ମୁମ୍ବାଇ: ବଲିଉଡ୍ରୁ ଓଲିଉଡ୍ ପର୍ଯ୍ୟନ୍ତ ଅଭିନୟର ଯାଦୁ ଦେଖାଇଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବଂ ତାଙ୍କ ସ୍ବାମୀ ନିକ୍ ଜୋନାସ କିଛି ନା କିଛି କାରଣକୁ ନେଇ ଚର୍ଚ୍ଚାରେ ରହିଥାନ୍ତି। ପ୍ରିୟଙ୍କା କେବେ ତାଙ୍କ ଫିଲ୍ମ କେବେ ନିଜର ଫଟୋ ସୋସିଆଲ ମିଡିଆରେ ଶେୟାର କରିଥାନ୍ତି। ବର୍ତ୍ତମାନ ପ୍ରିୟଙ୍କା ତାଙ୍କ ନୂଆ ଟାଟୁ ପାଇଁ ଚର୍ଚ୍ଚାରେ ରହିଛନ୍ତି। ସେ ତାଙ୍କର ଏହି ଟାଟୁକୁ ସୋସିଆଲ ମିଡିଆରେ ଶେୟାର କରିଛନ୍ତି। ଆଶ୍ଚର୍ଯ୍ୟର କଥା ହେଉଛି, ସେ ଏହି ଟାଟୁକୁ ସ୍ବାମୀ ନିକ୍ ଜୋନାସ୍ଙ୍କ ପାଇଁ ନୁହେଁ ବରଂ ଅନ୍ୟ କାହା ନାମରେ କରିଛନ୍ତି। ଜାଣନ୍ତୁ ଏ ସମ୍ପର୍କରେ…
ପ୍ରିୟଙ୍କା ତାଙ୍କ ଇନ୍ଷ୍ଟାଗ୍ରାମରେ ଏକ ଭିଡିଓ କ୍ଲିପ୍ ଶେୟାର କରିଛନ୍ତି, ଯେଉଁଥିରେ ସେ ତାଙ୍କର ନୂଆ ଟାଟୁକୁ ପ୍ରଶଂସକମାନଙ୍କ ଉଦ୍ଦେଶ୍ୟରେ ପୋଷ୍ଟ କରିଛନ୍ତି। ଏହି ଭିଡିଓରେ ଦେଖିବେ ଯେ, ସେ ତାଙ୍କ ଗୋଡ଼ରେ ଏକ ଟାଟୁ ଅଙ୍କା ଯାଇଛି। ଏହି ଭିଡିଓ ଶେୟାର କରି ପ୍ରିୟଙ୍କା କ୍ୟାପଶନରେ ଲେଖିଛନ୍ତି,ସମର ନେଲ୍ସ, ସମର ଟାଟୁ , ହ୍ୟାପି ଫିଟ୍। ତାଙ୍କର ଏହି ନୂଆ ଟାଟୁକୁ ଖୁବ୍ ପସନ୍ଦ କରାଯାଉଛି। ସେ ଏହି ନୂଆ ଟାଟୁକୁ ତାଙ୍କର ତିନି ପୋଷା କୁକୁର ପାଇଁ ଉତ୍ସର୍ଗ କରିଛନ୍ତି।
ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…
ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…
ବେଗୁନିଆ,୨୮।୬(ଡି.ଏନ୍.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…
ଜଗତ୍ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍ (ପାଚେରି)…
ଅନୁଗୋଳ ଅଫିସ,୨୮ା୬: ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍)ରେ ଚାଉଳ ଓ…
ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…
This website uses cookies.