E-Paper
  • logo
  • Saturday 28th March 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଜାତୀୟ

ସ୍ବତନ୍ତ୍ର ଟେନ୍‌ରେ କାନପୁର ଗସ୍ତରେ ରାଷ୍ଟ୍ରପତି
2:59 pmJune 25, 2021

ନୂଆଦିଲ୍ଲୀ,୨୫।୬: ରାଷ୍ଟ୍ରପତି ରାମନାଥ କୋବିନ୍ଦ ଦିଲ୍ଲୀ ସଫଦରଗଞ୍ଜ ଷ୍ଟେସନରୁ ଏକ ସ୍ବତନ୍ତ୍ର ଟ୍ରେନ୍‌ରେ କାନପୁରରେ ଥିବା ନିଜ ଜନ୍ମସ୍ଥାନକୁ ଗସ୍ତ କରିଛନ୍ତି। ଏହି ଯାତ୍ରାରେ ରାମନାଥ କୋବିନ୍ଦ ସସ୍ତ୍ରୀକ ସବିତା କୋବିନ୍ଦ ସାମିଲ ହୋଇଛନ୍ତି। ଶୁକ୍ରବାର ସନ୍ଧ୍ୟାରେ ମହାରାଜା ଏକ୍ସପ୍ରେସ୍‌ ଟ୍ରେନ୍‌ ଜରିଆରେ ସେ କାନପୁର ସେଣ୍ଟ୍ରାଲ ଷ୍ଟେସନରେ ପହଞ୍ଚିବେ। ସେଠାରେ ରାଜ୍ୟପାଳ ଆନନ୍ଦୀବେନ ପଟେଲ ଓ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ତାଙ୍କୁ ସ୍ବାଗତ କରିବେ। ଏହାପରେ ରାଷ୍ଟ୍ରପତି ଓ ରାଜ୍ୟପାଳ ସର୍କିଟ ହାଉସ୍‌ ଯିବେ ଏବଂ ମୁଖ୍ୟମନ୍ତ୍ରୀ ଆଦିତ୍ୟନାଥ ଲକ୍ଷ୍ନୌ ଫେରିଯିବେ ବୋଲି ସୂଚନା ରହିଛି। ଦୀର୍ଘ ୧୫ ବର୍ଷ ପରେ ଦେଶର ରାଷ୍ଟ୍ରପତି ପ୍ରଥମ ଥର ପାଇଁ ଟ୍ରେନ୍‌ରେ ଯାତ୍ରା କରିଛନ୍ତି। ଅନ୍ୟପଟେ ରାଷ୍ଟ୍ରପତି ହେବା ପରେ ପ୍ରଥମ ଥର ପାଇଁ କୋବିନ୍ଦ କାନପୁରକୁ ୩ ଦିନିଆ ଗସ୍ତ କରିଛନ୍ତି।


[mc4wp_form id="252536"] All Right Reserved By Dharitri.Com

Posted inଜାତୀୟ View All

ଭାରତରେ ବିଦେଶୀ ଟିକାର ପରୀକ୍ଷା କରାଯିବ ନାହିଁ

ନୂଆଦିଲ୍ଲୀ,୨।୬: ବିଶ୍ୱସ୍ତରରେ ଉପଲବ୍ଧ ହେଉଥିବା କୋଭିଡ୍‌-୧୯ ଟିକା ଭାରତରେ ବିନା କ୍ଲିନିକାଲ ପରୀକ୍ଷା ଏବଂ ଅନୁମୋଦନରେ ବ୍ୟବହାର ହୋଇପାରିବ। ଭାରତର ଔଷଧ ମହାନିୟନ୍ତ୍ରକ (ଡିଜିଜିଆଇ) ପକ୍ଷରୁ...

ଶେଷରେ ଭୁଲ୍‌ ବୁଝିପାରିଲେ କାନ୍ତା ପ୍ରସାଦ; ଗୌରବଙ୍କୁ ମାଗିଲେ କ୍ଷମା

ନୂଆଦିଲ୍ଲୀ,୧୩।୬: ବାବା କା ଢାବାର ମାଲିକ କାନ୍ତ ପ୍ରସାଦଙ୍କ ଭିଡିଓ ସୋସିଆଲ ମିଡିଆରେ ପୁଣି ଥରେ ଭାଇରାଲ ହେବାରେ ଲାଗିଛି। ଏହି ଭିଡିଓରେ କାନ୍ତ ପ୍ରସାଦ...

୫୦୦ ଡୋଜ୍‌ କୋଭିଶିଲ୍ଡ୍‌ ନଷ୍ଟ ହେଲା…

ଜୟପୁର,୯।୬: କରୋନା ମହାମାରୀ ଭୂତାଣୁ ବିରୋଧରେ ସରକାରଙ୍କ ପକ୍ଷରୁ ସାର୍ବଜନୀକ ଟିକାକରଣ ଅଭିଯାନ ଜାରି ରହିଛି। ଭାକ୍ସିନ୍‌ ଅଭାବ ଯୋଗୁ ଟିକାଦାନରେ ବାଧା ସୃଷ୍ଟି ହୋଇଛି।...

୨ମାସରୁ ବନ୍ଦ ଥିବା ଓପିଡି ସେବା ପୁଣି ଖୋଲିବାକୁ ସରକାରଙ୍କ ନିର୍ଦ୍ଦେଶ

ଲକ୍ଷ୍ନୌ,୪।୬: ଦେଶରେ ଜାରି ରହିଥିବା କରୋନାର ଦ୍ୱିିତୀୟ ଲହର ଏବେ ଧୀରେ ଧୀରେ ନିୟନ୍ତ୍ରଣକୁ ଆସୁଛି। ଦେଶର ବିଭିନ୍ନ ରାଜ୍ୟରେ ଦୈନିକ ସଂକ୍ରମଣ ବର୍ତ୍ତମାନ ହ୍ରାସ...

ଗଦାଗଦା ମୃତଦେହକୁ ନେଇ ରାଜନୀତି: ତାଲିକାରୁ ୩,୯୫୧ ମୃତକଙ୍କ ପତ୍ତା ମିଳୁନି…

ପାଟନା,୧୦।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ଆତଙ୍କ ଦେଖାଦେଇଛି। ବିହାରରେ ସରକାର ମୃତକଙ୍କ ସଂଖ୍ୟା ଲୁଚାଉଥିବା ଅଭିଯୋଗ ହୋଇଛି। ରାଜ୍ୟରେ କରୋନା ମହାମାରୀ ଯୋଗୁ ଆକ୍ରାନ୍ତଙ୍କ...

ବିଧାନସଭା କାର୍ଯ୍ୟରେ ହସ୍ତକ୍ଷେପ କରୁଛନ୍ତି ରାଜ୍ୟପାଳ, ଅଭିଯୋଗ ଆଣିଲେ ବାଚସ୍ପତି…

କୋଲକାତା,୨୩।୬: ବିଧାନସଭା କାର୍ଯ୍ୟ ବାଧା ସୃଷ୍ଟି କରିବା ସହିତ ରାଜ୍ୟପାଳ ଜଗଦୀପ୍‌ ଧାନଖର ହସ୍ତକ୍ଷେପ କରୁଥିବା ଅଭିଯୋଗ ହୋଇଛି। ପଶ୍ଚିମବଙ୍ଗ ବିଧାନସଭା ବାଚସ୍ପତି ବିମାନ ବାନାର୍ଜୀ...

ଯୋଗୀଙ୍କୁ ଭେଟିଲେ ଜିତେନ

ନୂଆଦିଲ୍ଲୀ,୧୯।୬: କଂଗ୍ରେସ ଛାଡ଼ି ଭାଜପାରେ ସାମିଲ ହେବାର ୧୦ ଦିନ ପରେ ପୂର୍ବତନ କେନ୍ଦ୍ର ମନ୍ତ୍ରୀ ଜିତେନ ପ୍ରସାଦ ଶନିବାର ଲକ୍ଷ୍ନୌଠାରେ ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ...

ପାଣି ପାଇଁ କରୋନା ସଂକ୍ରମଣ ଅବା ମୃତ୍ୟୁକୁ ନାହିଁ ଭୟ…

ନୂଆଦିଲ୍ଲୀ,୧୩।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ଲୋକଙ୍କ ମଧ୍ୟରେ ଆତଙ୍କ ସୃଷ୍ଟି ହୋଇଛି। ରାଜଧାନୀ ଦିଲ୍ଲୀରେ କରୋନା ଯୋଗୁ ଭୟଙ୍କର ସ୍ଥିତି ଦେଖାଦେଇଛି। ତେବେ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ପୂର୍ବତନ ଗୃହମନ୍ତ୍ରୀଙ୍କ ଘରେ ଇଡିର ଚଢ଼ାଉ
Next Post Next post:
ଗଞ୍ଜାମରେ ଟିକାକରଣ ସ୍ବଭାବିକ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts