ପୁରୀ,୧୬।୬: ପୁରୀ ମନ୍ଦିର ମୁଖ୍ୟ ପ୍ରଶାସକଙ୍କ ଅଧ୍ୟକ୍ଷତାରେ ବୁଧବାର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଥିଲା। କରୋନା କଟକଣା ପାଇଁ ଶ୍ରୀମନ୍ଦିରକୁ ଜୁନ ୧୭ ପର୍ଯ୍ୟନ୍ତ ବନ୍ଦ ରଖାଯାଇଥିବା ବେଳେ ଏହାର ଅବଧିକୁ ଆହୁରି ବୃଦ୍ଧି କରିବାକୁ ବୈଠକରେ ନିଷ୍ପତ୍ତି ହୋଇଥିଲା। ନିଷ୍ପତ୍ତି ଅନୁସାରେ ଜୁଲାଇ ୨୫ ତାରିଖ ପର୍ଯ୍ୟନ୍ତ ଭକ୍ତଙ୍କ ଲାଗି ଶ୍ରୀମନ୍ଦିର ବନ୍ଦ ରହିବ। ରଥଯାତ୍ରା ପରେ ଶ୍ରୀମନ୍ଦିର ଖୋଲିବା ନେଇ ନିଷ୍ପତ୍ତି ନିଆଯିବ ବୋଲି ମୁଖ୍ୟ ପ୍ରଶାସକ ଡ. କ୍ରୀଷନ କୁମାର ସୂଚନା ଦେଇଛନ୍ତି।
ମ୍ୟାଲେରିଆ ଶୂନ୍ୟ ହେବ ଓଡ଼ିଶା
ଭୁବନେଶ୍ୱର,୨୬।୬(ବ୍ୟୁରୋ): ଓଡ଼ିଶା ମ୍ୟାଲେରିଆ ଶୂନ୍ୟ ରାଜ୍ୟ ଭାବେ ଅଗ୍ରସର ହେବା ଆରମ୍ଭ କରିଛି । ୨୦୧୬ରୁ ୨୦୧୯ ମଧ୍ୟରେ ରାଜ୍ୟରେ ମ୍ୟାଲେରିଆ ରୋଗୀଙ୍କ ସଂଖ୍ୟାରେ ୯୦...
ସ୍ନାନଯାତ୍ରାରେ ତ୍ରିସ୍ତରୀୟ ସୁରକ୍ଷା
ପୁରୀ ଅଫିସ, ୧୨ା୬: ଆସନ୍ତା ୨୪ ତାରିଖରେ ଦେବସ୍ନାନ ପୂର୍ଣ୍ଣିମା ତଥା ସ୍ନାନଯାତ୍ରା ପଡୁଛି। ଚଳିତବର୍ଷ କୋଭିଡ୍ କଟକଣା ମଧ୍ୟରେ ମହାପ୍ରଭୁଙ୍କ ସ୍ନାନଯାତ୍ରା ଆୟୋଜନ ନେଇ...
ରାଜ୍ୟରେ ୮ରୁ ବଢ଼ିବ ବର୍ଷା
ଭୁବନେଶ୍ୱର,୭।୬(ବ୍ୟୁରୋ): ବିହାରର ଦକ୍ଷିଣ ଅଞ୍ଚଳ ଓ ଏହାର ଆଖପାଖରେ ଘୂର୍ଣ୍ଣି ବଳୟ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଓଡ଼ିଶାର କେତେକ ସ୍ଥାନରେ ସ୍ବଳ୍ପରୁ ମଧ୍ୟମ ଧରଣର...
ମା’ଙ୍କ ସୁଦ୍ଧି କ୍ରିୟାରେ ଭୋଜି ନ କରି ବୃଦ୍ଧାଶ୍ରମରେ ବାଣ୍ଟିଲେ ଶୁଖିଲା ଖାଦ୍ୟ
ମାଲକାନଗିରି,୬ା୬: ମାଲକାନଗିରି ଜିଲା ସଦର ବ୍ଲକ ଏମଭି-୮୪ ଗ୍ରାମର ସଞ୍ଜୟ ଢାଲି ତାଙ୍କ ମା’ଙ୍କ ପରଲୋକରେ ଦଶାହ କାର୍ଯ୍ୟରେ ଜ୍ଞାତି କୁଟୁମ୍ବ, ଅତିଥିମାନଙ୍କୁ ନିମନ୍ତ୍ରଣ କରି...
ରାଜ୍ୟବାସୀଙ୍କୁ ‘ରଜ’ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୧୪ା୬(ବ୍ୟୁରୋ): କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଚଳିତବର୍ଷ ରଜ ପର୍ବ ପାଳନ ଉପରେ କଟକଣା ଜାରି କରାଯାଇଛି। ଫଳରେ ଘରେ ରହି ଲୋକେ ପହିଲି ରଜ...
ସବ୍ୟସାଚୀଙ୍କ ପାଇଁ ବଞ୍ଚିଲା ୨ ଜୀବନ
ଭୁବନେଶ୍ୱର, ୮।୬(ବ୍ୟୁରୋ): କରୋନା ସମୟରେ ଅସହାୟଙ୍କୁ ସାହାଯ୍ୟ କରି ସମସ୍ତଙ୍କ ଆଦର୍ଶ ପାଲଟିଥିବା ଅଭିନେତା ସବ୍ୟସାଚୀ ମିଶ୍ର ଦେବଦୂତ ସାଜି ପୁଣି ଆଉ ୨ ଜୀବନ...
ମିଳିଲା ପ୍ରେମୀ ଯୁଗଳଙ୍କ ମୃତଦେହ
କୋକସରା,୯।୬: କଳାହାଣ୍ଡି ଜିଲା କୋକସରା ବ୍ଲକ ଆମପାଣି ଥାନା ମହିମା ପଞ୍ଚାୟତ ତେନ୍ତୁଲିପଡାର ଚାଷ ଜମି ନିକଟ ଏକ ବରଗଛରୁ ପ୍ରେମୀ ଯୁଗଳଙ୍କ ଝୁଲନ୍ତା ମୃତଦେହ...
ଟିକାକରଣ କେନ୍ଦ୍ରରେ ପୋଷ୍ଟର ଲଗାକୁ ନେଇ ଜୋର ଧରିଲା ରାଜନୀତି
ଭୁବନେଶ୍ୱର,୨୨।୬(ବ୍ୟୁରୋ): ରାଜ୍ୟର ବିଭିନ୍ନ ଟିକାକରଣ କେନ୍ଦ୍ରରେ ପୋଷ୍ଟର ଲଗାଯିବାକୁ ନେଇ ଜୋର ଧରିଲା ରାଜନୀତି। ଟିକାକରଣ କେନ୍ଦ୍ରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଫଟୋଚିତ୍ରକୁ ବାଦ୍ଦେଇ କେବଳ...


