ନୂଆଦିଲ୍ଲୀ,୪।୬: ଭାରତର ମହାନ ଧାବକ ମିଲ୍ଖା ସିଂଙ୍କୁ ଆଇସିୟୁ ଭର୍ତ୍ତି କରାଯାଇଛି। ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କ ସହ ଫୋନରେ କଥା ହୋଇ ସ୍ବାସ୍ଥ୍ୟ ବିଷୟରେ ପଚାରି ବୁଝିଛନ୍ତି। ପ୍ରଧାନମନ୍ତ୍ରୀ ତାଙ୍କ ଶୀଘ୍ର ଆରୋଗ୍ୟ କାମନା କରିବା ସହ ସେ ଶୀଘ୍ର ସୁସ୍ଥ ହୋଇ ଟୋକିଓ ଅଲିମ୍ପିକ୍ସରେ ଅଂଶଗ୍ରହଣ କରୁଥିବା ଆଥଲେଟ୍ଙ୍କ ମନୋବଳ ବୃଦ୍ଧି କରିବେ ବୋଲି ପ୍ରଧାନମନ୍ତ୍ରୀ ଆଶା ପ୍ରକାଶ କରିଛନ୍ତି।
କରୋନା ଆକ୍ରାନ୍ତ ପଦ୍ମଶ୍ରୀ ମିଲ୍ଖା ସିଂଙ୍କ ସ୍ବାସ୍ଥ୍ୟରେ ହଠାତ୍ ଖରାପ ହେବାରୁ ଗୁରୁବାର ତାଙ୍କୁ ପିଜିଆଇରେ ଭର୍ତ୍ତି କରିବାକୁ ପଡିଥିଲା। ତାଙ୍କୁ କୋଭିଡ ହସ୍ପିଟାଲର ଆଇସିୟୁ ୱାର୍ଡରେ ଭର୍ତ୍ତି କରାଯାଇଛି। ଏବେ ଅବସ୍ଥା ସ୍ଥିର ଅଛି। ମେ ୧୯ରେ ୯୧ ବର୍ଷୀୟ ମିଲ୍ଖା ସିଂ କରୋନା ଆକ୍ରାନ୍ତ ହୋଇଥିଲେ।
ମହିଳାଙ୍କୁ ଧରା ପକାଇ ଦେଲା ସିସିଟିଭି
ନୂଆଦିଲ୍ଲୀ,୧୬।୬: ଜଣେ ମହିଳାଙ୍କୁ ଆକ୍ରମଣ କରି ମୋବାଇଲ ଛଡ଼ାଇବା ନେବା ଘଟଣାରେ ଦିଲ୍ଲୀ ପୋଲିସ ଜଣେ ମହିଳାଙ୍କୁ ଗିରଫ କରିଛି। ସିସିଟିଭି ଆଧାରରେ ଅଭିଯୁକ୍ତା ଜ୍ୟୋତିଙ୍କୁ...
ନୂଆ ଆକ୍ରାନ୍ତ ସଂଖ୍ୟା ବଢ଼ିଲା, ମୃତକଙ୍କ ସଂଖ୍ୟା କମିଲା…
ନୂଆଦିଲ୍ଲୀ,୩।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। କରୋନାର ଦ୍ୱିତୀୟ ଲହର ଆତଙ୍କ ସୃଷ୍ଟି କରିଛି। ନୂଆ ଆକ୍ରାନ୍ତ ଏବଂ...
ସିବିଏସ୍ଇ ଦ୍ୱାଦଶ ଶ୍ରେଣୀ ମୂଲ୍ୟାୟନ ପଦ୍ଧତି ପାଇଁ କମିଟି ଗଠନ
ନୂଆଦିଲ୍ଲୀ, ୫ା୬: ମହାମାରୀ ଯୋଗୁ ଦ୍ୱାଦଶ ଶ୍ରେଣୀ ବୋର୍ଡ ପରୀକ୍ଷା ବାତିଲ ହେବା ପରେ ଛାତ୍ରୀଛାତ୍ରଙ୍କ ମୂଲ୍ୟାୟନ ପଦ୍ଧତି ନିରୂପଣ ଲାଗି କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା...
‘ସବୁଦିନ ପାଇଁ ୩୭୦ ଧାରାକୁ ସମାଧି ଦିଆଯାଇଛି’
ଶିମଲା,୧୫।୬: ଜମ୍ମୁ-କଶ୍ମୀରର ୩୭୦ ଧାରାକୁ ସବୁଦିନ ପାଇଁ ସମାଧି ଦିଆଯାଇଛି। ବର୍ତ୍ତମାନ କେନ୍ଦ୍ର ଶାସିତ ଅଞ୍ଚଳ ଭାବେ ପରିଗଣିତ ରାଜ୍ୟକୁ ପୁଣି ଥରେ ରାଜ୍ୟ ମାନ୍ୟତା...
ଏକଦା ଅଣ୍ଡରଓ୍ବାଲ୍ଡ ଡନ୍ ଦାଉଦ୍ ଇବ୍ରାହିମ୍କୁ ଡ୍ରେସିଂ ରୁମ୍ ବାହାରକୁ ତଡ଼ି ଦେଇଥିଲେ କପିଲ ଦେବ; କାରଣ ଜାଣିଲେ..
ନୂଆଦିଲ୍ଲୀ,୯।୬: ଭାରତୀୟ କ୍ରିକେଟ ଟିମ୍କୁ ବିଶ୍ୱକପ୍ ଜିତାଇଥିବା ପ୍ରଥମ ଅଧିନାୟକ ହେଲେ କପିଲ ଦେବ। ସେ ଅନୁଶାସନକୁ ବ୍ରତ କରିଥିଲେ। ଅଧିନାୟକ ଭାବେ ଦାୟିତ୍ୱ ସମ୍ପାଦନ...
ଚଳନ୍ତା ଟ୍ରେନ୍ର ଟଏଲେଟ୍ ସାମ୍ନାରେ ବିବାହିତା ମହିଳାଙ୍କ ମୁଣ୍ଡରେ ସିନ୍ଦୁର ଦେଲେ ଯୁବକ, କାରଣ ଜାଣିଲେ…
ପାଟଣା,୧୧ା୬: ବିହାରର ସୁଲତାନଗଞ୍ଜରୁ ଏମିତି ଏକ ବିବାହ ଖବର ଆସିଛି ଯାହା ଶୁଣିଲେ ଆଶ୍ଚର୍ଯ୍ୟ ହେବେ। ମାତ୍ର ଏହା ସତ ଘଟଣା। ଜଣେ ବିବାହିତା ମହିଳା...
ଜେଲ୍ରେ ଥାଇ ପ୍ରୋଟିନ ଶେକ୍ ଦାବି କରୁଛନ୍ତି
ନୂଆଦିଲ୍ଲୀ,୮।୬: ହତ୍ୟା ମାମଲାରେ ଗିରଫ ହୋଇ ଜେଲ୍ରେ ଥିବା ଦେଶର ସଫଳତମ ରେସଲର ସୁଶୀଲ କୁମାର ପ୍ରୋଟିନ ଶେକ୍ ପାଇଁ ଦାବି କରୁଛନ୍ତି। କେବଳ ଏତିକି...
ଏନ୍ଏଚ୍ଆରସିର ନୂଆ ଅଧ୍ୟକ୍ଷ ବିଚାରପତି ଅରୁଣ ମିଶ୍ରା
ନୂଆଦିଲ୍ଲୀ,୧।୬: ସୁପ୍ରିମକୋର୍ଟର ଅବସରପ୍ରାପ୍ତ ବିଚାରପତି ଅରୁଣ କୁମାର ମିଶ୍ରା ଜାତୀୟ ମାନବଧିକାର କମିଶନର ନୂଆ ଅଧ୍ୟକ୍ଷ ଭାବେ ନିଯୁକ୍ତ ହୋଇଛନ୍ତି। ସୋମବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ...


