E-Paper
  • logo
  • Saturday 28th March 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inମେଟ୍ରୋ, ରାଜ୍ୟ

୭ରୁ ପ୍ରାକ୍‌ ମୌସୁମୀ ବର୍ଷା
10:37 amJune 5, 2021

ଭୁବନେଶ୍ୱର, ୫।୬(ବ୍ୟୁରୋ): ରାଜ୍ୟରେ ଏବେ ତାପମାତ୍ରା ଅଧିକ ରହୁଥିବାବେଳେ ବିଭିନ୍ନ ସ୍ଥାନରେ ବର୍ଷା ମଧ୍ୟ ଜାରି ରହିଛି। ଶୁକ୍ରବାର ବଲାଙ୍ଗୀର ଓ ସୁନ୍ଦରଗଡ଼ରେ ସର୍ବାଧିକ ତାପମାତ୍ରା ୪୦ ଡିଗ୍ରୀ ଥିଲା। ତେବେ ଆଗକୁ ପାରଦ ତଳକୁ ଖସିବ। ଆସନ୍ତା ୧୧ ତାରିଖରେ ଉତ୍ତର ବଙ୍ଗୋପସାଗର, ଓଡ଼ିଶା ଓ ପଶ୍ଚିମବଙ୍ଗ ଉପକୂଳ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ। ଏଥିସହ ଦକ୍ଷିଣ-ପଶ୍ଚିମ ମୌସୁମୀ ଓଡ଼ିଶାର ଅଧିକାଂଶ ସ୍ଥାନକୁ ଆଗୁଆ ଆସିବାର ସମ୍ଭାବନା ଥିବାରୁ ୭ ତାରିଖରୁ ରାଜ୍ୟରେ ପ୍ରାକ୍‌ ମୌସୁମୀ ବର୍ଷା ଆରମ୍ଭ ହେବ। ୭ ତାରିଖରେ ନୂଆପଡ଼ା, ବଲାଙ୍ଗୀର, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱରର କିଛି ସ୍ଥାନରେ ବର୍ଷା ହେବାର ଆଶଙ୍କା ରହିଛି। ସେହିପରି ୧୦ ଜିଲାରେ ଝଡ଼ବର୍ଷା ସହିତ ବଜ୍ରପାତ ହେବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ସତର୍କ କରାଇଛି। ୯ ତାରିଖରେ ମଧ୍ୟ ବିଭିନ୍ନ ଜିଲାରେ ବର୍ଷା ହେବ ଓ ୧୯ ଜିଲାକୁ ଝଡ଼ବର୍ଷା ନେଇ ସତର୍କ କରିଛି ପାଣିପାଗ କେନ୍ଦ୍ର।


[mc4wp_form id="252536"] All Right Reserved By Dharitri.Com

Posted inମେଟ୍ରୋ, ରାଜ୍ୟ View All

ଆଉ ୩ ସ୍ଥାନରେ ଡ୍ରାଇଭ୍‌ ଇନ୍‌ ଭାକ୍ସିନେଶନ

ଭୁବନେଶ୍ୱର,୧୦ା୬(ବ୍ୟୁରୋ): ଡ୍ରାଇଭ୍‌ ଇନ୍‌ ଭାକ୍ସିନେଶନର ସୁଫଳ ମିଳିବା ପରେ ଆଉ ୩ଟି ସ୍ଥାନରେ ଏଭଳି ଟିକାକରଣ କରିବାକୁ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ବ୍ୟବସ୍ଥା କରିଛି।...

ଆଜିଠାରୁ ୧୮ରୁ ୪୪ଙ୍କୁ ଦ୍ୱିତୀୟ ଡୋଜ୍‌ ଟିକା

ଭୁବନେଶ୍ୱର,୭।୬ (ବ୍ୟୁରୋ): ୧୮ରୁ ୪୪ବର୍ଷ ବୟସ୍କଙ୍କ ଟିକାକରଣକୁ ନେଇ ଉପୁଜିଥିବା ଆଶଙ୍କା ଶେଷରେ ଦୂର ହେବାକୁ ଯାଉଛି। ଏହି ବର୍ଗର ହିତାଧିକାରୀଙ୍କ ଦ୍ୱିତୀୟ ଡୋଜ୍‌ ପାଇଁ...

