E-Paper
  • logo
  • Saturday 28th March 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଜୀବନଚର୍ଯ୍ୟା

ଘରର ଏସବୁ ସ୍ଥାନରେ ରଖନ୍ତୁ ଦର୍ପଣ: କେବେ ବି ହେବେନି ଦରିଦ୍ର
8:31 amJune 2, 2021

ବାସ୍ତୁବିତ୍‌ଙ୍କ ଅନୁଯାୟୀ, ଯଦି ଘରେ ଦର୍ପଣକୁ ସଠିକ ଦିଗରେ ରଖାଯାଏ ନାହିଁ, ତେବେ ଏହା ବ୍ୟକ୍ତିଙ୍କ ଜୀବନ ଉପରେ ନକାରାତ୍ମକ ପ୍ରଭାବ ପକାଇପାରେ। ବାସ୍ତୁଶାସ୍ତ୍ର ଅନୁଯାୟୀ ସକାରାତ୍ମକ ଶକ୍ତି ସର୍ବଦା ପୂର୍ବରୁ ପଶ୍ଚିମ ଏବଂ ଉତ୍ତରରୁ ଦକ୍ଷିଣକୁ ଗତି କରିଥାଏ। ଦର୍ପଣକୁ ପୂର୍ବ କିମ୍ବା ଉତ୍ତର କାନ୍ଥରେ ଲଗାଇବା ଉଚିତ୍‌। ଯେପରି ଦେଖୁଥିବା ଲେକଙ୍କ ମୁହଁ ପୂର୍ବ କିମ୍ବା ଉତ୍ତର ଦିଗକୁ ରହିବ। ଦକ୍ଷିଣ କିମ୍ବା ପଶ୍ଚିମ କାନ୍ଥରେ ଥିବା ଦର୍ପଣ ବିପରୀତ ଦିଗରୁ ଆସୁଥିବା ଶକ୍ତି ପ୍ରତିଫଳିତ କରେ ।

> ଘରେ ଏକ ଦର୍ପଣ ରଖିବା ପାଇଁ ସର୍ବୋତ୍ତମ ଦିଗ ଉତ୍ତର, ପୂର୍ବ କିମ୍ବା ଉତ୍ତର-ପୂର୍ବ ଦିଗ ବୋଲି ବିବେଚନା କରାଯାଏ। ଏହି ଦିଗରେ ଏକ ଦର୍ପଣ ରଖିବା ଦ୍ୱାରା ଘରେ ସୁଖ ଏବଂ ସମୃଦ୍ଧି ବଢ଼ିଥାଏ।

> ଆଲମାରୀ ସାମ୍ନାରେ ରଖାଯାଇଥିବା ଦର୍ପଣ ଧନ ବଢ଼ାଇଥାଏ।

> ଦର୍ପଣର କୌଣସି ସ୍ଥାନରୁ ଟିକେ ବି ଭାଙ୍ଗିବା ଉଚିତ୍‌ ନୁହେଁ। ଆହୁରି ମଧ୍ୟ, ପରିଷ୍କାର ହେବା ଅତ୍ୟନ୍ତ ଜରୁରୀ

ଶୋଇବା ଘରେ ଦର୍ପଣ ଲଗାଇବା ସମୟରେ ବିଶେଷ ଯତ୍ନ ନେବା ଉଚିତ୍‌। ଦର୍ପଣକୁ ଏପରି ସ୍ଥାନରେ ରଖନ୍ତୁ ଯେପରି ଶୋଇବା ସମୟରେ ଶରୀରର କୌଣସି ଅଂଶ ଦୃଶ୍ୟମାନ ନ ହୁଏ, କାରଣ ଏହା ସ୍ବାସ୍ଥ୍ୟଗତ ସମସ୍ୟା ସୃଷ୍ଟି କରେ।

> ଯଦି ରୁମ୍‌ ଛୋଟ ଥିବାରୁ ଦର୍ପଣକୁ ଶଯ୍ୟା ସାମ୍ନାରେ ରଖୁଥାନ୍ତି ତେବେ ରାତିରେ ଶୋଇବା ସମୟରେ ଦର୍ପଣରେ ଏକ କପଡ଼ାରେ ଘୋଡାନ୍ତୁ। ଏହାର ନକାରାତ୍ମକ ପ୍ରଭାବ ପଡ଼ିବ ନାହିଁ ।

> ଘରେ ଦକ୍ଷିଣ ଏବଂ ପଶ୍ଚିମ ଦିଗରେ ଦର୍ପଣ ଲଗାନ୍ତୁ ନାହିଁ, ଏହା ଅସନ୍ତୋଷ କିମ୍ବା ଅସୁବିଧାକୁ ବଢ଼ାଇଥାଏ।


[mc4wp_form id="252536"] All Right Reserved By Dharitri.Com

Posted inଜୀବନଚର୍ଯ୍ୟା View All

କେବଳ ଏହି କାରଣ ପାଇଁ ସ୍ବାମୀଙ୍କ ଅକାଳ ମୃତ୍ୟୁର କାରଣ ହୋଇଥାନ୍ତି ସ୍ତ୍ରୀ

ଆଚାର୍ଯ୍ୟ ଚାଣକ୍ୟ ଜୀବନର ମୂଲ୍ୟବୋଧକୁ ବର୍ଣ୍ଣନା କରିବା ସହିତ ଜୀବନ ସହ ଜଡିତ ସମସ୍ତ ଦିଗକୁ ବ୍ୟାଖ୍ୟା କରିଛନ୍ତି। ସେ ବିଚଳିତ ବ୍ୟକ୍ତିଙ୍କୁ ବିଷାକ୍ତ ପ୍ରାଣୀ...

ଫିକା ଫିକା ରଜ

ବାହାଘର ପରେ ପ୍ରଥମ ରଜ। ନୂଆ ପିନ୍ଧିବା, ସ୍ବାମୀଙ୍କ ସହ ବୁଲିଯିବା ଆଉ ବାପଘରେ ଯାଇ ପୁରୁଣାଦିନର ରଜ ଅନୁଭୂତିକୁ ସାଉଁଟିବାକୁ ନେଇ କେତେ କେତେ...

ରହିବନି ଷ୍ଟ୍ରେଚ୍‌ମାର୍କ

ଅନେକ ମହିଳା ଶିଶୁ ଜନ୍ମ ପରେ ପେଟ ଏବଂ ଶରୀରର ଅନ୍ୟ କେତେକ ସ୍ଥାନରେ ହୋଇଥିବା ଷ୍ଟ୍ରେଚ୍‌ମାର୍କ କମ୍‌ କରିବାକୁ ନେଇ ବ୍ୟସ୍ତ ହୋଇପଡନ୍ତି। ହେଲେ...

ପାର୍ଲର ଯିବା ପୂର୍ବରୁ…

  ବିଭିନ୍ନ ପ୍ରକାରର ବ୍ୟୁଟି ଟ୍ରିଟ୍‌ମେଣ୍ଟ କରିବା ନିମନ୍ତେ ମହିଳାମାନେ ବ୍ୟୁଟି ପାର୍ଲର ଯାଇଥାନ୍ତି। କିନ୍ତୁ ବେଳେବେଳେ ବ୍ୟୁଟିସିଆନମାନଙ୍କ ଖାମଖିଆଲ ଗୁଣ ପାଇଁ ସୌନ୍ଦର୍ଯ୍ୟ ନଷ୍ଟ...

କେମିତି ବଢ଼ିବ ବାପା-ପୁଅଙ୍କ ଭିତରେ ସମ୍ପର୍କ

ଅନେକ ସମୟରେ ଛୋଟଛୋଟ କଥାକୁ ନେଇ ବାପା-ପୁଅଙ୍କ ଭିତରେ ମନମତାନ୍ତର ହେଉଥିବାର ଦେଖିବାକୁ ମିଳିଥାଏ। ଏହା ପଛରେ ବି ବାସ୍ତୁଦୋଷ ରହୁଥିବା ଅନୁମାନ କରାଯାଏ। ତେବେ...

ଅଣ୍ଟାବିନ୍ଧାର ଘରୋଇ ଉପଚାର

ଅଣ୍ଟାବିନ୍ଧା ଆଜିକାଲି ଏକ ସାଧାରଣ କଥା ପାଲଟି ଗଲାଣି। ତେବେ, ଏପରି କେତେକ ଘରୋଇ ଉପଚାର ରହିଛି, ଯାହାକୁ ଆପଣେଇ ପାରିଲେ ଆପଣ ଏଥିରୁ କେତେକାଂଶରେ...

ଏହି ୭ ଜିନିଷରେ ଭୁଲରେ ବି ଗୋଡ ବଜାନ୍ତୁ ନାହିଁ କି ମାରନ୍ତୁନି ଗୋଇଠା, ହୋଇଯିବେ ବରବାଦ..

ଆଚାର୍ଯ୍ୟ ଚାଣକ୍ୟ ନିଜର ନୀତିଶାସ୍ତ୍ରରେ ଜୀବନ ସହ ଜଡିତ ବିଭିନ୍ନ ସମସ୍ୟା ଓ ତାର ସମାଧାନ ବିଷୟରେ ଉଲ୍ଲେଖ କରିଛନ୍ତି। ସେ ଅର୍ଥ, ପଦୋନ୍ନତି, ବ୍ୟବସାୟ,...

ନିଉଟନୀୟ ଓ ଆଇନଷ୍ଟାଇନୀୟ ମାଧ୍ୟାକର୍ଷଣ

ଆମେ ଟେକାଟିଏ ଫିଙ୍ଗିଲେ ତାହା ଉଚ୍ଚକୁ କିଛି ଦୂର ପର୍ଯ୍ୟନ୍ତ ଯାଇ ପୃଥିବୀ ପୃଷ୍ଠକୁ ଖସି ପଡୁଛି। ଫଳଟିଏ ପାଚିଲେ ଗଛରୁ ଛିଣ୍ଡିଯାଇ ତଳେ ପଡୁଛି।...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ସୁରକ୍ଷା କର୍ମୀଙ୍କୁ ହତ୍ୟା ଅଭିଯୋଗ
Next Post Next post:
ବୋପାନ୍ନା-ସ୍କୁଗୋର ଦ୍ୱିତୀୟ ରାଉଣ୍ଡରେ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts