E-Paper
  • logo
  • Thursday 24th September 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଜାତୀୟ

ଗଣବଳାତ୍କାର ଅଭିଯୁକ୍ତଙ୍କୁ ଗୁଳି କଲା ପୋଲିସ
10:00 pmJune 2, 2021

ବେଙ୍ଗାଲୁରୁ,୨।୬ : କର୍ନାଟକର ରାଜଧାନୀ ବେଙ୍ଗାଲୁରୁରେ ବାଂଲାଦେଶୀ ମହିଳାଙ୍କୁ ଗଣବଳାତ୍କାର ଓ ନିର୍ଯାତନା ମାମଲାର ଆଉ ଜଣେ ଅଭିଯୁକ୍ତ ପୋଲିସ ଗୁଳିରେ ଆହତ ହୋଇଛନ୍ତି। ଗିରଫ ଭୟରେ ପୋଲିସ କର୍ମୀଙ୍କୁ ଆକ୍ରମଣ କରି ଫେରାର ହେବାକୁ ଉଦ୍ୟମ କରିଥିବାବେଳେ ପୋଲିସକୁ ଗୁଳି ଚଳାଇବାକୁ ପଡ଼ିଥିଲା।

ଦୁଇ ଦିନ ପୂର୍ବରୁ ଏହି ଗଣବଳାତ୍କାର ମାମଲାର ଦୁଇ ଜଣ ଅଭିଯୁକ୍ତ ଖସିବାକୁ ଉଦ୍ୟମ କରି ପୋଲିସ ଗୁଳିରେ ଆହତ ହୋଇଥିଲେ। ଏହି ଘଟଣାରେ ସମ୍ପୃକ୍ତ ୧୦ ଜଣଙ୍କୁ ଗିରଫ କରାଯାଇଥିବା ପୋଲିସ ପକ୍ଷରୁ କୁହାଯାଇଛି।

ଟିପ୍‌ ଅଫ୍‌ ପାଇବା ପରେ ବୁଧବାର ସକାଳେ ଗଣବଳାତ୍କାର ମାମଲାର ମୁଖ୍ୟ ଅଭିଯୁକ୍ତ ଶାହବାଜଙ୍କୁ ଗିରଫ କରିବା ପାଇଁ ପହଞ୍ଚିଥିଲା ସିଟି ପୋଲିସ। ଘଟଣା ସ୍ଥଳରୁ ଖସିବା ପାଇଁ ଜଣେ ପୋଲିସ କର୍ମୀଙ୍କୁ ଛୁରା ମାଡ଼ କରିଥିଲା ଶାହାବାଜ। ପୋଲିସର ଜବାବୀ ଆକ୍ରମଣରେ ଅଭିଯୁକ୍ତଙ୍କ ଗୋଡ଼ରେ ଗୁଳି ବାଜିଥିଲା। ଘଟଣାରେ ଜଣେ କନଷ୍ଟେବଳ ଆହତ ହୋଇଛନ୍ତି। ଅଭିଯୁକ୍ତଙ୍କୁ ଚିକିତ୍ସା ପାଇଁ ମେଡିକାଲରେ ଭର୍ତ୍ତି କରାଯାଇଛି।


[mc4wp_form id="252536"] All Right Reserved By Dharitri.Com

Posted inଜାତୀୟ View All

ଦ୍ୱାଦଶ ମୂଲ୍ୟାୟନ ସୂତ୍ରକୁ ମୋହର

ଭୁବନେଶ୍ୱର, ୨୩ା୬(ବ୍ୟୁରୋ): କରୋନା ଯୋଗୁ ବାତିଲ ହୋଇଯାଇଥିବା କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସ୍‌ଇ) ଏବଂ କାଉନ୍‌ସିଲ ଫର୍‌ ଦି ଇଣ୍ଡିଆନ୍‌ ସ୍କୁଲ ସାର୍ଟିଫିକେଟ୍‌ ଏକ୍‌ଜାମିନେଶନ...

ବାଇକ୍‌ରେ ଯାଉଥିଲେ ଯୁବକ, ପଛରୁ ଆସିଲେ ଦୁଇ ମହାବଳ ବାଘ; ଆଉ ତା’ ପରେ…

ମୁମ୍ବାଇ,୨ା୬: ମହାରାଷ୍ଟ୍ରର ଚନ୍ଦ୍ରପୁରରୁ ଏକ ଭିଡିଓ ସୋସିଆଲ ମିଡିଆରେ ଖୁବ୍‌ ଭାଇରାଲ ହେଉଛି। ଯେଉଁଥିରେ ଦେଖିବେ ଦୁଇଟି ମହାବଳ ବାଘ ହଠାତ୍‌ ରାସ୍ତା ଉପରକୁ ଚାଲି...

ସିଂଘଓ୍ବି ରାମଦେବ ମୁହାଁମୁହିଁ

ନୂଆଦିଲ୍ଲୀ,୨୧।୬: ସାରା ବିଶ୍ୱରେ ସୋମବାର ଅନ୍ତର୍ଜାତୀୟ ଯୋଗ ଦିବସ ପାଳନ କରାଯାଉଛି। ଭାରତର ବିଭିନ୍ନ ସ୍ଥାନରେ କରୋନା ପ୍ରୋଟୋକଲ୍‌ ନିୟମକୁ ନଜରରେ ରଖାଯାଇ ଯୋଗ ଦିବସ...

ଆଇସିୟୁରେ ଭର୍ତ୍ତି ହେଲେ ମିଲ୍‌ଖା ସିଂ: ଶୀଘ୍ର ଆରୋଗ୍ୟ କାମନା କଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୪।୬: ଭାରତର ମହାନ ଧାବକ ମିଲ୍‌ଖା ସିଂଙ୍କୁ ଆଇସିୟୁ ଭର୍ତ୍ତି କରାଯାଇଛି। ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କ ସହ ଫୋନରେ କଥା ହୋଇ ସ୍ବାସ୍ଥ୍ୟ...

ଅପଚୟ କଲେ କମ୍‌ ମିଳିବ

ନୂଆଦିଲ୍ଲୀ,୯ା୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରାଜ୍ୟଗୁଡ଼ିକୁ ସାବାଳକଙ୍କ ପାଇଁ ମାଗଣାରେ ଟିକା ଦିଆଯିବ ବୋଲି ଘୋଷଣା କରିବାର ଦିନକ ପରେ କେନ୍ଦ୍ର ସରକାରଙ୍କ ପକ୍ଷରୁ ନୂଆ...

ନୁଶରତ୍‌ ଜାହାଁ ଠକ; ବିବାହ କରି ନଥିଲେ ତ ସିନ୍ଦୁର କାହିଁକି ଲଗାଇଲେ

କୋଲକାତା,୧୧।୬: ତୃଣମୂଳ କଂଗ୍ରେସ ଏମ୍‌ପି ନୁଶରତ୍‌ ଜାହାଁଙ୍କ ବିବାହକୁ ନେଇ ଉପୁଜିଥିବା ବିବାଦ ଥମିବାର ନାଁ ନେଉନାହିଁ। ଏଥିଯୋଗୁ ଭାଜପା ନେତାମାନେ ତାଙ୍କୁ ଟାର୍ଗେଟ କରୁଛନ୍ତି।...

ଭାରତକୁ ଚେତାବନୀ ଦେଲା ଡବ୍ଲ୍ୟୁଏଚ୍‌ଓ: ଶୀଘ୍ର ହଟାଅନି କରୋନା କଟକଣା…

ଜେନେଭା/ନୂଆଦିଲ୍ଲୀ,୮।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ଜାରି ରହିଛି। ଏପରିସ୍ଥଳେ ଘୋଷଣା କରାଯାଇଥିବା ଲକ୍‌ଡାଉନ୍‌କୁ ଧୀରେଧୀରେ କୋହଳ କରାଯାଉଛି। ତେବେ ଭାରତକୁ ବିଶ୍ୱସ୍ବାସ୍ଥ୍ୟ ସଂଗଠନ(ଡବ୍ଲ୍ୟୁଏଚ୍‌ଓ) ପକ୍ଷରୁ...

ସାଲାଡ ପାଇଁ ସ୍ତ୍ରୀଙ୍କୁ ହତ୍ୟା

ଲକ୍ଷ୍ନୌ,୨।୬ : ରାତ୍ରି ଭୋଜନରେ ସାଲାଡ ଦେବାରେ ବିଳମ୍ବ ହେବାରୁ ସ୍ତ୍ରୀଙ୍କୁ ବେଲଚାରେ ପିଟି ପିଟି ହତ୍ୟା କରିଛନ୍ତି ସ୍ବାମୀ। ଉତ୍ତର ପ୍ରଦେଶର ଶାମଲି ଜିଲାର...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
କୋଭିଡ୍‌ ପରିଚାଳନାରେ ବିଫଳତା ନେଲାଣି ୮ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ପଦ
Next Post Next post:
ଭାରତରେ ବିଦେଶୀ ଟିକାର ପରୀକ୍ଷା କରାଯିବ ନାହିଁ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts