E-Paper
  • logo
  • Friday 27th March 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inବାଣିଜ୍ୟ

ଡାକ ବିଭାଗର ବିଶେଷ ରଦ୍ଦକରଣ କାର୍ଯ୍ୟକ୍ରମ
9:15 amJune 21, 2021June 27, 2021

ଭୁବନେଶ୍ୱର: ଚଳିତ ମାସ ୨୧ରେ ବିଶ୍ୱ ଯୋଗ ଦିବସର ମହତ୍ତ୍ୱ ପ୍ରତିପାଦନ ନିମିତ୍ତ ଭାରତୀୟ ଡାକ ବିଭାଗ ପକ୍ଷରୁ ଏକ ବିଶେଷ ରଦ୍ଦକରଣ (ସ୍ପେଶାଲ କ୍ୟାନସେଲେଶନ) ଜାରି କରୁଛି। ଏହି ଅନନ୍ୟ ପଦକ୍ଷେପ ସପ୍ତମ ଅନ୍ତର୍ଜାତୀୟ ଯୋଗ ଦିବସକୁ ସ୍ମରଣୀୟ କରିବ। ବିଭାଗ ପକ୍ଷରୁ ସାରା ଦେଶରେ ଏହାର ୮୧୦ ପ୍ରଧାନ ଡାକଘର ମାଧ୍ୟମରେ ଏକ ଚିତ୍ରିତ ରେଖାଙ୍କନ ସହିତ ଏକ ବିଶେଷ ରଦ୍ଦକରଣ ପ୍ରଦାନ କରିବ। ଏପ୍ରକାର ସର୍ବବୃହତ୍‌ ଏକକାଳୀନ ଡାକଟିକଟ ସଂଗ୍ରହ ସ୍ମୃତିଚାରଣ ମଧ୍ୟରେ ଏହା ପରିଗଣିତ ହେବାକୁ ଯାଉଛି। ଭୁବନେଶ୍ୱର ଜିପିଓ ଏବଂ ଖୋର୍ଦ୍ଧା ପ୍ରଧାନ ଡାକଘର ଆନୁକୂଲ୍ୟରେ ଡାକଟିକଟ ସଂଗ୍ରହର ଏକ ବ୍ୟାପକ ଆଦୃତି ରହିଛି। ଏହି ଅଫିସ ମାଧ୍ୟମରେ ୯୯୩ ସଂଖ୍ୟକ ଫିଲାଟେଲିକ ଜମାଖାତା ଖୋଲାଯାଇଛି। ଭୁବନେଶ୍ୱର ଜିପିଓ ଏବଂ ଖୋର୍ଦ୍ଧା ପ୍ରଧାନ ଡାକଘରେ ଏକ ବିଶେଷ ରଦ୍ଦକରଣ କାର୍ଯ୍ୟକ୍ରମ ଭର୍ଚୁଆଲ ମୋଡରେ ଅନୁଷ୍ଠିତ ହେବ। ଓଡିଶା ଡାକ ପରିମଣ୍ଡଳର ନିର୍ଦ୍ଦେଶକ (ମୁଖ୍ୟାଳୟ) ଆଦିତ୍ୟ କୁମାର ନାୟକ ଏହାକୁ ଉନ୍ମୋଚନ କରିବେ। କାର୍ଯ୍ୟକ୍ରମରେ ଭୁବନେଶ୍ୱର ଡାକ ମଣ୍ଡଳର ବରିଷ୍ଠ ଡାକ ଅଧୀକ୍ଷକ ବସନ୍ତ କୁମାର ପଣ୍ଡା, ଭୁବନେଶ୍ୱର ଜିପିଓର ବରିଷ୍ଠ ଡାକପାଳ ଜୁମ୍ବେଲ ମୁଣ୍ଡା ଉପସ୍ଥିତ ରହିବେ।


[mc4wp_form id="252536"] All Right Reserved By Dharitri.Com

Posted inବାଣିଜ୍ୟ View All

କୋଲ୍‌ ଇଣ୍ଡିଆ ଦେଇପାରେ ଅତିରିକ୍ତ ଡିଭିଡେଣ୍ଡ

ନୂଆଦିଲ୍ଲୀ: କୋଲ୍‌ ଇଣ୍ଡିଆ ଏହାର ଅଂଶୀଦାରଙ୍କୁ ୨୦ରୁ ୨୫ ପ୍ରତିଶତ ଅତିରିକ୍ତ ଡିଭିଡେଣ୍ଡ ଦେଇପାରେ। ସୋମବାର ହେବାକୁ ଥିବା କମ୍ପାନୀର ବୋର୍ଡ ବୈଠକରେ ଏ ନେଇ...

୫ଜି ଟେକ୍ନୋଲୋଜି ସୁରକ୍ଷିତ:ସିଓଏଆଇ

ନୂଆଦିଲ୍ଲୀ: ଆଗାମୀ ଦିନରେ ଆସିବାକୁ ଥିବା ୫ଜି ଟେକ୍ନୋଲୋଜି ସୁରକ୍ଷିତ। ସ୍ବାସ୍ଥ୍ୟ ଉପରେ ଏହାର କୌଣସି ପ୍ରଭାବ ପଡିବନାହିଁ। ବର୍ତ୍ତମାନ ଭ୍ରାନ୍ତ ଧାରଣା ଏବଂ ଗୁଜବ...

ରାଷ୍ଟ୍ରାୟତ୍ତ ତେଲ କମ୍ପାନୀ ଏଫ୍‌ଡିଆଇ ସୀମା ବଢ଼ିପାରେ

ନୂଆଦିଲ୍ଲୀ: କେନ୍ଦ୍ର ସରକାର ରାଷ୍ଟ୍ରାୟତ୍ତ ତୈଳ କମ୍ପାନୀଗୁଡ଼ିକରେ ପୁଞ୍ଜି ପ୍ରତ୍ୟାହାର ଯୋଜନାକୁ ଆଗକୁ ବଢ଼ାଉଛନ୍ତି। ଏ କ୍ଷେତ୍ରରେ ବିଦେଶୀ ପ୍ରତ୍ୟକ୍ଷ ପୁଞ୍ଜି ନିବେଶ(ଏଫ୍‌ଡିଆଇ) ନିୟମ ପ୍ରତିବନ୍ଧକ...

ଡିଏପି ସାର ସବ୍‌ସିଡି ୭୦୦ ଟଙ୍କା ବୃଦ୍ଧି

ନୂଆଦିଲ୍ଲୀ,୧୭।୬:  କେନ୍ଦ୍ର ସରକାର ଡିଏପି ସାର ଉପରେ ବ୍ୟାଗ୍‌ ପିଛା ସବ୍‌ସିଡିକୁ ୭୦୦ ଟଙ୍କା ବଢ଼ାଇଛନ୍ତି। ବୁଧବାର କେନ୍ଦ୍ର କ୍ୟାବିନେଟ୍‌ ଏ ସଂକ୍ରାନ୍ତ ପ୍ରସ୍ତାବକୁ ମଞ୍ଜୁରୀ ପ୍ରଦାନ...

ସତର୍କ କଲା ଏସ୍‌ବିଆଇ: ଜୁନ୍‌ ୩୦ ମଧ୍ୟରେ କରି ନିଅନ୍ତୁ ଏହି କାମ; ନଚେତ…

ନୂଆଦିଲ୍ଲୀ,୨।୬: ଷ୍ଟେଟ୍‌ ବ୍ୟାଙ୍କ ଅଫ୍‌ ଇଣ୍ଡିଆ(ଏସ୍‌ବିଆଇ) ଗ୍ରାହକମାନଙ୍କୁ ଜୁନ୍‌ ୩୦ ସୁଦ୍ଧା ସେମାନଙ୍କର ପାନ୍‌-ଆଧାର ଲିଙ୍କ୍‌ କରିବାକୁ କହିଛି। ଏହାଦ୍ୱାରା ସେମାନେ ଭବିଷ୍ୟତରେ କୌଣସି ପ୍ରକାରର...

ଅର୍ଥ ବ୍ୟବସ୍ଥା ପାଇଁ ଆସିପାରେ ଅଧିକ ପଦକ୍ଷେପ

ନୂଆଦିଲ୍ଲୀ:  କରୋନା ମହାମାରୀ ଦ୍ୱିତୀୟ ଲହର ଯୋଗୁ ଦେଶର ଅର୍ଥ ବ୍ୟବସ୍ଥା ବର୍ତ୍ତମାନ ପ୍ରଭାବିତ ହୋଇ ରହିଛି। କ୍ଷତିଗ୍ରସ୍ତ ଅର୍ଥ ବ୍ୟବସ୍ଥାକୁ ପୁଣି ଥରେ ପ୍ରୋତ୍ସାହିତ କରିବା...

ତେଲ ଦରରୁ ଏବେ ମିଳିବନି ଆଶ୍ୱସ୍ତି

ନୂଆଦିଲ୍ଲୀ: କରୋନା କାଳରେ ଲୋକମାନେ ଅତ୍ୟାବଶ୍ୟକ ସାମଗ୍ରୀର ଦରଦାମ ବୃଦ୍ଧି ଜନିତ ଚିନ୍ତାରେ ରହିଛନ୍ତି। ଦେଶର ବିଭିନ୍ନ ରାଜ୍ୟରେ ତେଲ ଦର ବର୍ତ୍ତମାନ ୧୦୦ ଟଙ୍କା...

ମନୋହରପୁର ଖଣିରୁ ଓପିଜିସିକୁ କୋଇଲା ଯୋଗାଣ

ଭୁବନେଶ୍ୱର: ଓଡ଼ିଶା କୋଲ୍‌ ଆଣ୍ଡ ପାଓ୍ବାର ଲିମିଟେଡ୍‌ (ଓସିପିଏଲ୍‌) ମନୋହରପୁର ଖଣିରୁ ଓଡ଼ିଶା ପାଓ୍ବାର ଜେନେରେଶନ କର୍ପୋରେଶନ (ଓପିଜିସି)କୁ କୋଇଲା ଯୋଗାଣ ଶୁଭାରମ୍ଭ ହୋଇଛି। ଓସିପିଏଲ୍‌...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ବେଲ୍‌ଗ୍ରେଡ ଟ୍ରଫି ସୁଇମିଂ: ସଜନ, ଶ୍ରୀହରିଙ୍କୁ ସ୍ବର୍ଣ୍ଣ ପଦକ
Next Post Next post:
ଆଜିଠୁ କ୍ୟାମ୍ପେନ୍‌ ମୋଡ୍‌ରେ ଟିକାକରଣ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts