E-Paper
  • logo
  • Monday 15th June 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inମନୋରଞ୍ଜନ

ଅଟୋ ଡ୍ରାଇଭରଙ୍କୁ ନୃତ୍ୟ ଶିଖାଇଲେ ରାଖି ସାଓ୍ବନ୍ତ, ଭିଡ଼ିଓ ଭାଇରାଲ…
12:59 pmJune 22, 2021

ମୁମ୍ବାଇ,୨୨।୬: ବଲିଉଡ୍‌ ଅଭିନେତ୍ରୀ ରାଖି ସାଓ୍ବନ୍ତ ଏବେ ସୋସିଆଲ୍‌ ମିଡ଼ିଆରେ ବେଶ୍‌ ଆକ୍ଟିଭ୍‌ ରହିଛନ୍ତି। କିଛି ଦିନ ତଳେ ବାବା ରାମଦେବଙ୍କ ବିରୋଧରେ ବିବାଦୀୟ ମନ୍ତବ୍ୟ ଦେଇଥିବା ରାଖି ଏବେ ଜଣେ ଅଟୋ ଡ୍ରାଇଭରଙ୍କୁ ନୃତ୍ୟ ଶିଖାଇ ଚର୍ଚ୍ଚାରେ ରହିଛନ୍ତିି। ରାଖି ନିଜର ଲାଟେଷ୍ଟ୍‌ ଗୀତ ଡ୍ରିମ୍‌ ମେ ଏଣ୍ଟ୍ରି…ର ତାଳେତାଳେ ନୃତ୍ୟ ଶିଖାଊଥିବାର ଦୃଶ୍ୟ ଭିଡ଼ିଓରେ ଦେଖିବାକୁ ମିଳୁଛି। ଏହି ଭିଡ଼ିଓକୁ ରାଖି ଇନଷ୍ଟାଗ୍ରାମ୍‌ରେ ଅପଲୋଡ୍‌ କରିଛନ୍ତିି। ଭିଡ଼ିଓଟି ଏବେ ଭାଇରାଲ ହେବାରେ ଲାଗିଛି। ରାଖି ଭିଡ଼ିଓ ମାଧ୍ୟମରେ ନିଜର ଲାଟେଷ୍ଟ୍‌ ଗୀତକୁ ପ୍ରମୋଟ୍‌ କରିବା ଲାଗି ଏଭଳି କରିଥିବା କେତେକ ୟୁଜର କମେଣ୍ଟ କରିଛନ୍ତି।


[mc4wp_form id="252536"] All Right Reserved By Dharitri.Com

Posted inମନୋରଞ୍ଜନ View All

ହସ୍ପିଟାଲରୁ ଘରକୁ ଫେରିିଲେ ଦିଲ୍ଲୀପ କୁମାର: ସାୟରା କହିଲେ, ପ୍ରଶଂସକ ପ୍ରାର୍ଥନା ପାଇଁ…

ମୁମ୍ବାଇ,୧୧।୬: ହିନ୍ଦୀ ସିନେମା ଜଗତର ଭେଟେରାନ ଅଭିନେତା ଦିଲ୍ଲୀପ କୁମାରଙ୍କ ପ୍ରଶଂସକଙ୍କ ପାଇଁ ଏକ ଖୁସି ଖବର। ଶୁକ୍ରବାର ଦିଲ୍ଲୀପ କୁମାରଙ୍କୁ ହସ୍ପିଟାଲରୁ ଛୁଟି ମିଳିଛି।...

ପ୍ରିତି ଜିଣ୍ଟାଙ୍କ ପୂର୍ବ ପ୍ରେମିକଙ୍କଠାରୁ ଆରମ୍ଭ କରି ବିକ୍ରମ ଭଟ୍ଟଙ୍କୁ ଡେଟ୍‌ କରିଛନ୍ତି ଏହି ଅଭିନେତ୍ରୀ; ହେଲେ ଆଜି ବି ଅବିବାହିତା…

ବମ୍ବେ: ୨୦୦୦ରେ ରିଲିଜ ହୋଇଥିବା ବ୍ଲକବଷ୍ଟର ଫିଲ୍ମ ‘କହୋ ନା ପ୍ୟାର ହୈ’ ଜରିଆରେ ବଲିଉଡ୍‌ରେ ପାଦ ରଖିଥିବା ଅଭିନେତ୍ରୀ ଅମିଶା ପଟେଲଙ୍କ ଆଜି ହେଉଛି...

ମୃତ୍ୟୁର ୪ ଘଣ୍ଟା ପୂର୍ବରୁ ଶୁଟିଂ କରୁଥିଲେ ଏହି ପ୍ରସିଦ୍ଧ ଅଭିନେତ୍ରୀ

ବଲିଉଡରେ କିଛି ଅଭିନେତ୍ରୀ ଅଛନ୍ତି, ଯେଉଁମାନେ ବଡ ପରଦାରେ ମା’ ଭୂମିକା ପାଇଁ ଫିଟ ବିବେଚିତ ହୋଇଥିଲେ। ରିମା ଲାଗୁ ଏହି ଅଭିନେତ୍ରୀମାନଙ୍କ ମଧ୍ୟରୁ ଜଣେ...

ସାଢ଼େ ଚାରି ବର୍ଷ ସମ୍ପର୍କରେ ରହିବା ପରେ ଶାହିଦଙ୍କଠାରୁ ଅଲଗା ହୋଇଥିଲେ କରିନା, ବ୍ରେକ୍‌ଅପ୍‌ ନେଇ…

ବମ୍ବେ: ଏକ ସମୟରେ ଅଭିନେତ୍ରୀ କରିନା କପୁର ଏବଂ ଅଭିନେତା ଶାହିଦ କପୁରଙ୍କ ଯୋଡ଼ିକୁ ଆଦର୍ଶ କୁହାଯାଉଥିଲା। ହେଲେ ଯେତେବେଳେ ସେମାନେ ଅଲଗା ହୋଇଥିଲେ ସବୁକିଛି...

କବୀର ସିଂର ଦୁଇ ବର୍ଷ ପରେ ସାହିଦ୍‌ ଶେୟାର କଲେ ଏମିତି ଭିଡିଓ, ପ୍ରଶଂସକ କହିଲେ…

ବଲିଉଡ୍‌ ଅଭିନେତା ସାହିଦ କପୁର ଏଯାବତ୍‌ ତାଙ୍କ କ୍ୟାରିୟରରେ ଅନେକ ଫିଲ୍ମରେ ଅଭିନୟ କରିଛନ୍ତି। ତେବେ  ‘କବୀର ସିଂ’ ଫିଲ୍ମ ଇଣ୍ଡଷ୍ଟ୍ରିରେ ହଇଚଇ ସୃଷ୍ଟି କରିଥିଲା।...

ଭଉଣୀଙ୍କୁ ଇର୍ଷା କରୁଛନ୍ତି ପ୍ରିୟଙ୍କା ଚୋପ୍ରା

ବଲିଉଡ ଅଭିନେତ୍ରୀ ପରିଣୀତି ଚୋପ୍ରା ଆଜିକାଲି ତୁର୍କୀରେ ଛୁଟି କାଟୁଛନ୍ତି। ସେ ଇନଷ୍ଟାଗ୍ରାମରେ ଏହାର ଫଟୋ ମଧ୍ୟ ଶେୟାର କରୁଛନ୍ତି। ଯାହା ସୋସିଆଲ ମିଡିଆରେ ଭାଇରାଲ...

ଗର୍ଭବତୀ ଥିବା ଏହି ଅଭିନେତ୍ରୀଙ୍କୁ ବିବାହ ପ୍ରସ୍ତାବ ଦେଇଥିଲେ ଜଣେ ଅଭିନେତା

ଫିଲ୍ମ ‘ବଧାଇ ହୋ’ ସହିତ ଦୀର୍ଘ ସମୟ ପରେ ସିନେମାକୁ ଫେରିଥିବା ନୀନା ତାଙ୍କ ବ୍ୟକ୍ତିଗତ ଜୀବନ ପାଇଁ ଆଜିକାଲି ଚର୍ଚ୍ଚାରେ ଅଛନ୍ତି। ନିକଟରେ ସେ...

ସୁଶାନ୍ତଙ୍କ ପ୍ରଥମ ପୁଣ୍ୟତିଥିରେ ଘରେ ପୂଜା କଲେ ଅଙ୍କିତା

ମୁମ୍ବାଇ: ବଲିଉଡ୍‌ ଭେଟେରାନ ଅଭିନେତା ସୁଶାନ୍ତ ସିଂହ ରାଜପୁତଙ୍କ ଆଜି ପ୍ରଥମ ପୁଣ୍ୟତିଥି। ଜୁନ ୧୪ ୨୦୨୦ରେ ମୁମ୍ବାଇ ସ୍ଥିତ ଆପାର୍ଟମେଣ୍ଟରେ ସୁଶାନ୍ତ ଆତ୍ମହତ୍ୟା କରିଥିଲେ।...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ପରିବାର ପାଇଁ ପରିବେଶ
Next Post Next post:
୬ ବର୍ଷ ଝିଅର ବ୍ୟାଟିଂ ଦେଖି ବଡ଼ ବଡ଼ କ୍ରିକେଟର୍‌ ହେଲେ ଆଶ୍ଚର୍ଯ୍ୟ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts