E-Paper
  • logo
  • Friday 25th September 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଜାତୀୟ

ରାଗିଛନ୍ତି ପାଇଲଟ୍‌: ମନାଇବା ପାଇଁ ଫୋନ୍‌ କଲେ ପ୍ରିୟଙ୍କା
11:41 amJune 11, 2021

ନୂଆଦିଲ୍ଲୀ,୧୧।୬: ରାଜସ୍ଥାନର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ତଥା କଂଗ୍ରେସ ନେତା ସଚିନ ପାଇଲଟ ଗତ କିଛି ଦିନ ହେବା ଦଳୀୟ କାର୍ଯ୍ୟରେ ଅସନ୍ତୋଷ ପ୍ରକାଶ କରିଛନ୍ତି। ଦଳର କିଛି ବିଧାୟକଙ୍କ ସହ ଏକ ବୈଠକ କରି ରାଜ୍ୟରେ ରାଜନୈତିକ କାର୍ଯ୍ୟକଳାପକୁ ତୀବ୍ର ପ୍ରତିକ୍ରିୟା ପ୍ରକାଶ କରିଛନ୍ତି। ନିକଟରେ କଂଗ୍ରେସର ବରିଷ୍ଠ ନେତା ଜିତିନ ପ୍ରସାଦ ଭାଜପାରେ ଯୋଗ ଦେଇଥିଲେ। ଏହା ପରେ କଳ୍ପନାଜଳ୍ପନା ତୀବ୍ର ହେଲା ଯେ ସଚିନ ପାଇଲଟ ମଧ୍ୟ କଂଗ୍ରେସକୁ ଛାଡି ପାରନ୍ତି। କୁହାଯାଉଛି ଯେ ପୂର୍ବତନ ଉପମୁଖ୍ୟମନ୍ତ୍ରୀ ସଚିନ ପାଇଲଟ ସମନ୍ବୟ କମିଟିର ରିପୋର୍ଟକୁ ନେଇ ରାଗିଛନ୍ତି। କଂଗ୍ରେସ ହାଇକମାଣ୍ଡ ସଚିନ ପାଇଲଟଙ୍କୁ ମନାଇବା ପାଇଁ ଚେଷ୍ଟା କରୁଛନ୍ତି। ଏହି ପର୍ଯ୍ୟାୟରେ କଂଗ୍ରେସର ସାଧାରଣ ସମ୍ପାଦକ ପ୍ରିୟଙ୍କା ଗାନ୍ଧୀ ଗୁରୁବାର ବିଳମ୍ବିତ ରାତିରେ ତାଙ୍କ ସହ ଫୋନ୍‌ରେ କଥା ହୋଇଥିଲେ। ଏହା ବ୍ୟତୀତ କଂଗ୍ରେସର ବହୁ ବରିଷ୍ଠ ନେତା ମଧ୍ୟ ତାଙ୍କୁ ମନାଇବା ପାଇଁ ଚେଷ୍ଟା କରୁଛନ୍ତି। ସଚିନ ପାଇଲଟ ଶୁକ୍ରବାର ଦିଲ୍ଲୀରେ ପହଞ୍ଚି ପ୍ରିୟଙ୍କା ସହ ଆଲୋଚନା କରିବେ ବୋଲି ଚର୍ଚ୍ଚା ହେଉଛି।
ସୂଚନାଯୋଗ୍ୟ, ପୁନଃନିର୍ମାଣ କମିଟିକୁ ନେଇ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲୋଟ ଏବଂ ସଚିନ ପାଇଲଟଙ୍କ ମଧ୍ୟରେ ଦୀର୍ଘ ଦିନ ଧରି ବିବାଦ ଲାଗି ରହିଥିଲା, କିନ୍ତୁ ଏହା ଧୀରେ ଧୀରେ ସାମ୍ନାକୁ ଆସୁଛି।


[mc4wp_form id="252536"] All Right Reserved By Dharitri.Com

Posted inଜାତୀୟ View All

ଟିକାକରଣ ପାଇଁ ପାହାଡ଼ ଚଢ଼ିଲେ ଜିଲାପାଳ

କୋଲକାତା,୨୧।୬: ପଶ୍ଚିମବଙ୍ଗ ଅଲିପୁରଦ୍ୱାର ଜିଲାର ଜିଲାପାଳ ସୁରେନ୍ଦ୍ର କୁମାର ମିନା ଏବେ ଚର୍ଚ୍ଚାରେ ରହିଛନ୍ତି। ଗାଁରେ ଟିକାକରଣ ପାଇଁ ଜିଲାପାଳ କଠିନ ରାସ୍ତା ଦେଇ ପାହାଡ଼...

ଶଶିକଳାଙ୍କ ସହ କଥାବାର୍ତ୍ତା କରିବା ପଡିଲା ମହଙ୍ଗା: ୧୬ ନେତା ଦଳରୁ ବହିଷ୍କୃତ

ଚେନ୍ନାଇ,୧୪।୬: ଏଆଇଡିଏମ୍‌କେ ସୋମବାର ଦଳର ୧୬ ଜଣ ନେତାଙ୍କୁ ଦଳରୁ ବହିଷ୍କାର କରିଛି। ଏହି ନେତାମାନେ ଦଳର ପୂର୍ବତନ ନେତା ଭି.କେ ଶଶିକଳାଙ୍କ ସହ କଥାବାର୍ତ୍ତା...

‘ମୃତଦେହ ଫିଙ୍ଗିବା ପାଇଁ ମୁମ୍ବାଇରେ ନଦୀ ନାହିଁ’

ମୁମ୍ବାଇ, ୧୦।୬: ସରକାରୀ ସ୍ତରରେ ରିପୋର୍ଟ ହେଉଥିବା କୋଭିଡ୍‌ ଜନିତ ମୃତ୍ୟୁ ସଂଖ୍ୟାଠାରୁ ମହାରାଷ୍ଟ୍ରର ରାଜଧାନୀରେ ଢେର ଅଧିକ ଲୋକଙ୍କ ମୃତ୍ୟୁ ହେଉଛି। ବିରୋଧୀ ଭାଜାପା...

ବିଦେଶୀ ମିଡ଼ିଆକୁ ଜବାବ୍‌: ୭ ଗୁଣା ନୁହେଁ କରୋନା ମୃତ୍ୟୁ ସଂଖ୍ୟା, କହିଲେ କେନ୍ଦ୍ର ସରକାର…

ନୂଆଦିଲ୍ଲୀ,୧୩।୬: କରୋନା ମହାମାରୀ ସଂକ୍ରମଣ ଯୋଗୁ ଭାରତରେ ମୃତ୍ୟୁ ସଂଖ୍ୟା ବୃଦ୍ଧି ପାଉଛି। ଏହା ସରକାରୀ ରିପୋର୍ଟଠାରୁ ୭ ଗୁଣା ଅଧିକ ବୋଲି ବିଦେଶୀ ମିଡ଼ିଆ...

ପ୍ରଦର୍ଶନ କରିବା ଆତଙ୍କବାଦ ନୁହେଁ: ଦିଲ୍ଲୀ ହାଇକୋର୍ଟ…

ନୂଆଦିଲ୍ଲୀ,୧୫।୬: ଗଣତାନ୍ତ୍ରିକ ବ୍ୟବସ୍ଥାରେ ପ୍ରଦର୍ଶନ କରିବାକୁ ଆତଙ୍କବାଦ ଭାବେ ଗ୍ରହଣ କରାଯାଇ ପାରିବ ନାହିଁ ବୋଲି ମଙ୍ଗଳବାର ଦିଲ୍ଲୀ ହାଇକୋର୍ଟ କହିଛନ୍ତି। ଏହା ସହିତ ଦିଲ୍ଲୀ...

ଏଠି ମାରିବି ଶ୍ମଶାନରେ ପଡ଼ିବ

କୋଲକାତା,୧୬।୬: ଭାଜପା ନେତା ତଥା ବଲିଉଡ୍‌ ଅଭିନେତା ମିଥୁନ ଚକ୍ରବର୍ତ୍ତୀ ଏବେ ବିବାଦ ଘେରକୁ ଚାଲିଆସିଛନ୍ତି। ବୁଧବାର ମିଥୁନ ଦା’ଙ୍କ ଜନ୍ମଦିନ ଥିବା ବେଳେ ମାନିକତଲା...

ନୂଆ ଆକ୍ରାନ୍ତ-ମୃତକଙ୍କ ସଂଖ୍ୟା କମିଲା…

ନୂଆଦିଲ୍ଲୀ,୧୯।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତିରେ ଧୀରେଧୀରେ ସୁଧାର ଆସୁଛି। ଲକ୍‌ଡାଉନ୍‌ ପ୍ରଭାବରୁ ସଂକ୍ରମଣ କମିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ଦେଶରେ ନୂଆ...

ସେପ୍ଟେମ୍ବର ସୁଦ୍ଧା ୭୦କୋଟି ଲୋକଙ୍କୁ ଟିକା ଦିଆଯିବା ଲକ୍ଷ୍ୟ: ସିଇଏ

ନୂଆଦିଲ୍ଲୀ,୪।୬: ଦେଶରେ କରୋନା ଟିକାକରଣକୁ ଆହୁରି ତ୍ୱରାନ୍ବିତ କରାଯିବ। ସେପ୍ଟେମ୍ବର ସୁଦ୍ଧା ଦେଶର ୭୦କୋଟି ଲୋକଙ୍କୁ କରୋନା ଭାକ୍ସିନର ପ୍ରଥମ ଡୋଜ୍‌ ଦିଆଯିବା ନେଇ ସରକାର...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ପ୍ରଧାନମନ୍ତ୍ରୀଙ୍କ ବାସଭବନରେ ଯୋଗୀ: ବିଧାନସଭା ନିର୍ବାଚନ-କ୍ୟାବିନେଟ ସମ୍ପ୍ରସାରଣକୁ ନେଇ ହୋଇପାରେ ଆଲୋଚନା
Next Post Next post:
ରାଜ୍ୟର ପ୍ରଥମ ମୁସଲିମ୍‌ ମହିଳା ଡିଏସ୍‌ପି

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts