E-Paper
  • logo
  • Monday 15th June 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଜାତୀୟ

ବାରମ୍ବାର କଟୁଥିଲା ବିଜୁଳି, ଯାଞ୍ଚ ପାଇଁ ଖୁଣ୍ଟରେ ଚଢ଼ିଲେ ଶକ୍ତିମନ୍ତ୍ରୀ; ଆଉ ତା’ ପରେ…
1:39 pmJune 19, 2021

ଭୋପାଳ,୧୯ା୬: ଗ୍ବାଲିୟରରେ ବାରମ୍ବାର ବିଜୁଳି କଟୁଥିବାରୁ ମଧ୍ୟପ୍ରଦେଶର ଶକ୍ତିମନ୍ତ୍ରୀ ପ୍ରଦ୍ୟୁମ୍ନ ତୋମର ଯାଞ୍ଚ କରିବା ପାଇଁ ଇଲେକ୍ଟ୍ରି ଖୁଣ୍ଟରେ ଚଢ଼ିଥିଲେ। ଶିଡ଼ି ସାହାଯ୍ୟରେ ଖୁଣ୍ଟରେ ଚଢ଼ି ମନ୍ତ୍ରୀ ଅନାବନା ଗଛଲଟା କାଟି ସଫା କରିଛନ୍ତି। ଟ୍ରାନ୍ସଫର୍ମର ସଫା କରିବା ସହ ବିଜୁଳି ସପ୍ଲାଏ ଅବରୋଧ କରୁଥିବା କମ୍ପାନୀକୁ ତାଗିଦ କରିଛନ୍ତି। ଫଳରେ ବିଦ୍ୟୁତ୍‌ କର୍ମଚାରୀ ସାଧାରଣ ଲୋକଙ୍କୁ କ୍ଷମା ମାଗିଛନ୍ତି।

ଶକ୍ତିମନ୍ତ୍ରୀ କହିଛନ୍ତି, ଗ୍ବାଲିୟରରେ ବିଜୁଳି କାଟ୍‌ ସମସ୍ୟା ଲାଗି ରହୁଥିଲେ ହେଁ ଅଧିକାରୀମାନେ ଏଥିପ୍ରତି ଗୁରୁତ୍ୱ ଦେଉନାହାନ୍ତି। ମନ୍ତ୍ରୀ ନିଜେ ବିଜୁଳି ସମସ୍ୟା ବୁଝିବାକୁ ଖୁଣ୍ଟରେ ଚଢ଼ିବାରୁ ବିଦ୍ୟୁତ୍‌ ବିଭାଗର ୩ ଏମ୍‌ଡି ସମସ୍ୟା ଠିକ୍‌ କରିବାକୁ ପ୍ରତିଶ୍ରୁତି ଦେଇଛନ୍ତି। ଯଦି ନିର୍ଦ୍ଦେଶ ପାଳନ ନ କରିବେ ତେବେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ମନ୍ତ୍ରୀ ଚେତାବନୀ ଦେଇଛନ୍ତି।


[mc4wp_form id="252536"] All Right Reserved By Dharitri.Com

Posted inଜାତୀୟ View All

ରାଜ୍ୟରେ ୩ହଜାରରୁ ଊର୍ଦ୍ଧ୍ୱ ଆକ୍ରାନ୍ତ ଚିହ୍ନଟ: ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୧୯।୬(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ଧୀରେ ଧୀରେ ନିୟନ୍ତ୍ରଣକୁ ଆସୁଛି। ଗତ କିଛି ଦିରୁ ନୂଆ ଦୈନିକ ସଂକମ୍ରଣ ସଂଖ୍ୟା ୪ହଜାରରୁ ତଳେ ରହିଛି। ଶୁକ୍ରବାର...

ସେପ୍ଟେମ୍ବରରେ ନୋଭାଭାକ୍ସ

ନୂଆଦିଲ୍ଲୀ, ୧୮।୬:ଆମେରିକୀୟ ବାୟୋଟେକ୍‌ନୋଲୋଜି କମ୍ପାନୀ ନୋଭାଭାକ୍ସ ପ୍ରସ୍ତୁତ କରିଥିବା କୋଭିଡ୍‌ ଟିକା ୯୦ ପ୍ରତିଶତ ଫଳପ୍ରଦ ଏବଂ ନିରାପଦ ବୋଲି ପ୍ରାରମ୍ଭିକ ଫଳାଫଳରୁ ସ୍ପଷ୍ଟ ହୋଇଛି।...

ମନ୍ଦିର ଦର୍ଶନକୁ ନେଇ ପୋଲିସ-ପୁରୋହିତ ମୁହାଁମୁହିଁ

ମିର୍ଜାପୁର,୨୧।୬: ଉତ୍ତରପ୍ରଦେଶର ବିନ୍ଧ୍ୟାଞ୍ଚଳରେ ଥିବା ପ୍ରସିଦ୍ଧ ମା’ ବିନ୍ଧବାସିନି ମନ୍ଦିରରେ ଦର୍ଶନ ଓ ପୂଜାକୁ ନେଇ ରବିବାର ପୋଲିସ ଓ ପୁରୋହିତ ମୁହାଁମୁହିଁ ହୋଇଥିବା ଜଣାପଡ଼ିଛି।...

କରୋନା ଯୋଗୁ ଚାକିରୀ ହରାଇ ନାଳ ସଫା କରୁଛନ୍ତି ଆଇଟି ଇଞ୍ଜିନିୟର: ସୋସିଆଲ୍‌ ମିଡ଼ିଆରେ ଭାଇରାଲ…

ମମ୍ବ୍ରା,୧୩।୬: କରୋନା ମହାମାରୀ ସଂକ୍ରମଣ ଯୋଗୁ ଘୋଷଣା ହୋଇଥିବା ଲକ୍‌ଡାଉନ୍‌ ଯୋଗୁ ଚାକିରୀ ହରାଇ ବହୁ ଆଇଟି ଇଞ୍ଜିନିୟର ଏବଂ ସାଧାରଣ ଗ୍ରାଜୁଏଟ୍‌ଙ୍କ ଆର୍ଥିକ ଅବସ୍ଥା...

ଦିଲ୍ଲୀରେ ଡ୍ୟାମେଜ୍‌ କଣ୍ଟ୍ରୋଲ୍‌

ନୂଆଦିଲ୍ଲୀ,୧୧ା୬:ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଗୁରୁବାର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ୍‌ ଶାହାଙ୍କୁ ଭେଟିଛନ୍ତି। ସେ ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ ସାକ୍ଷାତ କରିବା କାର୍ଯ୍ୟକ୍ରମ...

ପାଣି ପାଇଁ କରୋନା ସଂକ୍ରମଣ ଅବା ମୃତ୍ୟୁକୁ ନାହିଁ ଭୟ…

ନୂଆଦିଲ୍ଲୀ,୧୩।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ଲୋକଙ୍କ ମଧ୍ୟରେ ଆତଙ୍କ ସୃଷ୍ଟି ହୋଇଛି। ରାଜଧାନୀ ଦିଲ୍ଲୀରେ କରୋନା ଯୋଗୁ ଭୟଙ୍କର ସ୍ଥିତି ଦେଖାଦେଇଛି। ତେବେ...

ନୂଆ ଆକ୍ରାନ୍ତ ସଂଖ୍ୟା ୫୦ ହଜାରରୁ କମ୍‌…

ନୂଆଦିଲ୍ଲୀ,୨୨।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତିରେ ଧୀରେଧୀରେ ସୁଧାର ଆସୁଛି। ଲକ୍‌ଡାଉନ୍‌ ପ୍ରଭାବରୁ ସଂକ୍ରମଣ କମିବାରେ ଲାଗିଛି। ଦେଶରେ ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ୫୦...

ରାଜ୍ୟକୁ ତଥ୍ୟ ମାଗିଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨ା୬: ମହାମାରୀ ସମୟରେ ଜେଲରେ ଭିଡ଼ କମାଇବା ପାଇଁ କେତେଜଣ କଏଦୀଙ୍କୁ ଜାମିନ ଦିଆଯାଇଛି ସେନେଇ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳଗୁଡ଼ିକୁ ମଙ୍ଗଳବାର ସୁପ୍ରିମକୋର୍ଟ ବିସ୍ତୃତ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
୬୧ ବର୍ଷୀୟ ବ୍ୟକ୍ତିଙ୍କ ପେଟରୁ ଅଢ଼େଇ କିଲୋର ଟ୍ୟୁମର ବାହାର କଲେ ଡାକ୍ତର
Next Post Next post:
ଚଳନ୍ତା କାର୍‌ରେ ଯୁବତୀଙ୍କ ସହ ଶାରୀରିକ ସମ୍ପର୍କ ରଖିଲେ ଯୁବକ, ଘଟିଲା ଏମିତି…

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts