E-Paper
  • logo
  • Saturday 28th March 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଆମ ଜିଲା ଖବର, ଗଞ୍ଜାମ

ଦରବୃଦ୍ଧିକୁ ନେଇ ଦିଗପହଣ୍ଡିରେ ପ୍ରତିବାଦ
1:37 pmJune 23, 2021

ଦିଗପହଣ୍ଡି,୨୩।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ବଜାର ଗାନ୍ଧୀ ଛକ ଠାରେ ବୁଧବାର ସିପିଆଇ – ସିପିଆଇ(ଏମ) ଏବଂ କଂଗ୍ରେସ ଦଳ ପକ୍ଷରୁ ପ୍ରତିବାଦ ସଭା ଅନୁଷ୍ଠିତ ହୋଇଛି। ପେଟ୍ରୋଲ ଡିଜେଲ ଖାଇବାତେଲ ଓ ନିତ୍ୟବ୍ୟବହାର୍ଯ୍ୟ ଜିନିଷର ଅହେତୁକ ଦରଦାମ ବୃଦ୍ଧି ବିରୋଧରେ ଏହି ପ୍ରତିବାଦ କରାଯାଇଛି। ବାମପନ୍ଥୀ କାର୍ଯ୍ୟକର୍ତ୍ତାଙ୍କ ପକ୍ଷରୁ ଦରଦାମ ବୃଦ୍ଧି ବିରୁଦ୍ଧରେ ଆସନ୍ତା ୩୦ ତାରିଖ ଯାଏ ଦେଶବ୍ୟାପୀ ଆନ୍ଦୋଳନ ଓ ପ୍ରଚାର ଅଭିଯାନ ପରିପ୍ରେକ୍ଷୀରେ ଆୟୋଜିତ ପ୍ରତିବାଦ ସଭାରେ ସ୍ଥାନୀୟ କଂଗ୍ରେସ ଦଳର ନେତୃବୃନ୍ଦ ସାମିଲ ଥିଲେ। ସଭା ପୂର୍ବରୁ ମହାତ୍ମା ଗାନ୍ଧୀଙ୍କ ପ୍ରତିମୂର୍ତ୍ତୀରେ ଉପସ୍ଥିତ ସମସ୍ତ ଦଳୀୟ ନେତୃବୃନ୍ଦ ମାଲ୍ୟାର୍ପଣ କରିଥିଲେ। ସ୍ଥାନୀୟ ଲୋକସେବା ପରିଷଦର ସମ୍ପାଦକ କୁରେଶୁ ପଣ୍ଡାଙ୍କ ସଂଯୋଜନାରେ ଆୟୋଜିତ ସଭାରେ ସିପିଆଇ ଗଞ୍ଜାମ ଜିଲା ସହ ସମ୍ପାଦକ ଅଳକା ନାଥ ମିଶ୍ର ଅଧ୍ୟକ୍ଷତା କରିଥିଲେ। ତେବେ ଏଥିରେ ଅନେକ ନେତା କର୍ମୀ ଉପସ୍ଥିତ ଥିଲେ।


[mc4wp_form id="252536"] All Right Reserved By Dharitri.Com

Posted inଆମ ଜିଲା ଖବର, ଗଞ୍ଜାମ View All

ବଞ୍ଚାଇଦେଲା ପୋଷା କୁକୁର

ଢେଙ୍କାନାଳ ଅଫିସ, ୩।୬: କୁହାଯାଏ କୁକୁର ହେଉଛି ଭାରି ବିଶ୍ୱସ୍ତ। ଏହି ଗୃହପାଳିତ ପ୍ରାଣୀର ଉପସ୍ଥିତ ବୁଦ୍ଧି ଯୋଗୁ ଅନେକ ଜୀବନ ବଞ୍ଚତ୍ୟାଇଥିବା ନଜିର ରହିଛି।...

ପାରାଦୀପରୁ ଆସୁଛି ଅପମିଶ୍ରିତ ଏଫ୍‌ଓ

ଯାଜପୁର ଅଫିସ,୪ା୬:ପାରାଦୀପ ବନ୍ଦରରୁ ଯାଜପୁର ଜିଲା ଦେଇ ଯାଇଥିବା ୫୩ ନଂ.ଜାତୀୟ ରାଜପଥ କଳାବଜାର କାରବାରର ପେଣ୍ଠସ୍ଥଳୀ ପାଲଟିଛି। ପାରାଦୀପ ବନ୍ଦର ଠାରୁ ୫ କିମି...

କାଳ ହେଲା ମର୍ନିଂ ଓ୍ବାକ୍‌

ଭଞ୍ଜନଗର/ବୁଗୁଡ଼ା,୧୦।୬: ଗଞ୍ଜାମ ଜିଲା ଦକ୍ଷିଣ ଘୁମୁସର ବନଖଣ୍ଡ ବୁଗୁଡ଼ା ରେଞ୍ଜ ଅଞ୍ଚଳରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି। ହାତୀ ଆକ୍ରମଣରେ ପ୍ରାତଃ ଭ୍ରମଣରେ ଯାଉଥିବା...

ମନଇଚ୍ଛା ଦର ନେଉଛନ୍ତି ଘରୋଇ ଆମ୍ବୁଲାନ୍ସ

ପୁରୀ ଅଫିସ,୧୪ା୬: ରାଜ୍ୟ ସରକାର ସାଧାରଣ ଆମ୍ବୁଲାନ୍ସ ସେବା ପାଇଁ ପ୍ରତି ୧୦ କିଲୋମିଟରକୁ ୭୫୦ ଟଙ୍କା ଭଡ଼ା ଧାର୍ଯ୍ୟ କରିଛନ୍ତି। ଏହାପରେ କି.ମି. ପିଛା...

ନୂଆ ବିପିଏଲ୍‌ ତାଲିକା ପ୍ରସ୍ତୁତିରେ ଅନିଶ୍ଚିତତା

କଟକ ସଦର, ୩।୬(ଡି.ଏନ.ଏ.): ଦେଶରେ ଦାରିଦ୍ର୍ୟ ସୀମାରେଖା ତଳେ ଥିବା ଲୋକଙ୍କୁ ଚିହ୍ନଟ କରିବା ପାଇଁ କେନ୍ଦ୍ର ସରକାରଙ୍କ ପକ୍ଷରୁ ବିପିଏଲ ଗାଇଡ୍‌ଲାଇନ୍‌ ପ୍ରସ୍ତୁତ ହୋଇଥିଲା।...

କଟକଣାରେ ପୁରୀ ରଥଯାତ୍ରା: ଥରେ ନୁହେଁ ସମ୍ପୃକ୍ତ ଲୋକଙ୍କ ହେବ ୪ ଥର କରୋନା ଟେଷ୍ଟ

ଭୁବନେଶ୍ୱର,୧୮।୬: କରୋନା କଟକଣା ମଧ୍ୟରେ ଗତ ବର୍ଷ ପରି ଚଳିତ ବର୍ଷ ମଧ୍ୟ ପୁରୀରେ ରଥଯାତ୍ରା ପାଳନ ହେବାକୁ ଯାଉଛି। ତେବେ ଏହି ରଥଯାତ୍ରାରେ ସମ୍ପୃକ୍ତ...

ଏମ୍‌କେସିଜି କୋଭିଡ୍‌ ହସ୍ପିଟାଲ-୧ ବନ୍ଦ

ଛତ୍ରପୁର,୨୧।୬: ଗଞ୍ଜାମ ଜିଲାର ଯେଉଁ କୋଭିଡ୍‌ ଚିକିତ୍ସା କେନ୍ଦ୍ରରେ କୌଣସି ରୋଗୀ ନାହାନ୍ତି ସେଗୁଡିକ ପର୍ଯ୍ୟାୟକ୍ରମେ ବନ୍ଦ କରିବାକୁ ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ...

ଦ୍ୱିତୀୟ ବିବାହ କରିବେ ବିଧାୟକ ବ୍ୟୋମକେଶ

ଭଦ୍ରକ ଅଫିସ, ୨୩ା୬: ଭଦ୍ରକ ଜିଲାର ଚାନ୍ଦବାଲି ବିଧାୟକ ତଥା ଯୁବ ବିଜେଡି ସଭାପତି ବ୍ୟୋମକେଶ ରାୟ ଦ୍ୱିତୀୟ ଥର ପାଇଁ ବିବାହ କରିବେ। ଜୁଲାଇ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଚାଷୀ ନଥାଇ ଧାନ କିଣା: ୭ ମହିଳା ସଂଘ ନାଁରେ ଅନିୟମିତତା ଅଭିଯୋଗ
Next Post Next post:
ଯୋଗାଣ କର୍ମଚାରୀଙ୍କୁ ଅଫିସରୁ ବାହାର କରି ଧାରଣା ଦେଲା ଓକିଲ ସଂଘ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts