E-Paper
  • logo
  • Saturday 28th March 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inମେଟ୍ରୋ, ରାଜ୍ୟ

୨୭ ଯାଏ ବର୍ଷା
9:42 amJune 25, 2021

ଭୁବନେଶ୍ୱର,୨୫।୬(ବ୍ୟୁରୋ): ରାଜ୍ୟରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ରହିଛି। ଏଥିସହିତ ପଶ୍ଚିମବଙ୍ଗ ଏବଂ ଓଡ଼ିଶା ଉପକୂଳରେ ଏକ ଘୂର୍ଣ୍ଣିବଳୟ କ୍ଷେତ୍ର ରହିଛି। ଏହାର ପ୍ରଭାବରେ ଆସନ୍ତା ୨୭ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି। ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅନୁଗୋଳ, କେନ୍ଦୁଝର, ଢେଙ୍କାନାଳ, କଟକ, ନୟାଗଡ଼ ଜିଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ପାଣିପାଗ ବିଭାଗ ପକ୍ଷରୁ ଏ ନେଇ ୟେଲୋଓ୍ବାର୍ନିଂ ଜାରି କରାଯାଇଛି। ୨୬ ତାରିଖରେ ଯାଜପୁର, ଭଦ୍ରକ, ଢେଙ୍କାନାଳ, କଟକ, କେନ୍ଦ୍ରାପଡ଼ା, ଜଗତ୍‌ସିଂହପୁର ଜିଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ଏବଂ କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଖୋର୍ଦ୍ଧା, ପୁରୀ, ଗଞ୍ଜାମ ଓ କନ୍ଧମାଳ ଜିଲାର କେତେକ ସ୍ଥାନରେ ପ୍ରବଳ ବର୍ଷା ହେବ ବୋଲି ଚେତାବନୀ ଦିଆଯାଇଛି। ଗତ ୪୮ ଘଣ୍ଟା ମଧ୍ୟରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହୋଇଛି। ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ ତାଳଚେରରେ ସର୍ବାଧିକ ୩୨ ମିଲିମିଟର ବର୍ଷା ରେକର୍ଡ କରାଯାଇଥିବା ବେଳେ ନୟାଗଡ଼ ୭.୫, ପୁରୀ ୨୬, ଭୁବନେଶ୍ୱର ୭.୬, କଟକ ୨.୪ ଏବଂ ଚାନ୍ଦବାଲିରେ ୭.୫ ମିଲିମିଟର ବର୍ଷା ରେକର୍ଡ କରାଯାଇଛି।


[mc4wp_form id="252536"] All Right Reserved By Dharitri.Com

Posted inମେଟ୍ରୋ, ରାଜ୍ୟ View All

ମହିଳାଙ୍କ ସହ ସମ୍ପର୍କକୁ ନେଇ ଯୁବକଙ୍କୁ ହତ୍ୟା

ବୌଦ୍ଧ,୫ା୬: ବୌଦ୍ଧ ଜିଲା ହରଭଙ୍ଗା ବ୍ଲକ ଅଧୀନ ସରସରା ଗ୍ରାମ ନିକଟରେ ଜଣେ ଯୁବକଙ୍କୁ ଧାରୁଆ ଅସ୍ତ୍ରରେ ହାଣି ହତ୍ୟା କରାଯାଇଛି । ମୃତକ ହେଲେ...

ଦାନା ଚିନ୍ତାରେ ଦୁଗ୍ଧଚାଷୀ

ଛେଣ୍ଡିପଦା,୧୭।୬: ଉତ୍ପାଦିତ ଦୁଗ୍ଧ ନେଉଥିଲା ଓମଫେଡ୍‌। ପ୍ରତି ୧୦ ଦିନରେ ବ୍ୟାଙ୍କ ଖାତାକୁ ଆସୁଥିଲା ଅର୍ଥ। ତେଣୁ ଋଣ ଶୁଝିବା ଓ ଗାଈ ପାଇଁ ଦାନା କିଣିବାରେ...

ଡା. ମନୋଜ ସାହୁଙ୍କୁ ଜାତୀୟ ସମ୍ମାନ

ଭୁବନେଶ୍ୱର, ୫।୬ (ବ୍ୟୁରୋ): ସମ୍‌ ହସ୍ପିଟାଲର ଗ୍ୟାଷ୍ଟ୍ରୋଏଣ୍ଟ୍ରୋଲୋଜି ବିଭାଗ ମୁଖ୍ୟ ଡାକ୍ତର ମନୋଜ କୁମାର ସାହୁଙ୍କୁ ‘କାମରାଜ୍‌ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ଏଜୁକେଶନ ଆଣ୍ଡ୍‌ ରିସର୍ଚ୍ଚ’ ସମ୍ମାନ...

୧୮ରୁ ୪୪ ଟିକାକରଣ: ୭ ମ୍ୟୁନିସିପାଲିଟି, ୨ ଏନ୍‌ଏସିରେ ସୋମବାରରୁ ଆରମ୍ଭ ହେବ

ଭୁବନେଶ୍ୱର, ୧୯।୬(ବ୍ୟୁରୋ): ରାଜ୍ୟର ୭ ଜିଲାର ୭ ମ୍ୟୁନିସିପାଲିଟି ଓ ୨ ଏନ୍‌ଏସିରେ ୧୮ରୁ ୪୪ବର୍ଷର ହିତାଧିକାରୀଙ୍କ ଟିକାକରଣ ସୋମବାରଠାରୁ ଆରମ୍ଭ ହେବ। ଏହି ସ୍ଥାନଗୁଡ଼ିକ...

ଚାକିରି ଆଳରେ ଠକେଇ ର଼୍ୟାକେଟ ସକ୍ରିୟ

ଭୁବନେଶ୍ୱର,୨୦।୬(ବ୍ୟୁରୋ): କରୋନା କାଳରେ ଆଉଏକ କାଳ ସାଜିଛି ଠକେଇ। ପାଦେ ପାଦେ ସତର୍କ ନ ରହିଲେ ଠକଙ୍କ ଫାଶରେ ପଡ଼ିବା ନିଶ୍ଚିତ। ଅନେକେ ଚାକିରି ଓ...

କଟକଣାରେ ପୁରୀ ରଥଯାତ୍ରା: ଥରେ ନୁହେଁ ସମ୍ପୃକ୍ତ ଲୋକଙ୍କ ହେବ ୪ ଥର କରୋନା ଟେଷ୍ଟ

ଭୁବନେଶ୍ୱର,୧୮।୬: କରୋନା କଟକଣା ମଧ୍ୟରେ ଗତ ବର୍ଷ ପରି ଚଳିତ ବର୍ଷ ମଧ୍ୟ ପୁରୀରେ ରଥଯାତ୍ରା ପାଳନ ହେବାକୁ ଯାଉଛି। ତେବେ ଏହି ରଥଯାତ୍ରାରେ ସମ୍ପୃକ୍ତ...

ଆଇପିଏସ୍‌ ସ୍ତରରେ ବଡ଼ ଧରଣର ଅଦଳବଦଳ

ଭୁବନେଶ୍ୱର,୨୪।୬: ରାଜ୍ୟ ସରକାର ଆଇପିଏସ୍‌ ସ୍ତରରେ ଗୁରୁବାର ଅଦଳବଦଳ କରିଛନ୍ତି। ଗୃହ ବିଭାଗ ପକ୍ଷରୁ ଏନେଇ ବିଜ୍ଞପ୍ତି ଜାରି କରାଯାଇଛି। ବରିଷ୍ଠ ଆଇପିଏଏସ୍‌ ଅଧିକାରୀ ସୁଧାଂଶୁ...

ଦ୍ୱିତୀୟ ବିବାହ କରିବେ ବିଧାୟକ ବ୍ୟୋମକେଶ

ଭଦ୍ରକ ଅଫିସ, ୨୩ା୬: ଭଦ୍ରକ ଜିଲାର ଚାନ୍ଦବାଲି ବିଧାୟକ ତଥା ଯୁବ ବିଜେଡି ସଭାପତି ବ୍ୟୋମକେଶ ରାୟ ଦ୍ୱିତୀୟ ଥର ପାଇଁ ବିବାହ କରିବେ। ଜୁଲାଇ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଦୁଗ୍ଧଚାଷୀଙ୍କୁ ୧୧ କୋଟିର ସହାୟତା
Next Post Next post:
କୋଭିଡ୍‌ଜନିତ ମୃତ୍ୟୁ ଅଡିଟ୍‌ ପ୍ରସଙ୍ଗ: ହାଇକୋର୍ଟରେ ମାମଲା ଖାରଜ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts