ଭୋପାଳ,୧୯ା୬: ଗ୍ବାଲିୟରରେ ବାରମ୍ବାର ବିଜୁଳି କଟୁଥିବାରୁ ମଧ୍ୟପ୍ରଦେଶର ଶକ୍ତିମନ୍ତ୍ରୀ ପ୍ରଦ୍ୟୁମ୍ନ ତୋମର ଯାଞ୍ଚ କରିବା ପାଇଁ ଇଲେକ୍ଟ୍ରି ଖୁଣ୍ଟରେ ଚଢ଼ିଥିଲେ। ଶିଡ଼ି ସାହାଯ୍ୟରେ ଖୁଣ୍ଟରେ ଚଢ଼ି ମନ୍ତ୍ରୀ ଅନାବନା ଗଛଲଟା କାଟି ସଫା କରିଛନ୍ତି। ଟ୍ରାନ୍ସଫର୍ମର ସଫା କରିବା ସହ ବିଜୁଳି ସପ୍ଲାଏ ଅବରୋଧ କରୁଥିବା କମ୍ପାନୀକୁ ତାଗିଦ କରିଛନ୍ତି। ଫଳରେ ବିଦ୍ୟୁତ୍ କର୍ମଚାରୀ ସାଧାରଣ ଲୋକଙ୍କୁ କ୍ଷମା ମାଗିଛନ୍ତି।
ଶକ୍ତିମନ୍ତ୍ରୀ କହିଛନ୍ତି, ଗ୍ବାଲିୟରରେ ବିଜୁଳି କାଟ୍ ସମସ୍ୟା ଲାଗି ରହୁଥିଲେ ହେଁ ଅଧିକାରୀମାନେ ଏଥିପ୍ରତି ଗୁରୁତ୍ୱ ଦେଉନାହାନ୍ତି। ମନ୍ତ୍ରୀ ନିଜେ ବିଜୁଳି ସମସ୍ୟା ବୁଝିବାକୁ ଖୁଣ୍ଟରେ ଚଢ଼ିବାରୁ ବିଦ୍ୟୁତ୍ ବିଭାଗର ୩ ଏମ୍ଡି ସମସ୍ୟା ଠିକ୍ କରିବାକୁ ପ୍ରତିଶ୍ରୁତି ଦେଇଛନ୍ତି। ଯଦି ନିର୍ଦ୍ଦେଶ ପାଳନ ନ କରିବେ ତେବେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ମନ୍ତ୍ରୀ ଚେତାବନୀ ଦେଇଛନ୍ତି।
ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…
ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…
ବେଗୁନିଆ,୨୮।୬(ଡି.ଏନ୍.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…
ଜଗତ୍ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍ (ପାଚେରି)…
ଅନୁଗୋଳ ଅଫିସ,୨୮ା୬: ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍)ରେ ଚାଉଳ ଓ…
ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…
This website uses cookies.