E-Paper
  • logo
  • Sunday 29th March 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଅପରାଧ, ଆମ ଜିଲା ଖବର, କଟକ, ରାଜ୍ୟ

ଝାରପଡ଼ା ଜେଲରୁ ମୁକୁଳିଲେ ଗୋପାଳପୁର ବିଧାୟକ
5:23 pmJune 12, 2021June 27, 2021

କଟକ ଅଫିସ,୧୨।୬: ଝାରପଡ଼ା ଜେଲ୍‌ରୁ ମୁକୁଳିଲେ ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀ। ଷଷ୍ଠ ମାମଲାରେ ହାଇକୋର୍ଟ ସର୍ତ୍ତମୂଳକ ଜାମିନ ପ୍ରଦାନ କରିବା ପରେ ଶନିବାର ସେ ଜେଲରୁ ବାହାରିଛନ୍ତି। ତେବେ ଜେଲରୁ ବାହାରିବା ପରେ ଗଣମାଧ୍ୟମ ପ୍ରତିନିଧିଙ୍କୁ ସେ କୌଣସି ପ୍ରତିକ୍ରିୟା ଦେଇ ନାହାନ୍ତି।

ପ୍ରକାଶ ଯେ, ଠକେଇ ଅଭିଯୋଗରେ ଡିସେମ୍ବର ୩ ତାରିଖରେ କ୍ରାଇମ୍‌ବ୍ରାଞ୍ଚ ପ୍ରଦୀପଙ୍କୁ ଗିରଫ କରିଥିଲା। ଏହାପରେ ସେ ଝାରପଡ଼ା ଜେଲରେ ଥିଲେ। ତାଙ୍କ ନାମରେ ମୋଟ ୬ ମାମଲା ଥିଲା। ସେଥିରୁ ୫ଟି ମାମଲାରେ ତାଙ୍କୁ ଜାମିନ ମିଳିଥିଲା। ଶୁକ୍ରବାର ୬ଷ୍ଠ ମାମଲାରେ ହାଇକୋର୍ଟ ତାଙ୍କୁ ଜାମିନ ପ୍ରଦାନ କରିଥିlଲେ। ୨ ଲକ୍ଷ ଟଙ୍କା ଲେଖାଏ ୨ଜଣ ଜାମିନଦାରଙ୍କ ବଦଳରେ ହାଇକୋର୍ଟ ପ୍ରଦୀପଙ୍କୁ ଜାମିନ ଦେଇଥିଲେ। ଏଥିସହ ନିମ୍ନ କୋର୍ଟରେ ୨ ଲକ୍ଷ ଟଙ୍କା ଜମା କରିବାକୁ ନିର୍ଦ୍ଦେଶ ଦେଇଥିଲେ।


[mc4wp_form id="252536"] All Right Reserved By Dharitri.Com

Posted inଅପରାଧ, ଆମ ଜିଲା ଖବର, କଟକ, ରାଜ୍ୟ View All

ପ୍ରେମ ନିବେଦନ ପ୍ରତ୍ୟାଖ୍ୟାନ: ନାବାଳିକାଙ୍କୁ ଗୋଡ଼େଇ ଗୋଡ଼େଇ ଛୁରି ଭୁଷିଲେ

ଖଇରା,୧୦।୬- ପ୍ରେମ ନିବେଦନରେ ବିଫଳ ହେବାରୁ ନାବାଳିକାଙ୍କୁ ଗୋଡ଼େଇ ଗୋଡ଼େଇ ଛୁରି ଭୁଷିଲେ ଯୁବକ। ବାଲେଶ୍ବର ଜିଲା ଖଇରା ଥାନା ଅଞ୍ଚଳରୁ ସାମ୍ନାକୁ ଆସିଛି ଏଭଳି...

ଏଥର ବି ଲକ୍‌ଡାଉନ୍‌ରେ କଟିବ ରଜ; ଅନ୍‌ଲାଇନରେ ରଜପାନ, ସହର ବୁଲିବ ‘ପିଠା ଅନ୍‌ ହ୍ବିଲ୍‌’

ଭୁବନେଶ୍ୱର, ୧୩।୬ (ବ୍ୟୁରୋ): ଗତବର୍ଷ କରୋନା ପାଇଁ ଗଣପର୍ବ ରଜ ଫିକା ପଡିଥିଲା। ଲକ୍‌ଡାଉନ୍‌ କଟକଣା ଯୋଗୁ ଲୋକେ ଘରୁ ପଦାକୁ ବାହାରି ନ ପାରିବାରୁ...

ନେଟ୍‌ଓ୍ବର୍କ ପାଇବାକୁ ନୟାନ୍ତ

ବଇଣ୍ଡା,୨୧ା୬: ପୂର୍ବରୁ କେବଳ ଯୋଗାଯୋଗର ମାଧ୍ୟମ ଥିବା ମୋବାଇଲ ଏବେ ଏକ ଜରୁରୀ ଆବଶ୍ୟକତା ହୋଇଯାଇଛି। ସ୍ମାର୍ଟ ତଥା ବ୍ୟସ୍ତ ଜୀବନର ତ ଏହା ଗୁରୁତ୍ୱପୂର୍ଣ୍ଣ ଅଙ୍ଗ...

ଥମୁନି ମୃତ୍ୟୁ ସଂଖ୍ୟା: ଦିନକରେ କରୋନା ନେଲା ୩୯ ଜୀବନ

ଭୁବନେଶ୍ୱର,୪।୬(ବ୍ୟୁରୋ): ରାଜ୍ୟରେ ଶୁକ୍ରବାର କରୋନାରେ ୩୯ଜଣ ଆଖି ବୁଜିଛନ୍ତି। ଏହା ସହିତ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୦୯୧୨ରେ ପହଞ୍ଚିଯାଇଛି। ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ...

ଶ୍ରମିକଙ୍କୁ ପଥରରେ ଛେଚି ମାରିଲେ ସାଥୀ

ଭୁବନେଶ୍ୱର,୧୩।୬(ବ୍ୟୁରୋ): ରାଜଧାନୀରେ ପୁଣି ଜଣେ ଶ୍ରମିକଙ୍କୁ ହତ୍ୟା। ଗତ ୮ ତାରିଖରେ ମାଷ୍ଟରକ୍ୟାଣ୍ଟିନ ଛକରେ ଜଣେ ଶ୍ରମିକଙ୍କୁ ତାଙ୍କ ସହଯୋଗୀ ପଥରରେ ଛେଚି ହତ୍ୟା କରିଥିବାବେଳେ...

ଆଇସିୟୁ, ଭେଣ୍ଟିଲେଟର ନାହିଁ

ସୋନପୁର,୧୯।୫(ନି.ପ୍ର.) – କରୋନାର ଦ୍ୱିତୀୟ ଲହର ସୁବର୍ଣ୍ଣପୁର ଜିଲାର ଜନସାଧାରଣଙ୍କୁ ହନ୍ତସନ୍ତ କରୁଛି। ପ୍ରତିଦିନ ଶତାଧିକ ଲୋକ ସଂକ୍ରମିତ ହେଉଛନ୍ତି। ଅସୁସ୍ଥଙ୍କ ସଂଖ୍ୟା ବୃଦ୍ଧି ପାଇବାରେ...

ଗୁଣିଗାରେଡି ସନ୍ଦେହରେ ହତ୍ୟା ଘଟଣା: ୧୩ ଗିରଫ ପରେ ଗାଁ ପୁରୁଷଶୂନ୍ୟ

ଛତ୍ରପୁର,୨୦।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଶ୍ରୀରାମଚନ୍ଦ୍ରପୁର ପଞ୍ଚାୟତ ରାମେୟାପଲ୍ଲୀ ଗ୍ରାମରେ ଶନିବାର ଗୁଣିଆ ସନ୍ଦେହରେ ଗ୍ରାମର ୩୦ରୁ ଊର୍ଦ୍ଧ୍ୱ ବ୍ୟକ୍ତି ସଂଘବଦ୍ଧ ଭାବେ ବ୍ରହ୍ମପୁର...

ପଦ୍ମଫୁଲ ତୋଳିବା ହେଲା କାଳ

ଝାରସୁଗୁଡ଼ା ଅଫିସ୍‌,୧୩।୬: ଝାରସୁଗୁଡ଼ା ଜିଲା ବନହରପାଲି ଥାନା ଅଧୀନ ତାଳବେର୍ଣ୍ଣା ଗ୍ରାମର ଏକ ପୋଖରୀରେ ରବିବାର ପଦ୍ମଫୁଲ ତୋଳିବାକୁ ଯାଇଥିବା ଜଣେ ବ୍ୟକ୍ତି ପାଣିରେ ବୁଡି...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଭାରତ- ଇଣ୍ଟରନେଟ୍‌ କମ୍ପାନୀ ସହ କାମ କରିବାକୁ ଚାହୁଁଛି ଆମେରିକା
Next Post Next post:
ବିନା ଭକ୍ତରେ ହେବ ସ୍ନାନ ଯାତ୍ରା

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts