କଣିହାଁ,୭ା୬(ଡି.ଏନ୍.ଏ.): ଅନୁଗୋଳ ଜିଲା କଣିହାଁ ବ୍ଲକ ଡେରେଙ୍ଗସ୍ଥିତ ଜିନ୍ଦଲ ଇଣ୍ଡିଆ ଥର୍ମାଲ ପାଓ୍ବାର ଲିମିଟେଡ୍ (ଜେଆଇଟିପିଏଲ୍) ଫାଟକ ସମ୍ମୁଖରେ ସୋମବାର ଜନୈକ ବ୍ୟକ୍ତିଙ୍କ ମୃତଦେହ ରଖି ନିଯୁକ୍ତି ଓ କ୍ଷତିପୂରଣ ଦାବିରେ ଆନ୍ଦୋଳନ ଚାଲିଛି। ସୂଚନାରୁ ଜଣାଯାଏ, ଗତ ୩୦ ତାରିଖ ରାତିରେ ପ୍ରକଳ୍ପ ଭିତରେ କୋଇଲା ଅନଲୋଡ୍ କରୁଥିବା ସମୟରେ ଏକ ଅନ୍ୟ ଏକ ଟ୍ରକ୍ ଚାଳକଙ୍କ ସହ ଦୁର୍ଘଟଣା ହୋଇଥିଲା। ଏଥିରେ କାକୁଡ଼ିଆ ଗ୍ରାମର ବେଣୁଧର ମହାପାତ୍ର ଗୁରୁତର ହୋଇ କଟକର ଏକ ଡାକ୍ତରଖାନାରେ ଚିକିତ୍ସାଧୀନ ଥିଲେ। ରବିବାର ରାତିରେ ତାଙ୍କର ମୃତ୍ୟୁ ହୋଇଥିଲା। ଫଳରେ ପରିବାର ଲୋକ ଓ ସହଯୋଗୀ ମୃତଦେହକୁ ଆଣି ଫାଟକ ସମ୍ମୁଖରେ ଧାରଣା ଦେଇଛନ୍ତି। ଘଟଣାସ୍ଥଳରେ କଣିହାଁ ପୋଲିସ ପହଁଞ୍ଚି ବୁଝାଶୁଝା ଜାରି ରଖିଛି।
Posted inଆମ ଜିଲା ଖବର, ଢେଙ୍କାନାଳ View All
ସାକ୍ଷୀଗୋପାଳ ସ୍ବାସ୍ଥ୍ୟକେନ୍ଦ୍ର ସମସ୍ୟା ସୁଧୁରୁନି
ସାକ୍ଷୀଗୋପାଳ,୧୫।୬(ସ୍ବ.ପ୍ର.): ସାକ୍ଷୀଗୋପାଳ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଉପରେ ସ୍ଥାନୀୟ ଅଞ୍ଚଳର ପ୍ରାୟ ଦେଢଲକ୍ଷ ଲୋକ ନିର୍ଭର କରନ୍ତି। ସ୍ବାସ୍ଥ୍ୟସେବା ଓ ପରିମଳ ବ୍ୟବସ୍ଥା ପାଇଁ ଏହି ସ୍ବାସ୍ଥ୍ୟକେନ୍ଦ୍ର...
ବଡ଼ ଆକ୍ରମଣ ଯୋଜନାରେ ଥିଲେ ମାଓବାଦୀ
ମାଲକାନଗିରି,୨୦ା୬: ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ ନାରାୟଣପୁର ଜିଲା ଅନ୍ତର୍ଗତ ଆର୍ଛା ଜଙ୍ଗଲରେ ପୋଲିସ-ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ଘଟିଛି। ଏଥିରେ ୨ ଜଣ ମାଓବାଦୀ...
ପଦ୍ମଶ୍ରୀ ଜୟନ୍ତ ମହାପାତ୍ରଙ୍କ ସ୍ବାସ୍ଥ୍ୟାବସ୍ଥା ଗୁରୁତର
କଟକ ଅଫିସ, ୧ା୬: ବିଶିଷ୍ଟ କବି ତଥା ପଦ୍ମଶ୍ରୀ ପୁରସ୍କାରପ୍ରାପ୍ତ ଜୟନ୍ତ ମହାପାତ୍ର(୯୪) ସୋମବାର ଏସ୍ସିବି ମେଡିକାଲରେ ଭର୍ତ୍ତି ହୋଇଛନ୍ତି। ଏକ ସ୍ବତନ୍ତ୍ର ଡାକ୍ତରୀ ଟିମ୍...
ପୁଅର ମୃତଦେହ ଛୁଇଁଲେନି ବାପା
ବୌଦ୍ଧ,୨୧।୬: ପୁଅର ମୃତ୍ୟୁ ପରେ ବାପା ମୃତଦେହ ଛୁଇଁଲେନି କି ସଂସ୍କାର ପାଇଁ ନେଲେନାହିଁ। ଫଳରେ ପୁତ୍ରବଧୂ ଥାନାର ଦ୍ୱାରସ୍ଥ ହୋଇଥିଲେ। ପୋଲିସ ବୁଝାଶୁଝା କରିବାରୁ...
ବିବାହ ପ୍ରତିଶ୍ରୁତି ଦେଇ ବଳାତ୍କାର
କାଶୀନଗର,୧୮ା୬: ଗଜପତି ଜିଲା କାଶୀନଗର ବ୍ଲକ ଅଞ୍ଚଳରେ ଜଣେ ଯୁବତୀଙ୍କୁ ବିବାହାର ପ୍ରତିଶ୍ରୁତି ଦେଇ ବଳାତ୍କାର କରିଥିବା ଅଭିଯୋଗରେ ପୋଲିସ ଜଣେ ଯୁବକଙ୍କୁ ଗିରଫ କରି...
ଭିଜିଲାନ୍ସ ନିର୍ଦ୍ଦେଶକ ଦେବାଶିଷ ପାଣିଗ୍ରାହୀ ଗୁରୁତର
କଟକ ଅଫିସ,୮।୬: କରୋନାରେ ଆକ୍ରାନ୍ତ ହୋଇ କଟକ ଅଶ୍ୱିନୀ ହସ୍ପିଟାଲରେ ଚିକିତ୍ସାଧୀନ ଥିବା ଭିଜିଲାନ୍ସ ନିର୍ଦ୍ଦେଶକ ଦେବାଶିଷ ପାଣିଗ୍ରାହୀଙ୍କ ଅବସ୍ଥା ଗୁରୁତର ରହିଛି। ଉନ୍ନତ ଚିକିତ୍ସା...
ହୋମଗାର୍ଡ଼ଙ୍କ ସହ ମିଶି ଲୁଟ କରିଥିଲେ ବୋଲେରୋ
ସୋହେଲା,୧୨।୬୫: ବରଗଡ଼ ଜିଲା ସୋହେଲା ଥାନା ଲୁହୁରାଚଟି ଅଞ୍ଚଳରୁ ଗତ ୮ ତାରିଖ ଏକ ବୋଲେରୋ ଗାଡ଼ି ଲୁଟ୍ ହୋଇଥିଲା। ଶନିବାର ଏହି ଘଟଣାର ପର୍ଦ୍ଦାଫାଶ...
ବିପଦରେ ଚିଲିକା, ସୌନ୍ଦର୍ଯ୍ୟ କମୁଛି
ଛତ୍ରପୁର,୮।୬(ଡି.ଏନ୍.ଏ.): ଚିଲିକାରେ ବେଆଇନ ଚିଙ୍ଗୁଡ଼ି ଘେରି ଓ ଚିଙ୍ଗୁଡ଼ି ଚାଷ ଲାଗି ହ୍ରଦର ସୌନ୍ଦର୍ଯ୍ୟ ଦିନକୁ ଦିନ ହ୍ରାସ ପାଇବାରେ ଲାଗିଛି। ଏଥିନେଇ ଏହାକୁ ଉଚ୍ଛେଦ...


