ଦିଗପହଣ୍ଡି,୨୩।୬(ଡି.ଏନ୍.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ବଜାର ଗାନ୍ଧୀ ଛକ ଠାରେ ବୁଧବାର ସିପିଆଇ – ସିପିଆଇ(ଏମ) ଏବଂ କଂଗ୍ରେସ ଦଳ ପକ୍ଷରୁ ପ୍ରତିବାଦ ସଭା ଅନୁଷ୍ଠିତ ହୋଇଛି। ପେଟ୍ରୋଲ ଡିଜେଲ ଖାଇବାତେଲ ଓ ନିତ୍ୟବ୍ୟବହାର୍ଯ୍ୟ ଜିନିଷର ଅହେତୁକ ଦରଦାମ ବୃଦ୍ଧି ବିରୋଧରେ ଏହି ପ୍ରତିବାଦ କରାଯାଇଛି। ବାମପନ୍ଥୀ କାର୍ଯ୍ୟକର୍ତ୍ତାଙ୍କ ପକ୍ଷରୁ ଦରଦାମ ବୃଦ୍ଧି ବିରୁଦ୍ଧରେ ଆସନ୍ତା ୩୦ ତାରିଖ ଯାଏ ଦେଶବ୍ୟାପୀ ଆନ୍ଦୋଳନ ଓ ପ୍ରଚାର ଅଭିଯାନ ପରିପ୍ରେକ୍ଷୀରେ ଆୟୋଜିତ ପ୍ରତିବାଦ ସଭାରେ ସ୍ଥାନୀୟ କଂଗ୍ରେସ ଦଳର ନେତୃବୃନ୍ଦ ସାମିଲ ଥିଲେ। ସଭା ପୂର୍ବରୁ ମହାତ୍ମା ଗାନ୍ଧୀଙ୍କ ପ୍ରତିମୂର୍ତ୍ତୀରେ ଉପସ୍ଥିତ ସମସ୍ତ ଦଳୀୟ ନେତୃବୃନ୍ଦ ମାଲ୍ୟାର୍ପଣ କରିଥିଲେ। ସ୍ଥାନୀୟ ଲୋକସେବା ପରିଷଦର ସମ୍ପାଦକ କୁରେଶୁ ପଣ୍ଡାଙ୍କ ସଂଯୋଜନାରେ ଆୟୋଜିତ ସଭାରେ ସିପିଆଇ ଗଞ୍ଜାମ ଜିଲା ସହ ସମ୍ପାଦକ ଅଳକା ନାଥ ମିଶ୍ର ଅଧ୍ୟକ୍ଷତା କରିଥିଲେ। ତେବେ ଏଥିରେ ଅନେକ ନେତା କର୍ମୀ ଉପସ୍ଥିତ ଥିଲେ।
Posted inଆମ ଜିଲା ଖବର, ଗଞ୍ଜାମ View All
‘ନିର୍ଭୟ’ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ
ବାଲେଶ୍ୱର ଅଫିସ,୨୪ା୬: ବାଲେଶ୍ୱରସ୍ଥିତ ଚାନ୍ଦିପୁର କ୍ଷେପଣାସ୍ତ୍ର ପରୀକ୍ଷା କେନ୍ଦ୍ରର ୩ ନଂ ଲଞ୍ଚ୍ ପ୍ୟାଡ୍ରୁ ଗୁରୁବାର ପୂର୍ବାହ୍ନ ୧୦ଟା ୪୩ ମିନିଟ୍ରେ ଦୂରଗାମୀ ସବ୍ସୋନିକ କ୍ରୁଜ...
‘ପାଖରେ ଟଙ୍କା ନାହିଁ ଘର ଚଳିବ କେମିତି’
ରାଉରକେଲା/ସୁନ୍ଦରଗଡ଼,୪।୬: ଲକଡାଉନ ଓ ଶଟଡାଉନ ଯୋଗୁଁ ଅଧିକ ପ୍ରଭାବିତ ହୋଇଛନ୍ତି ସେଲୁନ ଦୋକାନୀ। ଦୀର୍ଘ ଦିନ ହେଲା ଦୋକାନ ବନ୍ଦ ପଡିଥିବା ବେଳେ ବର୍ତ୍ତମାନ ସେମାନଙ୍କ...
ନକଲି ଡାକ୍ତରଙ୍କ ଚିକିତ୍ସାରେ ୨ ମୃତ୍ୟୁ ଅଭିଯୋଗ
ମହାକାଳପଡ଼ା,୪।୬(ଡି.ଏନ୍.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ଉପକୂଳ ଅଞ୍ଚଳରେ ନକଲି ଡାକ୍ତରଙ୍କ ପ୍ରାଦୁର୍ଭାବ ବଢ଼ି ଚାଲିଛି। ସୁନୀତି ପଞ୍ଚାୟତ ଓ କେବୀ ଦାଣ୍ଡୁଆ ପଞ୍ଚାୟତ...
ଦୀର୍ଘ ୫ଘଣ୍ଟା ପରେ ଅପହରଣକାରୀ ଗିରଫ
ବଲାଙ୍ଗୀର ଅଫିସ,୧୫।୬: ଶେଷରେ ବଲାଙ୍ଗୀର ଶାନ୍ତିପଡ଼ାର ହାଇପ୍ରୋଫାଇଲ୍ ଡ୍ରାମାର ଅନ୍ତ ଘଟିଛି। ଘର ଭିତରେ ପଶି ସୁରକ୍ଷିତ ଭାବେ ଅପହରଣକାରୀଙ୍କୁ ଗିରଫ କରିଛି ବଲାଙ୍ଗୀର ପୋଲିସ।...
ବିଭିନ୍ନ ସ୍ଥାନରେ ଚଢାଉ କଲେ ଏସଡିପିଓ: ୨ ଗିରଫ
ପୁରୁଷୋତ୍ତମପୁର,୨୨।୬(ଡି.ଏନ୍.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏସ୍ଡିପିଓ ସୂର୍ଯ୍ୟମଣି ପ୍ରଧାନ ପୁରୁଷୋତ୍ତମପୁର ଥାନା ନନ୍ଦିକ ଗ୍ରାମରେ ଅଚାନକ ଚଢାଉ କରିଥିଲେ। ବେଆଇନ ଭାବେ ମଦ ବିକ୍ରି କରୁଥିବା...
ରେଡ ଜୋନ୍ରେ ଗଞ୍ଜାମର ୨୮୮ ଗାଁ: ୨୧.୭୮ ଲକ୍ଷ ଲୋକଙ୍କ ହେଲାଣି ଥର୍ମାଲ ସ୍କ୍ରିନିଂ
ଛତ୍ରପୁର,୪।୬(ଡି.ଏନ୍.ଏ.): ଗଞ୍ଜାମ ଜିଲାରେ ଘରକୁ ଘର ଯାଇ ସମସ୍ତ ପରିବାର ସଦସ୍ୟଙ୍କ ଥର୍ମାଲ ସ୍କ୍ରିନିଂ ଗତ ୧୯ ତାରିଖରୁ ଚାଲିଛି। ଗଞ୍ଜାମରେ ଦୈନିକ ସଂକ୍ରମିତଙ୍କ ସଂଖ୍ୟା...
ମନଇଚ୍ଛା ଦର ନେଉଛନ୍ତି ଘରୋଇ ଆମ୍ବୁଲାନ୍ସ
ପୁରୀ ଅଫିସ,୧୪ା୬: ରାଜ୍ୟ ସରକାର ସାଧାରଣ ଆମ୍ବୁଲାନ୍ସ ସେବା ପାଇଁ ପ୍ରତି ୧୦ କିଲୋମିଟରକୁ ୭୫୦ ଟଙ୍କା ଭଡ଼ା ଧାର୍ଯ୍ୟ କରିଛନ୍ତି। ଏହାପରେ କି.ମି. ପିଛା...
ରୟତି ଜମିରୁ ବେଆଇନ ଗଛକଟା
ସମ୍ବଲପୁର,୧୬ା୬(ବ୍ୟୁରୋ):ସମ୍ବଲପୁର ବନଖଣ୍ଡରେ ରୟତି ଜମିରୁ ବେଆଇନ ଭାବେ ଗଛକଟା ଚାଲିଛି। ଆବେଦନ କରିଥିବା ଜମିର ସାବିକ କିସମ ଓ ହାଲ୍ କିସମ ମେଳ ଖାଉ ନ...


