E-Paper
  • logo
  • Saturday 28th March 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inମେଟ୍ରୋ, ରାଜ୍ୟ

ପୁରୁଣା ଚେର
8:36 amJune 15, 2021

ଭୁବନେଶ୍ୱର,୧୫।୬(ବ୍ୟୁରୋ):  ଓଡ଼ିଶାରେ ନକଲି ଔଷଧର କାରବାର ବହୁ ପୁରୁଣା। ୨୦୦୭ ଜୁଲାଇ ୨୦ରେ ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ସହରରେ ନକଲି ଔଷଧ କାରଖାନା ଠାବ ହୋଇଥିଲା। ସେଠାରେ ୩୦ଟି ନାମୀ କମ୍ପାନୀର ୩୯୨ ପ୍ରକାର ଏଲୋପାଥି ଓ ଆୟୁର୍ବେଦିକ ଔଷଧ ନକଲ ହେଉଥିବା ଜଣାପଡ଼ିଥିଲା, ଯାହାକି ରାଜ୍ୟରେ ଚହଳ ପକାଇଥିଲା। ଜୀବନ ରକ୍ଷାକାରୀ ଔଷଧ ନଁାରେ କିଭଳି ଠକେଇ ଚାଲିଥିଲା ଏବଂ ରାଜ୍ୟର କୋଣଅନୁକୋଣରେ ସେ ସବୁର ବହୁଳ ବିକ୍ରି ପାଇଁ ଯୋଜନାବଦ୍ଧ ର଼୍ୟାକେଟ୍‌ କିପରି କାର୍ଯ୍ୟ କରୁଥିଲା ତାହା କ୍ରମଶଃ ଜଣାପଡ଼ିଥିଲା। ଏହି ଘଟଣାରେ ବଲାଙ୍ଗୀର ଜିଲାର ତତ୍କାଳୀନ ଡ୍ରଗ୍ସ ଇନ୍ସପେକ୍ଟର ଏବଂ ନକଲି ଔଷଧ କାରବାରର କିଙ୍ଗପିନ୍‌ ଶଙ୍କରଲାଲ ଅଗ୍ରଓ୍ବାଲ, ତାଙ୍କ ପୁଅ ସମେତ ୫ଜଣଙ୍କୁ ଗିରଫ କରାଯାଇଥିଲା। ଏହାସହିତ ରାଜ୍ୟବ୍ୟାପୀ ଔଷଧ ଦୋକାନଗୁଡ଼ିକରେ ଚଢ଼ାଉ କରାଯାଇ ନମୁନା ସଂଗ୍ରହ କରାଯିବା ସହ କ୍ରାଇମବ୍ରାଞ୍ଚ୍‌ ଦ୍ୱାରା ତଦନ୍ତ କରାଯାଇଥିଲା। ତେବେ ସେହି ସମୟରେ ସବୁଠୁ ବଡ଼ ଚର୍ଚ୍ଚା ଥିଲା ନକଲି ଔଷଧ ବ୍ୟବସାୟୀ ଶଙ୍କରଲାଲ ଅଗ୍ରଓ୍ବାଲଙ୍କ ସହ ପଶ୍ଚିମାଞ୍ଚଳର ଜଣେ ତତ୍କାଳୀନ ମନ୍ତ୍ରୀଙ୍କ ସୁସମ୍ପର୍କ।

 


[mc4wp_form id="252536"] All Right Reserved By Dharitri.Com

Posted inମେଟ୍ରୋ, ରାଜ୍ୟ View All

ରାଜ୍ୟରେ ୪ ହଜାର ତଳକୁ ଖସିଲା ଦୈନିକ କରୋନା ସଂକ୍ରମଣ

ଭୁବନେଶ୍ୱର,୧୫।୬(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ କରୋନା ମୃତ୍ୟୁସଂଖ୍ୟା ଚିନ୍ତା ବଢ଼ାଉଥିବା ବେଳେ ମଙ୍ଗଳବାର ସଂକ୍ରମଣ ସଂଖ୍ୟା ସାମାନ୍ୟ ହ୍ରାସ ପାଇଛି। ଆଜି ରାଜ୍ୟରେ ୩,୪୦୫ ଜଣ...

କଟକଣାରେ ପୁରୀ ରଥଯାତ୍ରା: ଥରେ ନୁହେଁ ସମ୍ପୃକ୍ତ ଲୋକଙ୍କ ହେବ ୪ ଥର କରୋନା ଟେଷ୍ଟ

ଭୁବନେଶ୍ୱର,୧୮।୬: କରୋନା କଟକଣା ମଧ୍ୟରେ ଗତ ବର୍ଷ ପରି ଚଳିତ ବର୍ଷ ମଧ୍ୟ ପୁରୀରେ ରଥଯାତ୍ରା ପାଳନ ହେବାକୁ ଯାଉଛି। ତେବେ ଏହି ରଥଯାତ୍ରାରେ ସମ୍ପୃକ୍ତ...

ରାଜ୍ୟରେ ଆଜି ୮,୩୯୯ ସଂକ୍ରମିତ ଚିହ୍ନଟ: ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୨।୬(ବ୍ୟୁରୋ): ରାଜ୍ୟରେ କରୋନା ମହାମାରୀ ପ୍ରତିଦିନ ରେକର୍ଡ ଭାଙ୍ଗୁ ଥିବାବେଳେ କିଛିଦିନ ହେବ ସଂକ୍ରମଣ ମାତ୍ରା କିଛିଟା କମିଛି। ବୁଧବାର ରାଜ୍ୟରେ ୭,୨୧୬ କରୋନା ଆକ୍ରାନ୍ତ...

୧୭ ଜିଲାରେ ଘଡଘଡି ସହ ବର୍ଷା

ଭୁବନେଶ୍ବର,୩।୬: ରାଜ୍ୟର ମାଲକାନଗିରି, କୋରାପୁଟ ଏବଂ ନବରଙ୍ଗପୁର ଜିଲାରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ପ୍ରବଳ ବର୍ଷା ସମ୍ଭାବନା ରହିଥିବା ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର...

ରାଜ୍ୟରେ ମୁଣ୍ଡ ପରେ ମୁଣ୍ଡ ନେଇ ଚାଲିଛି କରୋନା: ଆଜି ୪୫ ଜଣଙ୍କ ମୃତ୍ୟୁ

ଭୁବନେଶ୍ୱର,୧୩।୬ (ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ ହ୍ରାସ ପାଉଥିବା ବେଳେ ମୃତ୍ୟୁ ସଂଖ୍ୟା ବଢ଼ିବାରେ ଲାଗିଛି। ରବିବାର ରାଜ୍ୟରେ କରୋନାରେ ଆଉ...

ପଶ୍ଚିମ ଓଡ଼ିଶାର ୧୧ ଜିଲାକୁ ୨୫ କୋଟି

ଭୁବନେଶ୍ୱର, ୧୨ା୬(ବ୍ୟୁରୋ): ପଶ୍ଚିମ ଓଡ଼ିଶାର ୧୧ଟି ଜିଲାକୁ କୋଭିଡ୍‌ ପରିଚାଳନା ପାଇଁ ମିଳିଛି ୨୫ କୋଟି ଟଙ୍କାର ସ୍ବତନ୍ତ୍ର ସହାୟତା। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର...

ନୟାପଲ୍ଲୀ ଶ୍ମଶାନ, ଖେଳପଡ଼ିଆକୁ ନେଇ ମୁହାଁମୁହିଁ

ଭୁବନେଶ୍ୱର,୧୯।୬: ବିଏମ୍‌ସି ଓ୍ବାର୍ଡ ନଂ.୩୭ରେ ଥିବା ନୟାପଲ୍ଲୀ ଶ୍ମଶାନ ଓ ଖେଳ ପଡ଼ିଆ ସତ୍ତା ହରାଇବାକୁ ବସିଛି। କଳିିଙ୍ଗ ଷ୍ଟାଡିୟମର ସମ୍ପ୍ରସାରଣ ଓ ବିକାଶମୂଳକ କାର୍ଯ୍ୟ...

ଆରମ୍ଭ ହେଲା ‘ଆଶୀର୍ବାଦ’ ଯୋଜନା: ମାସକୁ ମିଳିବ ୨୫୦୦ ଟଙ୍କା

ଭୁବନେଶ୍ୱର,୨୦ା୬(ବ୍ୟୁରୋ): ମା-ବାପାଙ୍କୁ ହରାଇଥିବା ସନ୍ତାନମାନଙ୍କ ପାଇଁ ରାଜ୍ୟ ସରକାର ନୂଆ କରି ଆରମ୍ଭ କରିଛନ୍ତି ‘ଆଶୀର୍ବାଦ’ ଯୋଜନା। ଏହି ଯୋଜନା ମାଧ୍ୟମରେ ମା-ବାପାଙ୍କୁ ହରାଇଥିବା ପିଲାମାନଙ୍କୁ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ପ୍ରଥମ ସ୍ତ୍ରୀଙ୍କ ଚିଠି ପଢି ପ୍ରବଳ କାନ୍ଦିଥିଲେ ଅମିର ଖାନ୍‌
Next Post Next post:
ବେଦାନ୍ତର ଅସୁରକ୍ଷିତ ଖଣି

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts