ସାଉଥାମ୍ପଟନ,୨୧।୬: ସ୍ଥାନୀୟ ରୋଜ ଓଭାଲ ଗ୍ରାଉଣ୍ଡରେ ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ଚାଲିଥିବା ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍ (ଡବ୍ଲ୍ୟୁଟିସି) ଫାଇନାଲ ମ୍ୟାଚ୍ରେ ବର୍ଷା ଖଳନାୟକ ସାଜିଛି। ପ୍ରଥମ ଦିବସ ଭଳି ଚତୁର୍ଥ ଦିବସର ଖେଳ ମଧ୍ୟ ବର୍ଷା ଯୋଗୁ ସମ୍ପୂର୍ଣ୍ଣ ଭାବେ ଧୋଇଯାଇଛି। ସକାଳୁ ବର୍ଷା ଆରମ୍ଭ ହୋଇଥିଲା ଓ ସନ୍ଧ୍ୟା ପର୍ଯ୍ୟନ୍ତ ବନ୍ଦ ହୋଇ ନ ଥିଲା। ପଡିଆରୁ ପାଣି ବାହାର କରିବା ପାଇଁ ସମୟ ମଧ୍ୟ ମିଳି ନ ଥିଲା। ମଙ୍ଗଳବାର ପଞ୍ଚମ ଦିବସରେ ମଧ୍ୟ ବର୍ଷା ଆଶଙ୍କା ରହିଛି। ଏଭଳି ସ୍ଥିତିରେ ରିଜର୍ଭ ଡେ’ରେ ଖେଳ ଆୟୋଜନ ହେବା ନିଶ୍ଚିତ ମନେ ହେଉଛି। ଏହି ହାଇପ୍ରୋଫାଇଲ ମ୍ୟାଚ୍ ଡ୍ର ହେବାର ଯଥେଷ୍ଟ ସମ୍ଭାବନା ରହିଛି।
ଟସ୍ ହାରି ଭାରତ ପ୍ରଥମ ଇନିଂସରେ ୯୨.୧ ଓଭରରେ ୨୧୭ ରନ୍ କରି ଅଲଆଉଟ ହୋଇଥିଲା। ଜବାବରେ ନ୍ୟୁଜିଲାଣ୍ଡ ପ୍ରଥମ ଇନିଂସ ଆରମ୍ଭ କରି ତୃତୀୟ ଦିବସ ଖେଳ ଶେଷ ସୁଦ୍ଧା ୪୯ ଓଭରରେ ୨ ଉଇକେଟ ହରାଇ ୧୦୧ ରନ୍ ସଂଗ୍ରହ କରିଥିଲା। ୮ ଉଇକେଟ ହାତରେ ରଖି ନ୍ୟୁଜିଲାଣ୍ଡ ଏବେ ୧୧୬ ରନ୍ ପଛରେ ପଡିଛି।
କ୍ୟାରିୟରର ଅନ୍ତିମ ଟେଷ୍ଟରେ ଭାଙ୍ଗିଗଲା ଆଙ୍ଗୁଠି; ତଥାପି ଖେଳି ଭାଙ୍ଗିଲେ ଧୋନୀଙ୍କ ରେକର୍ଡ
ସାଉଥାମ୍ପଟନ,୨୪।୬: ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍(ଡବ୍ଲୁଟିସି) ପ୍ରତମ ସଂସ୍କରଣରେ କେନ୍ ଓ୍ବିଲିୟମସନ୍ଙ୍କ ନେତୃତ୍ୱାଧୀନ ନ୍ୟୁଜିଲାଣ୍ଡ ଚାମ୍ପିୟନ ହୋଇଛି। ଏହା ଉଇକେଟକିପର ବ୍ୟାଟ୍ସମ୍ୟାନ ବି ଜେ ଓ୍ବାଟଲିଂଙ୍କ କ୍ୟାରିୟରର...
ଓ୍ବିମ୍ବେଲଡନରୁ ଓହରିଲେ, ଅଲିମ୍ପିକ୍ସରେ ଭାଗନେବେ ଓସାକା
ଲଣ୍ଡନ,୧୯ା୬(ଏପି)-ଚାରିଥର ଗ୍ରାଣ୍ଡସ୍ଲାମ ଚାମ୍ପିୟନ ନାଓମି ଓସାକା ଓ୍ବିମ୍ବେଲଡନରୁ ଓହରିଯିବେ, କିନ୍ତୁ ଟୋକିଓ ଅଲିମ୍ପିକ୍ସରେ ଭାଗ ନେବେ। ମହିଳା ଟେନିସ ଖେଳାଳିଙ୍କ ଏଜେଣ୍ଟ ଷ୍ଟୁଆର୍ଟ ଡଗୁଇଡ୍ ଏହି...
ପନ୍ତଙ୍କୁ ସମାଲୋଚନା କଲେ ପୂର୍ବତନ ଖେଳାଳି
ନୂଆଦିଲ୍ଲୀ,୨୪।୬: ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍ ଫାଇନାଲର ରିଜର୍ଭ ଡେ’ରେ ସେଟ୍ ହୋଇସାରିଥିବା ରିଷଭ ପନ୍ତ ନ୍ୟୁଜିଲାଣ୍ଡ ପେସର ଟ୍ରେଣ୍ଟ ବୋଲ୍ଟଙ୍କୁ ଷ୍ଟେପ ଆଉଟ୍ କରି ବଡ଼...
ଡବ୍ଲୁଟିସି ଫାଇନାଲ ଡ୍ର’ ରହିଲେ ଭାରତ ସହିବ କ୍ଷତି, ନ୍ୟୁଜିଲାଣ୍ଡର ହେବ ଲାଭ: ଜାଣନ୍ତୁ କେମିତି
ସାଉଥାମ୍ପଟନ୍,୨୩।୬: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଚାଲିଥିବା ବିଶ୍ୱ ଟେଷ୍ଟ ଚାମ୍ପିଅନସିପ (ଡବ୍ଲୁଟିସି)ର ଫାଇନାଲ ପାଇଁ ପ୍ରଶଂସକମାନେ ଦୀର୍ଘ ସମୟ ଅପେକ୍ଷା କରିଥିଲେ। ଏହି ମ୍ୟାଚ...
ବିମଣ୍ଟ, ନାଇଟଙ୍କ ପ୍ରଭାବୀ ବ୍ୟାଟିଂ
ବ୍ରିଷ୍ଟଲ, ୧୭।୬- ଭାରତ ଓ ଇଂଲଣ୍ଡ ମଧ୍ୟରେ ଏକମାତ୍ର ମହିଳା କ୍ରିକେଟ ଟେଷ୍ଟ ମ୍ୟାଚ ବୁଧବାର ଆରମ୍ଭ ହୋଇଛି। ପାଖାପାଖି ୭ ବର୍ଷ ବ୍ୟବଧାନରେ ଭାରତୀୟ...
ଆଇସିୟୁରେ ମିଲ୍ଖାଙ୍କ ସ୍ବାସ୍ଥ୍ୟାବସ୍ଥା ସ୍ଥିର ଫୋନ୍ରେ କଥା ହେଲେ ପ୍ରଧାନମନ୍ତ୍ରୀ
ଚଣ୍ଡିଗଡ,୫।୬(ପି.ଟି.): କିମ୍ବଦନ୍ତୀ ଭାରତୀୟ ଆଥଲେଟ୍ ମିଲ୍ଖା ସିଂ କୋଭିଡ୍-୧୯ ଲଢେଇ ଜାରି ରଖିଛନ୍ତି। ସ୍ଥାନୀୟ ପିଜିଆଇଏମ୍ଇଆର ହସ୍ପିଟାଲର ଇଣ୍ଟେନସିଭ କେୟାର ୟୁନିଟ୍ (ଆଇସିୟୁ)ରେ ତାଙ୍କୁ ଭର୍ତ୍ତି...
୧୧ ବଲ୍ରେ ୫ ଉଇକେଟ୍ ନେଇ ଦେଶକୁ ବିଶ୍ୱ ଚାମ୍ପିଅନ୍ କରାଇଥିଲେ ଏହି କ୍ରିକେଟର୍
କ୍ରିକେଟରେ ୧୯୬୦ ଏବଂ ୭୦ ଦଶକ ୱେଷ୍ଟଇଣ୍ଡିଜ ନାମରେ ନାମିତ ହୋଇଥିଲା। ଦ୍ରୁତ ବୋଲର ଏବଂ ଦୃଢ ବ୍ୟାଟ୍ସମ୍ୟାନ୍ଙ୍କ ଉପସ୍ଥିତିରେ ୱେଷ୍ଟଇଣ୍ଡିଜ ସେହି ସମୟରେ କ୍ରିକେଟ୍...
ଅଖତରଙ୍କ ବଡ଼ ଚ୍ୟାଲେଞ୍ଜ: ‘ମୋର ଯେତୋଟି ବଲ୍ ଖେଳିପାରିବ ସେତୋଟି ବାଇକ୍ ଦାନ କରିବି’
ନୂଆଦିଲ୍ଲୀ,୪।୬: ଚର୍ଚ୍ଚାରେ ପାକିସ୍ତାନର ପୂର୍ବ ଦ୍ରୁତ ବୋଲର୍ ସୋଏବ ଅଖତର। କାରଣଟି ହେଲା ତାଙ୍କର କିଛି ସୋସିଆଲ ମିଡିଆ ପୋଷ୍ଟ। ମଜାରେ କିଛି କଥା କହୁ...


