ବେଜିଂ, ୭ା୬: ପୂର୍ବ ଲଦାଖ ସୀମାରେ ଭାରତ ବିପକ୍ଷରେ ଗତ ବର୍ଷ ଏପ୍ରିଲ-ମେ’ଠାରୁ ଚାଇନା ୫୦ ହଜାରରୁ ଊର୍ଦ୍ଧ୍ୱ ସୈନ୍ୟଙ୍କୁ ମୁତୟନ କରିଥିବାବେଳେ ସେଠାକାର ଭୀଷଣ ଥଣ୍ଡା ଜଳବାୟୁରେ ସେମାନେ ଖାପଖୁଆଇବା କଷ୍ଟକର ହୋଇଛି। ଫଳରେ ଚାଇନା ବାଧ୍ୟ ହୋଇ ବର୍ଷକରେ ପ୍ରାୟ ୯୦ ପ୍ରତିଶତ ସୈନ୍ୟଙ୍କୁ ସେଠାରୁ ଅଦଳବଦଳ କରିଛି। ତିବ୍ବତ ଅଟୋନମସ୍ ରିଜିଅନ ବାହାରୁ ଏବଂ ଅନ୍ୟ ଅଞ୍ଚଳରୁ ଚାଇନା ନୂଆ ସୈନ୍ୟବାହିନୀ ଆଣିଥିଲା। ରିପୋର୍ଟ ମୁତାବକ, ଗତବର୍ଷ ଭୀଷଣ ଥଣ୍ଡା ପରିବେଶକୁ ସହ୍ୟ କରି ନ ପାରି ଅନେକ ଚାଇନା ସୈନ୍ୟ ଅସୁସ୍ଥ ହୋଇପଡ଼ିଥିଲେ। ତେଣୁ ଚାଇନା ସୈନ୍ୟ ପୂର୍ବ ଲଦାଖ ନିକଟରେ ଜଗି ରହିବା ନିମନ୍ତେ ବିଶେଷ ତାଲିମ ନେଉଥିବା ଜଣାପଡ଼ିଛି।
ମଧ୍ୟ ପ୍ରତିବର୍ଷ ସେଠାରେ ଯବାନଙ୍କ ଅଦଳବଦଳ କରାଇଥାଏ। କିନ୍ତୁ ଏହି ପାର୍ବତ୍ୟାଞ୍ଚଳରେ କାର୍ଯ୍ୟକାଳ ସମୟ ୨ ବର୍ଷ ସ୍ଥିର ଥିବାରୁ ଅଦଳବଦଳ ସଂଖ୍ୟା ୪୦ରୁ ୫୦ ପ୍ରତିଶତ ମଧ୍ୟରେ ରହିଥାଏ। ଅନ୍ୟପକ୍ଷରେ ଭାରତୀୟ ଯବାନଙ୍କ ହାଇ ଅଲ୍ଟିଟ୍ୟୁଡ୍ରେ କାର୍ଯ୍ୟ କରିବାର ବ୍ୟାପକ ଅଭିଜ୍ଞତା ଯୋଗୁ ଚାଇନା ବିପକ୍ଷରେ ପୂର୍ବ ଲଦାଖ ସେକ୍ଟରରେ ମୁତୟନ ହେବାରେ ସେତେମାତ୍ରାରେ ସମସ୍ୟା ଉପୁଜି ନ ଥାଏ।
Posted inଅନ୍ତର୍ଜାତୀୟ View All
ସ୍ବାମୀଙ୍କଠାରୁ ଛାଡ଼ପତ୍ର କଥା ଶୁଣି ସ୍ତ୍ରୀ ନେଲେ ଚରମ ପଦକ୍ଷେପ, ଜାଣିଲେ…
ବ୍ରାସିଲିଆ,୧୨ା୬: ବ୍ରାଜିଲରେ ଏକ ଅଜବ ଘଟଣା ସାମ୍ନାକୁ ଆସିଛି। ଜଣେ ସ୍ବାମୀ ତାଙ୍କ ସ୍ତ୍ରୀଙ୍କୁ ଛାଡ଼ପତ୍ର ଦେବା ପାଇଁ କହିବାରୁ ସ୍ତ୍ରୀ ରାଗି କି ଏମିତି...
ପଳାତକ ଚୋକ୍ସିଙ୍କ ଜାମିନ ଆବେଦନ ଖାରଜ…
ଡୋମିନିକା,୩।୬: ପଞ୍ଜାବ ନ୍ୟାଶନାଲ ବ୍ୟାଙ୍କରୁ ବ୍ୟାପକ ଅର୍ଥ ହେର୍ଫେର୍ କରି ବିଦେଶରେ ଲୁଚି ବସିଥିବା ପଳାତକ ମେହୁଲ୍ ଚୋକ୍ସିଙ୍କ ଜାମିନ୍ ଆବେଦନ ଖାରଜ ହୋଇଯାଇଛି। ସାମ-ଦାମ-ଦଣ୍ଡ-ଭେଦ...
ଆସୁଛି କରୋନାର ‘ସୁପର ଭ୍ୟାକ୍ସିନ’
ଓ୍ବାଶିଂଟନ୍,୨୩।୬: କରୋନା ଭାଇରସ୍ ମହାମାରୀ ସମ୍ମୁଖୀନ ହୋଇଥିବା ବିଶ୍ୱ ଏବେ ଭିନ୍ନ ଭିନ୍ନ ଭାରିଆଣ୍ଟକୁ ନେଇ ଚିନ୍ତିତ ରହିଛି। ବିଭିନ୍ନ ଦେଶରେ କରୋନାର ନୂଆ ନୂଆ...
ମନର ଭାବନାକୁ ଜାଣିପାରିବ ଏହି ହେଲ୍ମେଟ
ଓ୍ବାଶିଂଟନ୍,୧୮।୬: ମନୁଷ୍ୟର ମନର ଭାବନାକୁ ଜାଣିବା ପାଇଁ ଅନେକ ବର୍ଷରୁ ଗବେଷଣା ଚାଲିଛି, ହେଲେ ଏବେ ଯାଇ ଏଥିରେ ସଫଳତା ମିଳିପାରିଛି। କର୍ନେଲ ନାମକ ଜଣେ...
୮୦ ଜଣଙ୍କୁ କଞ୍ଚା ଚୋବାଇ ଖାଇଥିଲା ୧୬ ଫୁଟ ଲମ୍ବ କୁମ୍ଭୀର …
କାମ୍ପାଲା,୧୦।୬: ଆଫ୍ରିକାର ଉଗାଣ୍ଡାରେ ଏକ ୧୬ ଫୁଟ ଲମ୍ବ କୁମ୍ଭୀର ଯୋଗୁ ଲୋକେ ଆତଙ୍କିତ ହୋଇପଡ଼ିଥିଲେ। ଘଡ଼ିଆଳ କୁମ୍ଭୀରଟି ୮୦ ଜଣ ଲୋକଙ୍କୁ ଜୀଅନ୍ତା କଞ୍ଚା...
ଶେଷରେ ମାନିଲା ଚାଇନା: ଗଲଓ୍ବାନ ଘାଟି ସଂଘର୍ଷର ମୃତ ସୈନ୍ୟଙ୍କୁ ପ୍ରଦାନ କଲା ବୀର ପଦକ…
ବେଜିଂ,୧।୬: ପୂର୍ବ ଲଦାଖରେ ଗଲଓ୍ବାନ ଘାଟିରେ ଭାରତୀୟ ସେନା ଏବଂ ଚାଇନା ସୈନ୍ୟଙ୍କ ମଧ୍ୟରେ ଘଟିଥିବା ହିଂସ୍ର ସଂଘର୍ଷରେ ଏବେ ନୂଅ୍ରା ମୋଡ଼ ଆସିଛି। ପୂର୍ବରୁ...
ଚାଇନାକୁ ଘେରିଲା ଡବ୍ଲ୍ୟୁଏଚ୍ଓ: କରୋନା ନମୁନା ନଷ୍ଟ କରୁଥିବା ଅଭିଯୋଗ…
ଜେନେଭା/ବେଜିଂ,୯।୬: କରୋନା ମହାମାରୀ ସଂକ୍ରମଣର ଏନ୍ତୁଡ଼ିଶାଳ ପାଲଟିଥିବା ଚାଇନା ଏବେ ହରଡ଼ଘଣାରେ ପଡ଼ିଛି। ଏବେ ବିଶ୍ୱସ୍ବାସ୍ଥ୍ୟ ସଂଗଠନ(ଡବ୍ଲ୍ୟୁଏଚ୍ଓ) ଚାଇନାକୁ ଘେରିଛି। କରୋନା ନମୁନା ସହିତ ଏସମ୍ପର୍କିତ...
ଦୁର୍ଭିକ୍ଷ ଆଁରେ ଇଥିଓପିଆ
ଆଡିସ୍ ଆବାବା,୧୨ା୬: ପୂର୍ବ ଆଫ୍ରିକୀୟ ରାଷ୍ଟ୍ର ଇଥିଓପିଆରେ ସରକାରୀ ବଳ ଓ ବିଦ୍ରୋହୀଙ୍କ ମଧ୍ୟରେ ଲଢ଼େଇ ଟିଗ୍ରେ ଅଞ୍ଚଳ ପାଇଁ ବିପତ୍ତିକୁ ଡାକି ଆଣିଛି। ଫଳରେ...


