ଚଳଚ୍ଚିତ୍ର ଇଣ୍ଡଷ୍ଟ୍ରିର ଅନେକ ସେଲିବ୍ରିଟି ଲକ୍ଡାଉନ୍ ସମୟରେ ବିବାହ କରିଛନ୍ତି। ଏବେ ଏହି କ୍ରମରେ ସାମିଲ ହୋଇଛନ୍ତି ଦକ୍ଷିଣ ଫିଲ୍ମ ଇଣ୍ଡଷ୍ଟ୍ରୀର ପ୍ରସିଦ୍ଧ ଅଭିନେତ୍ରୀ ପ୍ରଣିଥା ସୁଭାଷ। ପ୍ରଣିଥା ବିବାହ ଫଟୋ ନିଜ ଇନଷ୍ଟାଗ୍ରାମ ପୋଷ୍ଟରେ ଶେୟାର କରି ଏନେଇ ସୂଚନା ଦେଇଛନ୍ତି। ସେ ବ୍ୟବସାୟୀ ନିତିନ ରାଜୁଙ୍କୁ ବିବାହ କରିଛନ୍ତି। ମେ ୩୦ରେ ପରିବାର ସଦସ୍ୟ ଏବଂ ସାଙ୍ଗମାନଙ୍କ ମଧ୍ୟରେ ଦୁହେଁ ସାତ ଫେରା ନେଇଥିଲେ।
ବେଙ୍ଗାଲୁରୁରେ ଏକ ଛୋଟ ସମାରୋହରେ ପ୍ରଣଥା ଏବଂ ନିତିନ ବିବାହ କରନ୍ତି। ଉଭୟ ନିଜ ବିବାହକୁ ବହୁ ଧୁମ୍ଧାମରେ କରିବାକୁ ଚାହୁଁଥିଲେ, କିନ୍ତୁ କରୋନାର ଦ୍ୱିତୀୟ ଲହର ହେତୁ ଏହି ବିବାହକୁ ଏକ ଛୋଟ ସମାରୋହରେ ଆୟୋଜନ କରିବାକୁ ପଡିଲା। ପ୍ରଣିଥା ଏବଂ ନିତିନଙ୍କ ସୁନ୍ଦର ଫଟୋ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଏହା ସହିତ ପ୍ରଣିଥା ମଧ୍ୟ ତାଙ୍କ ପ୍ରଶଂସକଙ୍କୁ ପୂର୍ବରୁ ଜଣାଇ ନ ଥିବାରୁ କ୍ଷମା ମାଗିଛନ୍ତି।
ପ୍ରଣିଥା ସୁଭାଷ ଦକ୍ଷିଣ ଭାରତୀୟ ଚଳଚ୍ଚିତ୍ରର ଜଣେ ସକ୍ରିୟ ଅଭିନେତ୍ରୀ। ସେ ୨୦୧୦ ମସିହାରେ କନ୍ନଡ ଚଳଚ୍ଚିତ୍ର ‘ପୋର୍କି’ ସହିତ ନିଜର କ୍ୟାରିଅର୍ ଆରମ୍ଭ କରିଥିଲେ। ଏଥି ସହିତ ପ୍ରଣିଥା ଖୁବ ଶୀଘ୍ର ବଲିଉଡରେ ଡେବ୍ୟୁ କରିବାକୁ ଯାଉଛନ୍ତି। ସେ ଅଜୟ ଦେବଗନଙ୍କ ସହ ତାଙ୍କର ଆଗାମୀ ଚଳଚ୍ଚିତ୍ର ‘ଭୁଜ: ଦି ପ୍ରାଇଡ ଅଫ ଇଣ୍ଡିଆ’ରେ ନଜର ଆସିବାକୁ ଯାଉଛନ୍ତି। ଏହା ବ୍ୟତୀତ ସେ ଶିଳ୍ପା ଶେଟ୍ଟୀଙ୍କ ସହ ‘ହଙ୍ଗାମା ୨’ରେ ମଧ୍ୟ ନଜର ଆସିବେ।
ଅଭିନୟ ପାଇଁ କମାଇଥିଲେ ଓଜନ…
ମୁମ୍ବାଇ,୯।୬: ବଲିଉଡ ନାୟିକା ସୋନମ କପୁରଙ୍କୁ ବୁଧବାର ୩୬ ବର୍ଷ ପୂରଣ ହୋଇଛି। ୧୯୮୫ ଜୁନ ୯ରେ ମୁମ୍ବାଇର ଚେମ୍ବୁରଠାରେ ସେ ଜନ୍ମ ଗ୍ରହଣ କରିଥିଲେ।...
ଏକଦା ରାହୁଲ ଗାନ୍ଧୀଙ୍କୁ ଡେଟ୍ କରିବାକୁ ଚାହୁଁଥିଲେ ଏହି ଲୋକପ୍ରିୟ ଅଭିନେତ୍ରୀ: କହିଥିଲେ..
ବମ୍ବେ: ଅନୁଷ୍କାଙ୍କ ପରେ ଖୁସି ଖବର ଶୁଣାଇଛନ୍ତି ବେବୋ। ଦ୍ୱିତୀୟ ଥର ପାଇଁ ସେ ମା’ ହୋଇଛନ୍ତି। ଏହାକୁ ନେଇ କରିନା ଚର୍ଚ୍ଚାରେ ରହୁଛନ୍ତି। ନିଜେ...
ଜାମିନ୍ରେ ମୁକୁଳି କରନ୍ଙ୍କ ପାଲଟା ଅଭିଯୋଗ: ମୋତେ ଫସାଇବା ପାଇଁ ସ୍ତ୍ରୀ ନିଜେ କାନ୍ଥରେ ନିଜ ମୁଣ୍ଡ ପିଟିଥିଲେ, ପରିବାରକୁ…
ବମ୍ବେ: ବିବାହର ୯ ବର୍ଷ ପରେ ସମ୍ପର୍କରେ ଫାଟ ନେଇ ନାନାଦି ଚର୍ଚ୍ଚା ପରେ ଏବେ ଦାଣ୍ଡରେ ପଡ଼ି ହାଟରେ ଗଡ଼ିଲାଣି କଥା। ଆମେ କଥା...
ସମସ୍ତ ପ୍ରସ୍ତୁତି ସରିଥିଲା, ଶେଷ ମୁହର୍ତ୍ତରେ ଫୋନ୍ କରି ବିବାହ ପାଇଁ ମନା କରିଦେଇଥିଲେ ପ୍ରେମିକ
ବମ୍ବେ: ପ୍ରସ୍ତୁତି ସରିଥିଲା। ଦିଲ୍ଲୀରେ ବିବାହ ପୋଷାକ ବି ପ୍ରସ୍ତୁତ କରିବାକୁ ଦିଆଯାଇଥିଲା। ହେଲେ ଗୋଟିଏ ଫୋନ କଲ୍ ସବୁକିଛି ବଦଳାଇ ଦେଇଥିଲା। କାରଣ ପ୍ରେମିକ...
ନିଜଠୁ ୧୮ ବର୍ଷ ବଡ ଅଭିନେତାଙ୍କ ସହ ପ୍ରେମ ସମ୍ପର୍କ ଚର୍ଚ୍ଚାକୁ ନେଇ ଏମିତି କହିଲେ ଅଭିକା
ଟେଲିଭିଜନ ଅଭିନେତ୍ରୀ ଅଭିକା ଗୋର ତାଙ୍କ ପ୍ରେମ ସମ୍ପର୍କକୁ ନେଇ ଅନେକ ସମୟରେ ଚର୍ଚ୍ଚାରେ ଥାନ୍ତି। ଦୀର୍ଘ ଦିନ ଧରି ସସୁରାଲ ସିମରରେ ତାଙ୍କ ସହ-ଅଭିନେତା...
ବେବି ବମ୍ପ୍ରେ ନଜର ଆସିଲେ ନୁସରତ
ମୁମ୍ବାଇ: ଟିଏମ୍ସି ଏମ୍ପି ତଥା ବଙ୍ଗୀୟ ଅଭିନେତ୍ରୀ ନୁସରତ ଜାହାଁ ଗର୍ଭବତୀ ଥିବା ଚର୍ଚ୍ଚା ହେଉଛି। ଖାଲି ଏତିକି ନୁହେଁ ନୁସରତଙ୍କ ସ୍ବାମୀ ନିଖିଲ ଜୈନ...
ଅକ୍ଷୟ କୁମାର ମୋ’ ଅତୀତର ଏକ ଭୁଲି ଯାଇଥିବା ଅଧ୍ୟାୟ: ଶିଳ୍ପା
ବମ୍ବେ: ପ୍ରେମ ଯେତିକି ସୁନ୍ଦର, ପ୍ରତାରଣା ସେତିକି ଯନ୍ତ୍ରଣାଦାୟକ। ସାଥୀଙ୍କଠାରୁ ଅଲଗା ହେବା ଅନେକଙ୍କ ପାଇଁ ସହଜ ହୋଇ ନ ଥାଏ। ବେଳେବେଳେ ଏହା ଘୃଣାରେ...
ମଲାଇକାଙ୍କ ସହ ଡେଟ୍ କରୁଥିବା ଅର୍ଜୁନ ଏକଦା ପଡ଼ିଥିଲେ ସଲମାନ୍ଙ୍କ ଭଉଣୀଙ୍କ ପ୍ରେମରେ, ଦୁଇ ବର୍ଷ ପରେ…
ବଲିଉଡ୍ ଅଭିନେତା ଅର୍ଜୁନ କପୁରଙ୍କ ଆଜି ଜନ୍ମଦିନ । ସେ ୨୬ ଜୁନ ୧୯୮୫ରେ ମୁମ୍ବାଇରେ ଜନ୍ମଗ୍ରହଣ କରିଥିଲେ। ଅର୍ଜୁନ ଆଜି ତାଙ୍କର ୩୬ ତମ...