ପୁରୁଣା ଉପରେ ନୂଆ ସେତୁ

ଭଦ୍ରକ ଅଫିସ, ୧୩।୬-ସାଳନ୍ଦୀ ନଦୀ ପାର ହେବା ପାଇଁ ଭଦ୍ରକ ଜିଲା କୁଆଁସଠାରେ ପୂର୍ବତନ ଏମ୍‌ପି ସ୍ବର୍ଗତ ଅର୍ଜୁନ ସେଠୀ ୨୦୦୨ରୁ ଏକ ସେତୁ ନିର୍ମାଣ...

ନୂଆବଜାର ଅଞ୍ଚଳରେ ବିଦେଶୀ ପକ୍ଷୀ

ବାଲେଶ୍ୱର ଅଫିସ, ୧୫।୬-ବାଲେଶ୍ୱର ସହରସ୍ଥିତ ନୂଆବଜାର ଅଞ୍ଚଳ ଏବେ ବିଦେଶୀ ପକ୍ଷୀଙ୍କ କିଚିରିମିଚିରି ଶବ୍ଦରେ ପ୍ରକମ୍ପିତ ହୋଇଉଠୁଛି। ସହର ନିକଟରେ କୌଣସି ହ୍ରଦ କିମ୍ବା ମୁହାଣ...

ଆଜିଠୁ ୟୁଟ୍ୟୁବ୍‌ରେ ପାଠ ପଢ଼ିବେ ପିଲା

ଭୁବନେଶ୍ୱର,୨୧।୬(ବ୍ୟୁରୋ): ସୋମବାରଠାରୁ ପ୍ରଥମଥର ପାଇଁ ୟୁଟ୍ୟୁବ ମାଧ୍ୟମରେ ପ୍ରଥମରୁ ଦଶମ ଶ୍ରେଣୀ ଯାଏ ପାଠପଢ଼ା ହେବ। ଗଣଶିକ୍ଷା ବିଭାଗ ରାଜ୍ୟରେ ଏହି ନୂଆ ପ୍ରୟୋଗ ଆରମ୍ଭ...

ବ୍ଲାକ୍‌ ଫଙ୍ଗସ୍‌: ଔଷଧ ପାଇଁ କେନ୍ଦ୍ର ଉପରେ ନିର୍ଭର କରିବନି ଓଡ଼ିଶା

ଭୁବନେଶ୍ୱର,୧୬ା୬(ବ୍ୟୁରୋ):ରାଜ୍ୟ ସରକାର ମ୍ୟୁକୋରମାଇକୋସିସ୍‌ (ବ୍ଲାକ୍‌ ଫଙ୍ଗସ) ଚିକିତ୍ସା ପାଇଁ କେନ୍ଦ୍ର ଉପରେ ଆଉ ନିର୍ଭର କରିବେ ନାହିଁ। ରାଜ୍ୟ ସରକାର ନିଜେ ସିଧାସଳଖ ଏଥିପାଇଁ ଔଷଧ...

ଆଜି ରାଜ୍ୟରୁ ୪୩୩୯ କରୋନା ଆକ୍ରାନ୍ତ ଚିହ୍ନଟ, ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୧୪ା୬(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ କିଛିଦିନ ହେବ କମିବାରେ ଲାଗିଛି। ତେବେ ସୋମବାର ରାଜ୍ୟରୁ ୪୩୩୯ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ...

ଦେବାଶିଷଙ୍କୁ ମିଳିଲାନି ଗାର୍ଡ ଅଫ୍‌ ଅନର

ଭୁବନେଶ୍ୱର,୨୦।୬: ବରିଷ୍ଠ ଆଇପିଏସ୍‌ ଅଧିକାରୀ ତଥା ଭିଜିଲାନ୍ସ ନିର୍ଦ୍ଦେଶକ ଦେବାଶିଷ ପାଣିଗ୍ରାହୀଙ୍କ ଶେଷକୃତ୍ୟ ଶନିବାର କଟକ ଖାନ୍‌ନଗରସ୍ଥିତ ଶ୍ମଶାନରେ ସମ୍ପନ୍ନ ହୋଇଛି। ପୁଅ ପ୍ରତ୍ୟୟ ମୁଖାଗ୍ନି...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଭଙ୍ଗାଗଲା ମନ୍ଦିର, ପାଚେରି
Next Post Next post:
ବର୍ଜ୍ୟଜଳରେ ହନ୍ତସନ୍ତ ସହରବାସୀ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts