଯୋଗୁ ଶିକ୍ଷା ବ୍ୟବସ୍ଥା ବେଶ୍‌ ପ୍ରଭାବିତ ହୋଇଛି। ୨୦୧୯-୨୧ ଶିକ୍ଷାବର୍ଷର କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ପରିଷଦ(ସିବିଏସ୍‌ଇ) ଦ୍ୱାଦଶ ଛାତ୍ରୀଛାତ୍ରମାନେ ପାଠପଢ଼ାଠାରୁ...

ରାଜ୍ୟରେ ମୁଣ୍ଡ ପରେ ମୁଣ୍ଡ ନେଇ ଚାଲିଛି କରୋନା: ଆଜି ୪୫ ଜଣଙ୍କ ମୃତ୍ୟୁ

ଭୁବନେଶ୍ୱର,୮।୬ (ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ୁଥିବା ବେଳେ ମୃତ୍ୟୁ ସଂଖ୍ୟା ମଧ୍ୟ ବଢ଼ୁଛି। ମଙ୍ଗଳବାର ରାଜ୍ୟରେ କରୋନା ଆଉ ୪୫ ଜଣଙ୍କ ଜୀବନ...

ବିଳମ୍ବ ହୋଇପାରେ ପଞ୍ଚାୟତ ନିର୍ବାଚନ

ଭୁବନେଶ୍ୱର,୨୩ା୬(ବ୍ୟୁରୋ): ୨୦୨୨ ମାର୍ଚ୍ଚ ୧୦ରେ ପଞ୍ଚାୟତ ପ୍ରତିନିଧିଙ୍କ କାର୍ଯ୍ୟକାଳ ଶେଷ ହେବାକୁ ଯାଉଛି। ମାତ୍ର ଏ ପର୍ଯ୍ୟନ୍ତ ରାଜ୍ୟ ସରକାର ଓ୍ବାର୍ଡ ପୁନର୍ଗଠନ ଓ ସ୍ଥାନ...

ପରିତ୍ୟକ୍ତ କୂଅରୁ ଆସୁଥିଲା ଦୁର୍ଗନ୍ଧ, ପୋଲିସ ଖୋଜିବା ପରେ ଯାହା ମିଳିଲା…

ସୁନ୍ଦରଗଡ଼,୧୩।୬(ଡି.ଏନ୍‌.ଏ.): ସୁନ୍ଦରଗଡ ସଦର ଥାନା ଅନ୍ତର୍ଗତ କରମଡିହି ଗ୍ରାମ ନିକଟ ବିଜୁ ଏକ୍ସପ୍ରେସ ଓ୍ବେ ରାଜ୍ୟ ରାଜପଥର ଅନତି ଦୂରରେ ଥିବା ଏକ ପରିତ୍ୟକ୍ତ କୂଅ...

ରାଜ୍ୟରେ ୪୦ ତଳେ କରୋନା ମୃତ୍ୟୁ ସଂଖ୍ୟା

ଭୁବନେଶ୍ୱର,୨୨।୬ (ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମୁଥିବା ବେଳେ ମୃତ୍ୟୁ ସଂଖ୍ୟା କମିବାର ନାଁ ନେଉଥିଲା। ମଙ୍ଗଳବାର ସାମାନ୍ୟ ଆଶ୍ୱସ୍ତିକର ଖବର ମିଳିଛି। ଆଜି...

ଆଜି ଆଉ ୩୭ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୩୫୦୮କୁ ବୃଦ୍ଧି

ଭୁବନେଶ୍ୱର,୧୮ା୬(ବ୍ୟୁରୋ): ଶୁକ୍ରବାର କରୋନା ମହାମାରୀ ରାଜ୍ୟରୁ ଆଉ ୩୭ ଜଣଙ୍କ ଜୀବନ ନେଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଟିମ୍‌ ଇଣ୍ଡିଆକୁ ଏମିତି ପରାମର୍ଶ ଦେଲେ ଗାଙ୍ଗୁଲି
Next Post Next post:
ଭାରତୀୟ ଦଳ ଘୋଷିତ: ଅଶ୍ୱିନ, ଜାଡେଜାଙ୍କୁ ମିଳିଲା ସ୍ଥାନ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts